ଜାତୀୟ

୧୪ ଶହ କିଲୋମିଟର ‘ଗ୍ରୀନ୍‌ ଓ୍ବାଲ’ ବା ସବୁଜ ପ୍ରାଚୀର କରିବାକୁ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୯।୧୦: କେନ୍ଦ୍ରର ମୋଦି ସରକାର ୧୪ଶହ କିଲୋମିଟର ଲମ୍ବ ଓ ୫କିଲୋମିଟର ଓସାରର ଗ୍ରୀନ୍‌ ବେଲ୍ଟ ବା ସବୁଜ ପ୍ରାଚୀର କରିବାର ଯୋଜନା କରୁଛନ୍ତି। ଆଫ୍ରିକା ମହାଦ୍ୱୀପରେ ଥିବା ପ୍ରାଚୀର ଭଳି ଏହାକୁ ନିର୍ମାଣ କରାଯିବ। ଏହା ଗୁଜରାଟରୁ ଦିଲ୍ଲୀ-ହରିୟାଣା...

୧୧ ଅକ୍ଟୋବରରେ ଭାରତ ଆସିବେ ଚାଇନା ରାଷ୍ଟ୍ରପତି

ନୂଆଦିଲ୍ଲୀ,୯।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଆସନ୍ତା ୧୧ ଓ ୧୨ ତାରିଖରେ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି। ଚେନ୍ନାଇଠାରେ ଏହି ସମୟରେ ଜିନପିଙ୍ଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ସାକ୍ଷାତ୍‌କାର କରିବେ ବୋଲି ଜଣାପଡିଛି। ପ୍ରତିରକ୍ଷା...

ଭାରତର ହେଲା ରାଫେଲ: ପହଞ୍ଚିବାକୁ ଲାଗିବ ୮ ମାସ, ଉଡିବାକୁ ୧୮ ମାସ

ନୂଆଦିଲ୍ଲୀ,୯।୧୦: ଦୀର୍ଘ ଦିନର ଅପେକ୍ଷା ପରେ ଏବେ ଭାରତର ହୋଇଛି ଯୁଦ୍ଧ ବିମାନ ରାଫେଲ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଫ୍ରାନ୍ସରେ ପ୍ରଥମ ରାଫେଲ ବିମାନକୁ ଗ୍ରହଣ କରିଛନ୍ତି। ଦଶହରା ଥିବାରୁ ସେଠାରେ ସେ ଶସ୍ତ୍ରପୂଜା କରିବା ପରେ ଏହି...

ମୂର୍ତ୍ତି ବିସର୍ଜନବେଳେ ଅଘଟଣ: ପାଣିରେ ବୁଡି ଗଲା ୭ ଜଣଙ୍କ ଜୀବନ

ଢୋଲପୁର,୯।୧୦: ରାଜସ୍ଥାନର ଢୋଲପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ଦୁର୍ଗାଙ୍କ ମୂର୍ତ୍ତି ବିସର୍ଜନବେଳେ ବୁଡିଯାଇ ୭ଜଣଙ୍କ ମୃତ୍ୟୁ ଘଟିଛି। ପାର୍ବତ ନଦୀରେ ମୂର୍ତ୍ତି ବିସର୍ଜନବେଳେ ଏଭଳି ଅଘଟଣ ଘଟିଥିବା ଢୋଲପୁର ଜିଲାପାଳ ରାକେଶ ଜଶଓ୍ବାଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,...

କଂଗ୍ରେସର ଭବିଷ୍ୟତ ଅନିଶ୍ଚିତ:ସଲମାନ ଖୁର୍ସିଦ

ନୂଆଦିଲ୍ଲୀ,୯।୧୦:କଂଗ୍ରେସ ଏପର୍ଯ୍ୟନ୍ତ ନିର୍ବାଚନ ପରାଜୟକୁ ଭୁଲି ପାରିନାହିଁ। ଏବେ ବି ଦଳ ସଂଘର୍ଷ ଦେଇ ଗତି କରୁଛି, ଆଗକୁ ଏମିତି ଜାରି ରହିଲେ ଦଳର ଭବିଷ୍ୟତ ଅନିଶ୍ଚିତ ହୋଇଯିବ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସଲମାନ...

କୋଟିପତି ବେକେରି ମାଲିକାଣୀ ‘ଯଶମିନ୍‌’: ଯାହାଙ୍କ ପାଖରେ ହାର୍‌ ମାନିଛି କ୍ୟାନ୍‌ସର

ଇନ୍ଦୋର: ନୂଆ କରି ଆରମ୍ଭ କରିଥିଲେ ଛୋଟିଆ କେକ୍‌ ଦୋକାନଟିଏ। ୨ଜଣ ସହକର୍ମୀଙ୍କୁ ନେଇ ଆଗକୁ ବଢ଼ିବା ବେଳକୁ ଦାରୁଣ ହେଲା ସମୟ। ମାଡ଼ିବସିଲା ଦୁରାରୋଗ୍ୟ କର୍କଟ। ହେଲେ ସେ ମାନିଲେନି ହାର୍‌। ଜୀବନ ମରଣ ଦୋଛକିରେ ଛିଡ଼ା ହୋଇ...

ପେଟ ରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ ନଖ ଉଷୁମ ପାଣିରେ ମିଶାଇ ଖାଆନ୍ତୁ ଏହାକୁ…

ଶରୀରକୁ ସୁସ୍ଥ ରଖିବା ପାଇଁ ପାକସ୍ଥଳୀରେ ଥିବା ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ତେବେ ବେଳେବେଳେ କୌଣସି କାରଣରୁ ଏହା ସ୍ବାଭାବିକ ଭାବେ କାମ କରି ନ ଥାଏ। ଏହାକୁ ନିୟନ୍ତ୍ରିତ କରିବା ପାଇଁ ଆୟୁର୍ବେଦରେ ଅନେକ...

୧୦୭ ଫୁଟର ରାବଣରେ ଅଗ୍ନି ସଂଯୋଗ କଲେ ମୋଦି

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀର ଦ୍ୱାରକା ଶ୍ରୀରାମଲିଳା କମିଟି ମଞ୍ଚରେ ରାବଣ ଦେହରେ ଅଗ୍ନିସଂଯୋଗ କରିଛନ୍ତି । ୧୦୭ ଫୁଟର ରାବଣକୁ ମୋଦି ଦହନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦିଲ୍ଲୀ ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀ ଏବଂ...

ବିଜୟାଦଶମୀରେ ଭାରତକୁ ମିଳିଲା ପ୍ରଥମ ରାଫାଲ ବିମାନ, ‘ଓଁ’ ଲେଖି ପୂଜାର୍ଚ୍ଚନା କଲେ ରାଜନାଥ

ନୂଆଦିଲ୍ଲୀ,୮।୧୦: ବିଜୟାଦଶମୀ ଉପଲକ୍ଷେ ଭାରତକୁ ପ୍ରଥମ ଆର୍‌ବି-୦୦୧ ରାଫାଲ ବିମାନ ମିଳିଛି। ଚୁକ୍ତିନାମା ସ୍ବାକ୍ଷର ହେବାର ତିନି ବର୍ଷ ପରେ ବୁଧବାର ଭାରତକୁ ଫ୍ରାନ୍ସ ଯୁଦ୍ଧ ବିମାନ ହସ୍ତାନ୍ତର କରିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବିମାନରେ ଓଁ ଲେଖି...

ରାବଣରେ ଅଗ୍ନି ସଂଯୋଗ କରିବେ ମୋଦି

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଲାଲକିଲ୍ଲା ବାହାରେ ଦ୍ୱାରକା ଶ୍ରୀରାମଲିଳା କମିଟିର ମଞ୍ଚରେ ରାବଣ ଦେହରେ ଅଗ୍ନି ସଂଯୋଗ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସହ ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସନ୍ଧ୍ୟା...

‘ଛୋଟୁ ରିପୋର୍ଟର୍‌’ ସୋସିଆଲ୍‌ ମିଡିଆରେ ଭାଇରାଲ୍‌

ଚଣ୍ଡିଗଡ,୮।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଛି ଛୋଟୁ ରିପୋର୍ଟରଙ୍କ ଭିଡିଓ। ଯେଉଁ ବୟସରେ ପିଲା ସ୍କୁଲ ଯାଆନ୍ତି, ଖେଳରେ ମାତିଥାନ୍ତି ସେହି ବୟସରେ ହାତରେ ବୁମ୍‌ ଧରି ଗୋଲ୍ଡି ଗୋଏତ୍‌ ବିଭିନ୍ନ ରାଜନେତାଙ୍କ ବାଇଟ୍‌ ନେଉଛନ୍ତି। ଗୋଲ୍ଡିଙ୍କର ଏକ...

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ୟୁନିଟ୍‌ ସମ୍ମାନୀତ

ନୂଆଦିଲ୍ଲୀ,୮।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୟୁନିଟ୍‌କୁ ମଙ୍ଗଳବାର ବାୟୁସେନା ଦିବସ ଅବସରରେ ସମ୍ମାନୀତ କରାଯାଇଛି। ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିଛି। କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌ କ୍ୟାପଟେନ୍‌ ସତୀଶ୍‌ ପଓ୍ବାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri