ଜାତୀୟ

ବନ୍ଦ ହେବ ‘କଳା-ହଳଦିଆ’ ପଦ୍ମିନୀ ଟ୍ୟାକ୍ସି

ମୁମ୍ବାଇ,୧୨।୧୦: ‘କଳା-ହଳଦିଆ’ ରଙ୍ଗର ପଦ୍ମିନୀ ଟ୍ୟାକ୍ସି ଏବେ ଆଉ ମୁମ୍ବାଇ ରାସ୍ତାରେ ଦେଖିବାକୁ ମିଳିବ ନାହିଁ। ୨୦୨୦ ସୁଦ୍ଧା ଏହାକୁ ବନ୍ଦ କରି ଦିଆଯିବ ବୋଲି ଜଣାପଡିଛି। ମୁମ୍ବାଇର ଟ୍ୟାକ୍ସିମ୍ୟାନ୍ସ ୟୁନିୟନ ଏମ୍‌ଏଲ୍‌ ମାଡ୍ରୋସ୍‌ର ସୂଚନା ଅନୁଯାୟୀ, ୨୦୦୦ରୁ ‘କଳା-ହଳଦିଆ’...

ମାଟି କ୍ୟାରମ୍‌ ବୋର୍ଡରେ ଖେଳୁଥିବା ପିଲାଙ୍କ ଭିଡ଼ିଓକୁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ କଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୨।୧୦: ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଟୁଇଟରରେ ଏକ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ୫ ଜଣ ଛୋଟ ପିଲା କାଦୁଆରେ ଲିପା ହୋଇ ତିଆରି ହୋଇଥିବା ଏକ କ୍ୟାରମ୍‌ ବୋର୍ଡରେ...

ସମୁଦ୍ର କୂଳରୁ ମଇଳା ଉଠାଇଲେ ମୋଦି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମାମଲ୍ଲାପୁରମ୍‌,୧୨।୧୦ ଏବେ ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଫଟୋ ଓ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଶନିବାର ମର୍ନିଂ ଓ୍ବାର୍କ ସମୟରେ ତାମିଲନାଡୁର ମାମଲ୍ଲାପୁରମ୍‌ ସମୁଦ୍ରକୂଳରୁ ସେ ମଇଳା ଉଠାଇଛନ୍ତି। ଏହାର ଫଟୋ ଓ ଭିଡ଼ିଓକୁ ଇତିମଧ୍ୟରେ...

ଆଇଆର୍‌ଏସ୍‌ ଅଫିସରଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ଜାଲ୍‌ କାଗଜପତ୍ର ଦେଇ ୟୁପିଏସ୍‌ସି ପରୀକ୍ଷାରେ ପାସ୍‌ କରିଥିବା ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଜଣେ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସୀମାଶୁଳ୍କ ଓ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଅଫିସର ଥିବା ୨୦୦୭ ବ୍ୟାଚ୍‌ର ଆଇଆର୍‌ଏସ୍‌ ନବନୀତ...

ଚଣ୍ଡିପ୍ରସାଦ ଭଟ୍ଟଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ସଂହତି ପୁରସ୍କାର

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ଚଣ୍ଡିପ୍ରସାଦ ଭଟ୍ଟଙ୍କୁ ୨୦୧୭ ଓ ୨୦୧୮ ବର୍ଷ ଲାଗି ଇନ୍ଦିରା ଗାନ୍ଧୀ ଜାତୀୟ ସଂହତି ପୁରସ୍କାର ଲାଗି ମନୋନୀତ କରାଯାଇଛି। ଅକ୍ଟୋବର ୩୧ରେ ଜବାହର ଭବନରେ ଏକ କାର୍ଯ୍ୟକ୍ରମରେ କଂଗ୍ରେସ ଅଧ୍ୟକ୍ଷା...

ଏଲ୍‌ଓସିରେ ଯବାନ ଶହୀଦ

ଜମ୍ମୁ,୧୨ା୧୦(ପି.ଟି.): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ପାକିସ୍ତାନ ଶୁକ୍ରବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଯବାନ ଶହୀଦ ଓ ଦୁଇ ଆହତ ହୋଇଛନ୍ତି। ରାଜୌରି ଜିଲା ନୌସେରା ସେକ୍ଟରରେ ପାକିସ୍ତାନୀ ସେନା ଭୋର ୫ଟା ୩୦ରୁ ୨...

ଅର୍ଥନୀତିରେ ଚାଇନାଠାରୁ ବହୁ ପଛରେ ଭାରତ

ନୂଆଦିଲ୍ଲୀ,୧୨ା୧୦: ଭାରତ ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଶନିବାର ଆଞ୍ଚଳିକ ରାଜନୀତିଠାରୁ ଆରମ୍ଭ କରି ବାଣିଜ୍ୟ ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାକୁ ଯାଉଥିଲାବେଳେ ଦୁଇଦେଶର ଅର୍ଥନୀତି ଓ ବିଗତ...

ପିଓକେ ଶିବିରରେ ୫୦୦ ଆତଙ୍କବାଦୀ

ଜମ୍ମୁ,୧୨ା୧୦(ପି.ଟି.): ପାକ୍‌-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ତାଲିମ ଶିବିରଗୁଡ଼ିକରେ ପ୍ରାୟ ୫୦୦ ଆତଙ୍କବାଦୀ ଅଛନ୍ତି। ସେମାନେ ଏଲ୍‌ଓସି ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ ପାଇଁ ସୁଯୋଗ ଖୋଜୁଛନ୍ତି ବୋଲି ଶୁକ୍ରବାର ସେନା ପକ୍ଷରୁ କୁହାଯାଇଛି। ନର୍ଦ୍ଦର୍ନ କମାଣ୍ଡ ମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ...

୨ ମାସରେ ୬୦୦ ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ,୧୨ା୧୦: ପାକିସ୍ତାନୀ ସେନା ସୀମାରେ ୨ ମାସ ମଧ୍ୟରେ ୬୦୦ରୁ ଊର୍ଦ୍ଧ୍ୱ ଥର ଅସ୍ତ୍ରବିରତି ଉଲ୍ଲଂଘନ କଲାଣି। ସୀମା ସେପଟୁ ଗୁଳିବର୍ଷା ଓ ମୋର୍ଟାର ମାଡ଼ରୁ କ୍ଷାନ୍ତ ରହିବା ପାଇଁ ପାକିସ୍ତାନକୁ ଚେତାଇଦେଇଛି ଭାରତ। ପ୍ରତିପକ୍ଷ ସେନା ସୀମାନ୍ତବାସୀଙ୍କୁ ଟାର୍ଗେଟ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ଗିରଫ

ଲକ୍ଷ୍ନୌ,୧୨ା୧୦(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣରେ ସମ୍ପୃକ୍ତି ଅଭିଯୋଗରେ ଉତ୍ତରପ୍ରଦେଶ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଉମେଦ୍‌ ଅଲି, ସଞ୍ଜୟ ଅଗ୍ରଓ୍ବାଲ, ସମୀର ସଲ୍‌ମାନି ଓ ଐରାଜ୍‌ ଅଲି। ଗୁରୁବାର ରାତିରେ ଲକ୍ଷ୍ମୀପୁର ଜିଲା ନିଘାସନ ଅଞ୍ଚଳରୁ...

୧୧ ତିବ୍ବତୀୟ ଗିରଫ

ଚେନ୍ନାଇ,୧୨ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧ କରି ଚେନ୍ନାଇ ବିମାନ ବନ୍ଦର ଓ ସେ ରହିବାକୁ ଥିବା ଷ୍ଟାର ହୋଟେଲ ବାହାରେ ବିକ୍ଷୋଭ ପ୍ରଦର୍ଶନ ଲାଗି ଉଦ୍ୟମ କରୁଥିବା ୧୧ ଜଣ ତିବ୍ବତୀୟଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି।...

ସ୍ବଚ୍ଛ ଭାରତ ଅଭିଯାନରେ ବାଜି ମାରିଲା ଏମ୍ସ: ମିଳିଲା ୩ କୋଟି ଟଙ୍କା ପୁରସ୍କାର

ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ପ୍ରଥମ ହୋଇଛି ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଶୁକ୍ରବାର ଏମ୍ସକୁ ପ୍ରଥମ ପୁରସ୍କାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri