ଜାତୀୟ

ଫି ବୃଦ୍ଧିକୁ ନେଇ ସଂସଦ ମୁହାଁ ଜେଏନ୍‌ୟୁ ଛାତ୍ର

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀ ଜବାହାର ଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଫି ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦ ଥମିବାରେ ନାଁ ନେଉନି। ସୋମବାର ଶୀତକାଳିନ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଉତ୍ତ୍ୟକ୍ତ ଛାତ୍ରମାନେ ସଂସଦ ମୁହାଁ ହୋଇଛନ୍ତି। ନିଜର ଦାବିକୁ ସରକାରଙ୍କ...

ଶୀତକାଳିନ ଅଧିବେଶନରେ ଯୋଗ ଦେଲେନି ନୁସରତ

ନୁଆଦିଲ୍ଲୀ,୧୮।୧୧: ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁ ସୋମବାର ଆରମ୍ଭ ହୋଇଥିବା ଶୀତକାଳିନ ଅଧିବେସନରେ ଯୋଗ ଦେଇ ନାହାଁନ୍ତି। ଶ୍ୱାସ ପ୍ରଶ୍ୱାସ ଜନିତ ଅସୁବିଧା ପାଇଁ ରବିବାରଠାରୁ ସେ ପଶ୍ଚିମବଙ୍ଗର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେଣୁ ସେ...

ସ୍ବଚ୍ଛତା ଅଭିଯାନ: ଗୀତ ଗାଇ ଲୋକଙ୍କୁ ସଚେତନ କରୁଛନ୍ତି ମ୍ୟୁନିସିପାଲିଟି କର୍ମଚାରୀ ମହାଦେବ ଯାଦବ

ପୁଣେ,୧୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶରେ ସ୍ବଚ୍ଛତା ଅଭିଯାନ ଜାରି ରଖିଛନ୍ତି। ପୁଣେ ମ୍ୟୁନିସିପାଲିଟିରେ କାମ କରୁଥିବା ମହାଦେବ ଯାଦବ ରାସ୍ତା ଘାଟ ସଫା କରିବା ସମୟରେ ସ୍ଥାନୀୟ ଲୋକଙ୍କୁ ସଚେତନ କରିବା ଲାଗି ଗୀତ ଗାଉଛନ୍ତି। ଏସବୁ...

ରାସ୍ତାରେ ଥିବା ଖାଲଖମାରେ ଗଛ ଲଗାଇ ପ୍ରତିବାଦ ଜଣାଇଲେ ବାସିନ୍ଦା

ହାଇଦ୍ରାବାଦ,୧୮।୧୧: ବାରମ୍ବାର କୌଣସି ସମସ୍ୟା ନେଇ ପ୍ରଶାସନ ନିକଟରେ ଗୁହାରି କରିବା ପରେ ଏହାର ସମାଧାନ ନ ହେଲେ ବେଳେବେଳେ ଲୋକେ ଅଜବ ପ୍ରତିବାଦ ଜଣାଇଥାନ୍ତି। ଏଭଳି ଏକ ପ୍ରତିବାଦ କରିଛନ୍ତି ତେଲେଙ୍ଗାନା ହାଇଦ୍ରାବାଦ୍‌ସ୍ଥିତ ପୀର୍ଜାଡ଼ିଗୁଡ଼ା ଅଞ୍ଚଳର ବାସିନ୍ଦା। ସେମାନେ...

ଅଯୋଧ୍ୟା ଯିବେ ନାହିଁ ଉଦ୍ଧବ

ମୁମ୍ବାଇ,୧୮।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ଜଣାପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ସେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ସୂଚନା ମିଳଛି। ଆହୁରି ମଧ୍ୟ ମହରାଷ୍ଟ୍ରରେ ସରକାର ଗଠନକୁ ନେଇ ବିଳମ୍ବ...

ସାଇକେଲ୍‌ ଚଢି ସଂସଦ ଆସିଲେ ମନୋଜ-ମନସୁଖ

ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅଧିବେଶନରେ ଯୋଗ ଦେବା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ମନୋଜ ତିଓ୍ବାରି ସାଇକେଲ ଚଢି ସଂସଦ ଭବନ ପହଞ୍ଚିଥିବା ଦେଖାଯାଇଛି। ସେହିପରି ଭାଜପା ଏମ୍‌ପି ମନସୁଖ ମନ୍ଦଭିୟା...

ଜମ୍ମୁ- କଶ୍ମୀରରେ ଟ୍ରେନ୍‌ ସେବା ଆରମ୍ଭ

ଜମ୍ମୁ,୧୮।୧୧: ଶ୍ରୀନଗର-ବନିହାଲ ମଧ୍ୟରେ ପୁନର୍ବାର ଟ୍ରେନ୍‌ ସେବା ଆରମ୍ଭ କରାଯାଇଛି। ଗତ ଅଗଷ୍ଟ ମାସରୁ ଏଠାରେ ଟ୍ରେନ୍‌ ସେବା ବନ୍ଦ ଥିବା ବେଳେ ସୋମବାରଠାରୁ ଏଠାରେ ପୁଣିଥରେ ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ...

ତୀର୍ଥଯାତ୍ରୀଙ୍କ ପଛରେ ୪୮୦ କିମି ଚାଲିଚାଲି କୁକୁର କରୁଛି ତୀର୍ଥଯାତ୍ରା

ଚିକ୍କାମାଗାଲୁର୍‌,୧୮।୧୧: ସାଧାରଣତଃ ମଣିଷମାନେ ତୀର୍ଥଯାତ୍ରା କରିଥାନ୍ତି। ତେବେ ଏକ କୁକୁର ସାବରିମାଲା ଆସୁଥିବା ତୀର୍ଥଯାତ୍ରୀଙ୍କୁ ଅନୁସରଣ କରି ତୀର୍ଥଯାତ୍ରା କରିଚାଲିଛି। ଏବେ କୁକୁରର ଫଟୋ ଓ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୧୩ ଜଣିଆ ଆୟପ୍ପା ଶ୍ରଦ୍ଧାଳୁଦଳଙ୍କ...

ମହାରାଷ୍ଟ୍ରରେ ସରକାର ଗଠନ: ସୋନିଆଙ୍କୁ ଭେଟିବେ ଶରଦ

ନୂଆଦିଲ୍ଲୀ,୧୮।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଏବେବି ମନ୍ଥନ ଚାଲିଛି। ସୋମବାର ଏନ୍‌ସିପି ନେତା ଶରଦ ପାଓ୍ବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ହେଲେ ସରକାର ଗଠନକୁ ନେଇ ଆଉ କିଛି ସମୟ ଲାଗିବ...

ଘନକୁହୁଡ଼ି ଯୋଗୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ

ଜୟପୁର,୧୮।୧୧: ରାଜସ୍ଥାନ ବିକାନେର୍‌ରେ ସୋମବାର ସକାଳ ୬ଟା ୩୦ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ...

ଉର୍ଦ୍ଦୁ ଶ୍ରୀମଦ୍‌ ଭାଗବତ ଗୀତାକୁ ୧୨୧ ବର୍ଷ ହେଲା ରଖିଛନ୍ତି ମୁସଲମାନ୍‌ ପରିବାର

ଭୋପାଳ,୧୮।୧୧: ଭାରତ ସବୁବେଳେ ଭିନ୍ନତାରେ ଏକତାର ଉଦାହରଣ ସୃଷ୍ଟି କରିଥାଏ। ମଧ୍ୟପ୍ରଦେଶରେ ଏକ ମୁସଲମାନ୍‌ ପରିବାର ୧୨୧ ବର୍ଷ ହେଲା ଉର୍ଦ୍ଦୁରେ ରଚିତ ଶ୍ରୀମଦ୍‌ ଭାଗବତ ଗୀତାକୁ ସଂରକ୍ଷିତ କରି ରଖିଛନ୍ତି। ସ୍ଥାନୀୟ ରତଲାମ୍‌ ଜିଲାର ଜାବରାରେ ବାସ କରୁଥିବା...

କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri