ଜାତୀୟ

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ ଯାଇପାରିବେ। ୫ରେ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ...

କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି

ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ ଭେଟି ଦେଇଛନ୍ତି। ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରୁ ଆସିଥିବା ବିସ୍ତାପିତ ଭାରତର ବହୁ...

ରାଫାଲ ପୂଜାକୁ କଂଗ୍ରେସ କହିଲା ଡ୍ରାମା

ନୂଆଦିଲ୍ଲୀ,୯।୧୦:  ଫ୍ରାନ୍ସ ଗସ୍ତରେ ଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରବି-୦୦୧ ଲେଖାଥିବା ରାଫାଲ ବିମାନକୁ ଫୁଲ ଓ ସିନ୍ଦୂର ଲଗାଇବା ପରେ ସେଥିରେ ଓଁ ଲେଖିବା ସହ ନଡିଆ ଏବଂ ଫୁଲ ଦେଇ ପୂଜା ଆରମ୍ଭ କରିଥିଲେ। ପରେ...

୫ ପ୍ରତିଶତ ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୯।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ୫ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା। ବୁଧବାର ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ପ୍ରକାଶ କରିଛନ୍ତି। ଦୀପାବଳି ପୂର୍ବରୁ କେନ୍ଦ୍ର...

ଇମ୍ରାନ ଖାନଙ୍କୁ ରାବଣ ଭାବେ ସଜେଇ କରାଗଲା ଦହନ

ଭୋପାଳ,୯।୧୦: ସାରା ଦେଶରେ ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯାଇଛି। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ବଧ କରି ଧରାପୃଷ୍ଠରୁ ପାପଭାର ମୁକ୍ତ କରିଥିଲେ। ଏଥିପାଇଁ ବିଜୟା ଦଶମୀରେ ରାବଣ...

ଭାଙ୍ଗିଲା ଶହେ ବର୍ଷର ପରମ୍ପରା: ଯମୁନାରେ ହେଲାନାହିଁ ଦୁର୍ଗାଙ୍କ ବିସର୍ଜନ

ନୂଆଦିଲ୍ଲୀ,୯।୧୦: ଦୂର୍ଗାପୂଜାକୁ ନେଇ ଏଥର ଇତିହାସ ରଚିଛି ରାଜଧାନୀ ଦିଲ୍ଲୀ। ଶହେ ବର୍ଷର ପରମ୍ପରାକୁ ଭାଙ୍ଗିଛି। ପ୍ରଦୂଷଣକୁ ରୋକିବା ପାଇଁ କୌଣସି ମୂର୍ତ୍ତିକୁ ଯମୁନାରେ ବିସର୍ଜନ ହେବାକୁ ଦିଆଯାଇନାହିଁ। ଏହାର ପ୍ରତିଟି ଘାଟରେ ପୋଲିସ ଜଗି ରହିବା ସହ ସେଠାକୁ...

ଅଭିନନ୍ଦନଙ୍କୁ ଦେଖି ସଚିନ ତେନ୍ଦୁଲକରଙ୍କ ଲୋମ ଟାଙ୍କୁରି ଉଠିଲା

ଗାଜିଆବାଦ,୯।୧୦:ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ସୋମବାର ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଗାଜିଆବାଦରେ ହିଣ୍ଡୋନ ଏୟାର ବେସ୍‌ରେ ପହଞ୍ଚିଥିଲେ। ଏହି ଅବସରରେ ପାକିସ୍ତାନର ଏଫ-୧୬ ଯୁଦ୍ଧ ବିମାନକୁ ଖସାଇ ଦେଇଥିବା ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ମଧ୍ୟ ନିଜ ଯୁଦ୍ଧ...

ପୋଲିସ ବାବୁଙ୍କ ମୁଣ୍ଡରୁ ଉକୁଣି ବାଛୁଚି ମାଙ୍କଡ଼: ଭିଡିଓ ଭାଇରାଲ

ଲକ୍ଷ୍ନୌ,୯।୧୦: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖିବାକୁ ମିଳିଛି ଏକ ମାଙ୍କଡ଼ ଜଣେ ପୋଲିସ ଇନ୍ସପେକ୍ଟରଙ୍କ ମୁଣ୍ଡରୁ ଉକୁଣି ବାଛୁଚି। ଏହା ଉତ୍ତର ପ୍ରଦେଶର ପିଲିଭିତ ଜିଲାର ବୋଲି ଜଣାପଡିଛି। ଇନ୍ସପେକ୍ଟର ଜଣଙ୍କ...

କଂଗ୍ରେସ ନିକଟରେ ନା ଅଛି ନେତା ନା ନୀତି ନା କୌଣସି ଉଦ୍ଦେଶ୍ୟ: ଭାଜପା

ନୂଆଦିଲ୍ଲୀ,୯।୧୦: କଂଗ୍ରେସର ବରିଷ୍ଠ ନେତା ସଲମାନ ଖୁର୍ସିଦ ଦଳର ବିଜୟକୁ ନେଇ ଯେଉଁ ବୟାନ ଦେଲେ ଏବେ ତାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ଟୁଇଟ୍‌ କରି ଭାଜପା କହିଛି କଂଗ୍ରେସ ନିକଟରେ ନା ଅଛନ୍ତି କେହି ନେତା ନା...

ମୁମ୍ବାଇ ଲୋକାଲ୍‌ ଟ୍ରେନ୍‌ରେ ନିଆଁ

ମୁମ୍ବାଇ,୯।୧୦: ମୁମ୍ବାଇର ଏକ ଲୋକାଲ୍‌ ଟ୍ରେନ୍‌ରେ ବୁଧବାର ସକାଳେ ନିଆଁ ଲାଗି ଯାଇଥିବା ଜଣାପଡିଛି। ପନବେଲ ଯାଉଥିବା ଏହି ଟ୍ରେନ୍‌ରେ ଓ୍ବାସି ରେଲଓ୍ବେ ଷ୍ଟେଶନରେ ନିଆ ଲାଗିଥିବା ଜଣାପଡିଥିଲା। ଏହାପରେ ତୁରନ୍ତ ଟ୍ରେନ୍‌କୁ ଓ ସମ୍ପୂର୍ଣ୍ଣ ଷ୍ଟେଶନକୁ ଖାଲି କରାଯାଇଥିବାରୁ...

ଆଜି ବିଶ୍ୱ ଡାକ ଦିବସ: ଜାଣନ୍ତୁ ଡାକ ସେବା ସମ୍ପର୍କରେ କିଛି ରୋଚକ ତଥ୍ୟ

ନୂଆଦିଲ୍ଲୀ,୯।୧୦: ଆଜି ସାରା ବିଶ୍ୱରେ ଡାକ ଦିବସ ପାଳନ କରାଯାଉଛି। ଡାକ ବିଭାଗ କାଇଁ କେଉଁ ଯୁଗରୁ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ସୂଚନା ପହଞ୍ଚାଇବାର ଏକ ବିଶ୍ୱସନୀୟ ମାଧ୍ୟମ ପାଲଟିଛି। ୧୮୭୪ ମସିହା ଅକ୍ଟୋବର ୯ରେ ୟୁନିଭରସାଲ...

୧୪ ଶହ କିଲୋମିଟର ‘ଗ୍ରୀନ୍‌ ଓ୍ବାଲ’ ବା ସବୁଜ ପ୍ରାଚୀର କରିବାକୁ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୯।୧୦: କେନ୍ଦ୍ରର ମୋଦି ସରକାର ୧୪ଶହ କିଲୋମିଟର ଲମ୍ବ ଓ ୫କିଲୋମିଟର ଓସାରର ଗ୍ରୀନ୍‌ ବେଲ୍ଟ ବା ସବୁଜ ପ୍ରାଚୀର କରିବାର ଯୋଜନା କରୁଛନ୍ତି। ଆଫ୍ରିକା ମହାଦ୍ୱୀପରେ ଥିବା ପ୍ରାଚୀର ଭଳି ଏହାକୁ ନିର୍ମାଣ କରାଯିବ। ଏହା ଗୁଜରାଟରୁ ଦିଲ୍ଲୀ-ହରିୟାଣା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri