ଜାତୀୟ

ପାକିସ୍ତାନ ଯିବା ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ଼,୭।୧୧: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ଗୁରୁବାର ବିଦେଶ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ କରତ୍ତାରପୁର କରିଡର ସମାରୋହରେ ସାମିଲ ହେବାକୁ ପାକିସ୍ତାନ ଯିବା ପାଇଁ ସେ ଅନୁମତି...

ଯେଉଁଠି ଭଗବାନ ଶିବଙ୍କ ଗୋଡ଼ ଆଙ୍ଗୁଠି ପୂଜା କରାଯାଏ

ରାଜସ୍ଥାନରେ ଏପରି ଏକ ମନ୍ଦିର ରହିଛି, ଯାହା ବିଷୟରେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯେକୌଣସି ଶିବ ମନ୍ଦିରରେ ଶିବଙ୍କ ଲିଙ୍ଗ କିମ୍ବା ମୂର୍ତ୍ତି ପୂଜା ପାଉଥିଲାବେଳେ ରାଜସ୍ଥାନ ମାଉଣ୍ଟଆବୁର ଅଚଳଗଡରେ ଥିବା ‘ଅଚଳେଶ୍ୱର ମହାଦେବ’ଙ୍କ ମନ୍ଦିରରେ ଶିବଙ୍କ ଗୋଡ...

ଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ଅଯୋଧ୍ୟା ପ୍ରଶାସନ ପକ୍ଷରୁ ଗୁରୁବାର ସହରରେ ହାଇ ଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଅଯୋଧ୍ୟାର ଭିନ୍ନ ଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଅନ୍ୟପଟେ...

ଏମପିଙ୍କ ମନ୍ତବ୍ୟ ପରେ ଗାଈ ନେଇ ସୁନା ଋଣ ପାଇଁ ପହଞ୍ଚିଲେ ଏହି ବ୍ୟକ୍ତି

କୋଲକାତା,୭।୧୧:ପଶ୍ଚିମବଙ୍ଗର ହୁଗୁଳି ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଭାଜପା ଏମ୍‌ପି ଦିଲୀପ ଘୋଷଙ୍କ ଏକ ମନ୍ତବ୍ୟ ପରେ ହୁଗୁଳିର ଜଣେ ବ୍ୟକ୍ତି ନିଜର ଦୁଇଟି ଗାଈ ଧରି ମନାପୁରମ୍‌ ଫାଇନାନ୍ସ ଲିମିଟେଡର ଏକ ଶାଖା କାର୍ଯ୍ୟଳୟରେ ସୁନା...

ଆତଙ୍କବାଦୀଙ୍କ ହିଟ୍‌ଲିଷ୍ଟରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ଏବେ ଆତଙ୍କବାଦୀଙ୍କ ଟାର୍ଗେଟରେ ଅଛନ୍ତି। ତାଙ୍କ ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଛି ବୋଲି ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି। ଜମ୍ମୁ କଶ୍ମୀରର ମୁଜାଫରାବାଦରେ ଆତଙ୍କବାଦୀମାନେ ଏହି ପ୍ରସଙ୍ଗରେ ଅକ୍ଟୋବର...

ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲା: ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ଆସିପାରେ ରାୟ

ନୂଆଦିଲ୍ଲୀ,୭।୧୧: ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ରାୟ କେଉଁ ଦିନ ଆସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ରାୟ ଆସିପାରେ ବୋଲି ଚର୍ଚ୍ଚା ହେଉଛି। କେତେକ ଏହା ୮ ନଭେମ୍ବରରେ...

ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ହେଉଛି ଗତିରୋଧ: ମୋଦି

ଧର୍ମଶାଳା,୭।୧୧: ପୁଞ୍ଜି ନିବେଶ କ୍ଷେତ୍ରରେ ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ଗତିରୋଧ ହେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ହିମାଚଳପ୍ରଦେଶର ଧର୍ମଶାଳାରେ ଆୟୋଜିତ ଗ୍ଲୋବାଲ ନିବେଶକ ସମ୍ମିଳନୀ-୨୦୧୯ରେ ଯୋଗଦେଇ ସେ ଏଭଳି କହିଛନ୍ତି। ସରକାରଙ୍କ ପକ୍ଷରୁ...

ଶିବସେନାକୁ ଘାରିଛି ବାଡ଼ ଡିଆଁ ଭୟ: ମାତୋଶ୍ରୀରେ ମନ୍ଥନ ପରେ ରଙ୍ଗଶାରଦା ହୋଟେଲ ପହଞ୍ଚିଲେ ବିଧାୟକ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ରାଜନୀତି ଏବେ ସଙ୍କଟ ଦେଇ ଗତି କରୁଛି। ବିଧାନସଭା ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୩ ଦିନ ବିତିଥିଲେ ମଧ୍ୟ ରାଜ୍ୟରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ତେବେ ଶିବସେନାକୁ ଏବେ ବାଡ଼ ଡିଆଁ ଭୟ ଘାରିଛି।...

ଭୋକିଲାଙ୍କ ତ୍ରାଣକର୍ତ୍ତା ସୀତାରାମ ବାବା

ଚେନ୍ନାଇ: ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି କୁହାଯାଏ। ତାମିଲନାଡୁର ରାମେଶ୍ୱରମରେ ୭୦ ବର୍ଷ ହେବ ସୀତାରାମ ଦାସ ବାବାଙ୍କ ଆଶ୍ରମ...

ମାତୋଶ୍ରୀରେ ଚାଲିଲା ମନ୍ଥନ: ଶିବସେନା ପୁଣି ଦୋହରାଇଲା ମୁଖ୍ୟମନ୍ତ୍ରୀ ଆମ ଦଳର ହେବ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହା ପୂର୍ବରୁ ଭାଜପା-ଶିବସେନା ମଧ୍ୟରେ ଥିବା ବିବାଦ ଛିଣ୍ଡୁନି। ଗୁରୁବାର ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀରେ ଏକ ଜରୁରୀ ବୈଠକ...

ଧରାପଡିଲେ ୪ ଆତଙ୍କବାଦୀ

ଶ୍ରୀନଗର, ୭।୧୧: ଜମ୍ମୁ-କଶ୍ମୀରର ସୋପାରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁରୁବାର ୪ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୋପାରରେ ସେମାନେ ବଡ ଆକ୍ରମଣ ଯୋଜନା କରୁଥିଲେ ବୋଲି ଭାରତୀୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗିରଫ ଆତଙ୍କବାଦୀମାନେ ହେଲେ...

ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ : ଶ୍ରୀନଗରରେ ଯାତାୟାତ, ମୋବାଇଲ ସେବା ବ୍ୟାହତ

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଗୁରୁବାର ପ୍ରବଳ ତୁଷାରପାତ ହୋଇଛି। ସକାଳୁ ପ୍ରବଳ ବରଫପାତ ହୋଇଥିବାରୁ ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ ଗୁଲମର୍ଗର ବିଭିନ୍ନ ସ୍ଥାନ ଓ ପାହାଡଗୁଡ଼ିକରେ ବରଫ ଚାଦର ଆସ୍ତରଣରେ ଆଚ୍ଛାଦିତ ହୋଇଯାଇଛି। ଏହାରି ଭିତରେ ଶ୍ରୀନଗରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri