ଜାତୀୟ

ରାଜସ୍ଥାନରେ ଇଣ୍ଟରନେଟ୍‌ ସେବା ୨୪ ଘଣ୍ଟା ପାଇଁ ବନ୍ଦ

ଜୟପୁର,୯।୧୧: ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ଲାଗି ରାଜସ୍ଥାନରେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଶନିବାର ପୂର୍ବାହ୍ନ ୧୦ଟାଠାରୁ ୨୪ ଘଣ୍ଟା ପାଇଁ ଏଠାରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ...

୧୫ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍‌ଏସ୍‌): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍‌ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର ତଦନ୍ତ ଲାଗି ସ୍ବତନ୍ତ୍ର ଭାବେ ଗଠିତ ତଦନ୍ତକାରୀ ଟିମ୍‌ ବହୁ ସରକାରୀ ଅଧିକାରୀଙ୍କ...

ପାଓ୍ବାରଙ୍କୁ ଭେଟିଲେ କଂଗ୍ରେସ ନେତା

ମୁମ୍ବାଇ,୯ା୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତାମାନେ ଶୁକ୍ରବାର ରାତିରେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ମିଳିଥିବା ସୂଚନାନୁସାରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଦେ, ଅଶୋକ ଚଭନ, ପୃଥ୍ବୀରାଜ ଚଭନ...

ପାକିସ୍ତାନର ବିବାଦୀୟ ପ୍ରଦର୍ଶନ: କର୍‌ତାରପୁରରେ ବୋମା ପକାଇଥିଲା ଭାରତ

ନୂଆଦିଲ୍ଲୀ,୯ା୧୧: କର୍‌ତାରପୁର କରିଡର ଉଦ୍‌ଘାଟନର ଦିନକ ପୂର୍ବରୁ ପାକିସ୍ତାନୀ କର୍ତ୍ତୃପକ୍ଷ ସେଠାରେ ବିବାଦୀୟ ପ୍ରଦର୍ଶନ କରିଛନ୍ତି। ସେଠାକୁ ଭ୍ରମଣରେ ଯାଇଥିବା କେତେଜଣ ଭାରତୀୟଙ୍କ ସୂଚନା ଅନୁଯାୟୀ ପାକ୍‌ କର୍ତ୍ତୃପକ୍ଷ କର୍‌ତାରପୁର ଦରବାର ସାହିବ୍‌ ଗୁରୁଦ୍ୱାର ନିକଟରେ ଏକ ସ୍ତମ୍ଭ ସ୍ଥାପନ...

୨୦୧୯ ଲୋକ ସଭା ନିର୍ବାଚନ: ୮୨୦ କୋଟି ବ୍ୟୟ କରିଥିଲା କଂଗ୍ରେସ

ନୂଆଦିଲ୍ଲୀ,୯ା୧୧: ଗତ ଲୋକ ସଭା ନିର୍ବାଚନରେ ଭାଜପାର ଅର୍ଥବଳ ଆଗରେ ଆମେ ସୀମିତ ସମ୍ବଳରେ ଲଢ଼ିପାରିଲୁ ନାହିଁ ବୋଲି କଂଗ୍ରେସ ଯେଉଁ ଅଭିଯୋଗ କରିଆସୁଥିଲା ତାହା ଏବେ ଭୁଲ୍‌ ପ୍ରମାଣିତ ହୋଇଛି। ସାଧାରଣ ନିର୍ବାଚନ ସମେତ ଆନ୍ଧ୍ରପ୍ରଦେଶ, ଅରୁଣାଚଳପ୍ରଦେଶ, ଓଡିଶା,...

ଆଇଏସ୍‌ଆଇ ହନିଟ୍ରାପ୍‌ରେ ଓଡ଼ିଆ ଯବାନ

ନୂଆଦିଲ୍ଲୀ,୯ା୧୧: ପାକିସ୍ତାନର କୁଖ୍ୟାତ୍‌ ଗୋଇନ୍ଦା ସଂସ୍ଥା ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ହନିଟ୍ରାପ୍‌ରେ ଫସିଛନ୍ତି ଜଣେ ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲାର ବିଚିତ୍ର ବେହେରା। ସିପାହି ବିଚିତ୍ରଙ୍କ ସହ ମଧ୍ୟପ୍ରଦେଶର ଲାନ୍ସ ନାୟକ ରବି ବର୍ମା ମଧ୍ୟ ଏହି...

ଶନିବାର ପୂର୍ବାହ୍ନ ୧୦.୩୦ରେ ଆସିବ ଅଯୋଧ୍ୟା ରାୟ

ଅଯୋଧ୍ୟା/ନୂଆଦିଲ୍ଲୀ,୮।୧୧(ପି.ଟି.): ବହୁଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲା ରାୟ ଶନିବାର ପୂର୍ବାହ୍ନ ୧୦.୩୦ରେ ପ୍ରକାଶ ପାଇପାରେ। ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ ପୂର୍ବରୁ ମନ୍ଦିର ସହର ଅଯୋଧ୍ୟାରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସବୁ ରାଜ୍ୟରେ...

ବାଲାସାହେବଙ୍କୁ ଦେଇଥିବା କଥା ମୁଁ ରଖିବି: ଉଦ୍ଧବ

ମୁମ୍ବାଇ,୮।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଗୋଟିଏ ପଟେ ଶୁକ୍ରବାର ଦେବେନ୍ଦ୍ର ଫଡନବିଶ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଶିବସେନା ତା’ ଜିଦ୍‌ରେ ଅଡି ବସିଛି। ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ହୋଇଥିବା...

ରାଜ୍ୟପାଳ ମୋତେ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି: ଫଡନବିଶ

ମୁମ୍ବାଇ,୮।୧୧: ମହାରାଷ୍ଟ୍ର ରାଜନୀତି ଏବେ ପୁଣିଥରେ ହୋଇଛି ସରଗରମ। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆଉ ତାଙ୍କ ଇସ୍ତଫା ପତ୍ରକୁ ରାଜ୍ୟପାଳ ଗ୍ରହଣ ମଧ୍ୟ କରିଛନ୍ତି। ଏହାପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ କୁଆଡେ...

ଗାନ୍ଧୀ ପରିବାର ନିକଟରୁ ଏସ୍‌ପିଜି ସୁରକ୍ଷା ହଟାଇବାକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୮।୧୧: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍‌ ଗ୍ରୁପ(ଏସ୍‌ପିଜି) ସୁରକ୍ଷାକୁ ଉଠାଇ...

ନଭେମ୍ବର ୧୧, ୧୨ରେ ଲାଗୁ ହେବନାହିଁ ଅଡ୍‌ ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୮।୧୧: ଅଡ୍‌-ଇଭିନ ନମ୍ବରକୁ ନେଇ ଦିଲ୍ଲୀବାସିଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। କାରଣ ନଭେମ୍ବର ୧୧ ଓ ୧୨ରେ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୦ ତମ ଜନ୍ମଦିବସ ଥିବାରୁ ଏହିଦିନ ଅଡ୍‌ ଇଭିନ ନମ୍ବର ଲାଗୁ ହେବନାହିଁ ବୋଲି ମୁଖ୍ୟମନ୍ତ୍ରୀ...

ଇସ୍ତଫା ଦେଲେ ଫଡନବିଶ

ମୁମ୍ବାଇ,୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ଅପରାହ୍ନରେ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କୁ ତାଙ୍କର ଇସ୍ତଫା ପତ୍ର ପଦାନ କରିଛନ୍ତି। ରାଜ୍ୟପାଳ ମଧ୍ୟ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଗୋଟିଏ ପଟେ ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାରତୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri