ଜାତୀୟ

ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା କଂଗ୍ରେସ ବିଧାୟକଙ୍କୁ ଲହୁଲୁହାଣ କଲେ ଯୁବକ

ବେଙ୍ଗାଲୁରୁ,୧୮।୧୧:କର୍ନାଟକର ଜଣେ ବିଧାୟକଙ୍କ ଉପରକୁ ଛୁରିରେ ଆକ୍ରମଣ ହୋଇଛି। ନରସିହ୍ମାରାଜାର ବିଧାୟକ ତନବୀର ସୈତ୍‌ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ ଏଭଳି ଆକ୍ରମଣ ହୋଇଥିଲା। ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ରବିବାର ରାତି ୧୧.୪୫ରେ ତନବୀର...

ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେଲେ ବୋବଡେ

ନୂଆଦିଲ୍ଲୀ,୧୮।୧୧: ସୋମବାର ସୁପ୍ରିମ୍‌କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ...

ବାଚସ୍ପତି ପଦରୁ ହଟିଲେ ନିର୍ମଳ ସିଂ

ଜମ୍ମୁ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀର ବିଧାନସଭା ବାଚସ୍ପତି ପଦରୁ ଭାଜପା ନେତା ନିର୍ମଳ ସିଂଙ୍କୁ ହଟାଇ ଦିଆଯାଇଛି। ବାଚସ୍ପତିଙ୍କ କାର୍ଯ୍ୟକାଳ ଶେଷ ହେଲା ବୋଲି ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ନେତୃତ୍ୱାଧୀନ ପ୍ରଶାସନ ଏକ ନୋଟିସ୍‌ ଜାରି କରିଛି। ପୂର୍ବରୁ ପ୍ରଚଳିତ ସମ୍ବିଧାନର...

ଆଣବିକ ପରୀକ୍ଷାରେ ଘୁଞ୍ଚତ୍ଥିଲା ପର୍ବତ

ଚେନ୍ନାଇ,୧୮ା୧୧: ଉତ୍ତର କୋରିଆ ୨୦୧୭ରେ ଆଣବିକ ପରୀକ୍ଷା କରିଥିଲା। ଏହା ଏତେ ଶକ୍ତିଶାଳୀ ଥିଲା ଯେ ପରୀକ୍ଷାସ୍ଥଳ ମାଉଣ୍ଟ ମଣ୍ଟପର ଉପରିଭାଗକୁ ଘୁଞ୍ଚାଇଦେଇଥିଲା। ହିରୋସୀମାରେ ପଡ଼ିଥିବା ପରମାଣୁ ବୋମାଠାରୁ ଏହା ୧୭ଗୁଣ ଅଧିକ ଶକ୍ତିଶାଳୀ ଥିଲା ବୋଲି ଭାରତୀୟ ମହାକାଶ...

ବାଲ୍‌ ଠାକ୍‌ରେଙ୍କ ଶ୍ରାଦ୍ଧବାର୍ଷିକୀରେ ରାଜନୀତି

ମୁମ୍ବାଇ,୧୮ା୧୧(ପି.ଟି.): ଶିବସେନା ପ୍ରତିଷ୍ଠାତା ବାଲ୍‌ ଠାକ୍‌ରେଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀରେ ରବିବାର ଉଭୟ ଭାଜପା ଓ ଶିବସେନା ନେତାମାନେ ଶିବାଜୀ ପାର୍କ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତେବେ ଉଭୟ ଦଳର ନେତା ପରସ୍ପରଠାରୁ ଦୂରେଇ ରହିବାକୁ ଉଦ୍ୟମ...

ରାଜସ୍ଥାନରେ ପକ୍ଷୀମଡ଼କ : ସମ୍ଭର ହ୍ରଦରେ ମଲେଣି ୧୦ ହଜାର

ଜୟପୁର,୧୮ା୧୧: ରାଜସ୍ଥାନରେ ପକ୍ଷୀମଡ଼କ ଦେଖାଦେଇଛି। ରାଜଧାନୀ ଜୟପୁର ନିକଟରେ ଥିତ୍ବା ସମ୍ଭର ହ୍ରଦ ପାଖରେ ସପ୍ତାହକ ମଧ୍ୟରେ ୧୦ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ପ୍ରାଣ ହରାଇଲେଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ବିଦେଶାଗତ ପକ୍ଷୀ ବୋଲି ଜଣାପଡିଛି। ସେମାନେ ଆଭିଆନ୍‌ ବୋଟୁଲିଜମ୍‌ରେ...

ଜଳିଗଲା ୧୧୭ ବର୍ଷ ପୁରୁଣା ଚର୍ଚ୍ଚ

ଗୁଆହାଟୀ,୧୮ା୧୧(ପି.ଟି.): ମେଘାଳୟ ରାଜଧାନୀ ସିଲଂରେ ଥିବା ୧୧୭ ବର୍ଷର ପୁରୁଣା ଚର୍ଚ୍ଚରେ ରବିବାର ଅଗ୍ନିକାଣ୍ଡ ଘଟି ବୃଦ୍ଧ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କ୍ୱାଲପାଟିଠାରେ ଥିବା ଏହି ଚର୍ଚ୍ଚ ୧୯୦୨ରେ ସ୍ଥାପିତ ହୋଇଥିଲା। ସେଠାରେ ମରାମତି କାର୍ଯ୍ୟ ଚାଲିଥିବାବେଳେ ବିଦ୍ୟୁତ...

ସିଜେଆଇ ପଦରୁ ଅବସର ନେଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିଛନ୍ତି। ଉତ୍ତରପୂର୍ବାଞ୍ଚଳରୁ ପ୍ରଥମ ବ୍ୟକ୍ତି ଭାବେ ସେ ସର୍ବୋଚ୍ଚ ଅଦାଲତର ଶୀର୍ଷ ପଦବୀ ମଣ୍ଡନ କରିଥିଲେ। ସିଜେଆଇ ଭାବେ କାର୍ଯ୍ୟକାଳର ଶେଷ ପର୍ଯ୍ୟାୟରେ...

ଝାଡ଼ଖଣ୍ଡରେ ବଢ଼ୁଛି ଭାଜପା ଅଡ଼ୁଆ

ରାଞ୍ଚି,୧୭ା୧୧(ପି.ଟି./ ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୁଇ ସପ୍ତାହରୁ କମ୍‌ ସମୟ ବାକି ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ିଛି। ଶାସକ ଭାଜପା ସହ ଅନ୍ୟତମ ସହଯୋଗୀ ଅଲ୍‌ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ ୟୁନିୟନ୍‌...

ଆଜିଠାରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ: ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଥିବା ପ୍ରତିଶ୍ରୁତି ଦେଇଛନ୍ତି।...

ଅଯୋଧ୍ୟା ରାୟକୁ ଚ୍ୟାଲେଞ୍ଜ ନିଷ୍ପତ୍ତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୮ା୧୧(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟ ପରେ ମଧ୍ୟ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦର ସମାଧାନ ହୋଇପାରି ନାହିଁ। ଏହି ଐତିହାସିକ ରାୟକୁ ସୁନ୍ନି ସେଣ୍ଟ୍ରାଲ ଓ୍ବାକଫ୍‌ ବୋର୍ଡ ସ୍ବାଗତ କରିଥିବାବେଳେ ଦୁଇଟି ମୁସ୍‌ଲିମ ସଙ୍ଗଠନ ଏକତରଫା ଓ ଭିତ୍ତିହୀନ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ ମିଳିଥାଏ। ନଡ଼ିଆ କ୍ଷୀର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏହା ଖରାପ କୋଲେଷ୍ଟରଲସ୍ତର କମାଇବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri