ଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ନାବାଳକ ହୋଇଛନ୍ତି ଗିରଫ: ହାଇକୋର୍ଟ ସୁପ୍ରିମ୍‌କୋର୍ଟକୁ ଦେଲେ ସୂଚନା

ନୂଆଦିଲ୍ଲୀ,୨।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ଜଣା ନାବାଳକଙ୍କୁ ଗିରଫ କରାଯାଇଛି। ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର କିଶୋର ନ୍ୟାୟ ସମିତି ପକ୍ଷରୁ ସୁପ୍ରିମ୍‌କୋର୍ଟକୁ ସୂଚନା ଦିଆଯାଇଛି। ଏନେଇ ସମିତି ପକ୍ଷରୁ ଏକ ରିପୋର୍ଟ ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ...

ଗାନ୍ଧୀ ଜୟନ୍ତୀରେ ଭାଜପାକୁ ଟାର୍ଗେଟ କଲେ ସୋନିଆ: ଗାନ୍ଧୀଙ୍କ ନାମ ନେବା ସହଜ,ତାଙ୍କ ପ୍ରଦର୍ଶିତ ରାସ୍ତାରେ ଚାଲିବା କଷ୍ଟକର

ନୂଆଦିଲ୍ଲୀ୨।୧୦: ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ବୁଧବାର ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ ସମଗ୍ର ଭାରତରେ ବିଭିନ୍ନ ଦଳ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରାରେ କଂଗ୍ରେସ ଅଧ୍ୟକ୍ଷ...

୬୦ବର୍ଷୀୟା ବୃଦ୍ଧା ୧ ମିନିଟରେ ୬ଟି ଇଡ୍‌ଲୀ ଖାଇ ଜିତିଲେ ପ୍ରତିଯୋଗିତା

ବେଙ୍ଗାଲୁରୁ,୨।୧୦:କର୍ନାଟକ ହୁଲହଲ୍ଲୀରେ ଜଣେ ୬୦ ବର୍ଷୀୟ ବୃଦ୍ଧା ଗୋଟିଏ ମିନିଟ୍‌ରେ ୬ଟି ଇଡ୍‌ଲୀ ଖାଇ ଏକ ଖାଦ୍ୟ ପ୍ରତିଯୋଗିତା ଜିତିଛନ୍ତି। ମହୀଶୂରରେ ଦଶହରା ଉପଲକ୍ଷେ ଏକ ଖାଦ୍ୟ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଖାସ୍‌ ଭାବେ ବୃଦ୍ଧା ମହିଳାଙ୍କ ପାଇଁ ଏହା...

ବଦଳି ଯାଇଛି ବାପୁଙ୍କ ଭାରତ; ଚାରିଆଡ଼େ ବ୍ୟାପିଛି ହିଂସା-ଅସହିଷ୍ଣୁତା: କପିଲ ସିବଲ୍‌

ନୂଆଦିଲ୍ଲୀ,୨।୧୦: କଂଗ୍ରେସ ସଦସ୍ୟ କପିଲ୍‌ ସିବଲ୍‌ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଆଜି ବାପୁଙ୍କ ଭାରତ ଚିତ୍ର ବଦଳି ଯାଇଛି। ପୂର୍ବରୁ ବାପୁଙ୍କ ନିର୍ଦ୍ଦେଶିତ ସତ୍ୟ,ଅହିଂସା, ସହିଷ୍ଣୁତା ଏବଂ ବିବିଧତା ଆଦି...

ଦିଲ୍ଲୀରେ ରାହୁଲଙ୍କ ପଦଯାତ୍ରା: ଅହିଂସା ହିଁ ପରମ ଶକ୍ତି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ପଦଯାତ୍ରା ହୋଇଛି। ଦିଲ୍ଲୀର କଂଗ୍ରେସ କାର୍ଯ୍ୟାଳୟରୁ ରାଜଘାଟ ପର୍ଯ୍ୟନ୍ତ ରାହୁଲ ପଦଯାତ୍ରାରେ ଯାଇଛନ୍ତି। ଗାନ୍ଧୀ ଅହିଂସାର ପୂଜାରୀ ଥିଲେ। ସମସ୍ତଙ୍କ ମଧ୍ୟରେ ଏହା ଜାଗ୍ରତ...

ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏକାଠି ପହଞ୍ଚିଲେ ମୋଦି, କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨।୧୦: ସାରା ଦେଶରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛି। ଏହାସହ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ମଧ୍ୟ ୧୧୬ତମ ଜୟନ୍ତୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଜଣଙ୍କ ମୃତଦେହ ନେବା ପାଇଁ ଅଡି ବସିଲେ ୭ ସ୍ତ୍ରୀ

ହରିଦ୍ୱାର,୨।୧୦: ଧର୍ମନଗରୀ ହରିଦ୍ୱାରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତିଙ୍କ ମୃତଦେହ ନେବା ପାଇଁ ଅଡି ବସିଛନ୍ତି ତାଙ୍କ ୭ ସ୍ତ୍ରୀ। ଘଟଣାକୁ ନେଇ ପୋଲିସର ମୁଣ୍ଡବିନ୍ଧା ବଢିଛି। ସୂଚନାଯୋଗ୍ୟ, ରବିବାର ହରିଦ୍ୱାରରେ ପବନ କୁମାର(୪୦) ନାମକ...

ସଂକଳ୍ପ ଯାତ୍ରାର ଶୁଭାରମ୍ଭ କଲେ ଶାହ: ସ୍ବଚ୍ଛତାକୁ ଜନଆନ୍ଦୋଳନର ରୂପ ଦେଇଛନ୍ତି ମୋଦି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଦେଶବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ସେ କହିଛନ୍ତି ଯେ, ମହାତ୍ମାଙ୍କର ସ୍ବଚ୍ଛତା ପ୍ରତି ଆଗ୍ରହଥିଲା। ଭାରତ...

ବିହାର ବନ୍ୟା: ନୀତିଶଙ୍କୁ ଘେରିଲା ଭାଜପା

ପାଟନା,୨।୧୦: ବିହାରରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ନେଇ ଭାଜପା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଘେରିଛି। ଏନେଇ ଭାଜପା ପକ୍ଷରୁ ସଞ୍ଜୟ ଜାୟସଓ୍ବାଲ୍‌ କହିଛନ୍ତି ଯେ,ରାଜ୍ୟରେ ପ୍ରଶାସନିକ ଅବହେଳା ଯୋଗୁ ଏଭଳି ସ୍ଥିତି ଉତ୍ପନ୍ନ ହୋଇଛି। ସଞ୍ଜୟ ନିଜର ଫେସବୁକ୍‌ ପୋଷ୍ଟରେ...

ଗାଈ ଗୋବରରୁ ସାବୁନ ତିଆରି: ଦାମ୍‌ ୧୨୫ ଟଙ୍କା

ନୂଆଦିଲ୍ଲୀ,୨।୧୦: ଭାରତ ସରକାରଙ୍କ ଖଦୀ ଓ ଗ୍ରାମୋଦ୍ୟୋଗ ବିଭାଗ ପକ୍ଷରୁ ଗାଈ ଗୋବରରୁ ସାବୁନ ତିଆରି କରାଯାଇଛି। ଆୟୋଜିତ ଏକ ଉତ୍ସବରେ ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହାର ବଜାର ପ୍ରବେଶ କରାଇଛନ୍ତି। ସାଧାରଣ ସାବୁନର ଦାମ୍‌ ୩୦-୪୦...

ଜମ୍ମୁ-କଶ୍ମୀର: ଗାନ୍ଧୀ ଜୟନ୍ତୀରେ କିଛି ନେତାଙ୍କ ଉପରୁ ହଟିଲା ନଜର ବନ୍ଦୀ

ଶ୍ରୀନଗର,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସୁରକ୍ଷା ଦୃଷ୍ଟିରୁ କେତେକ ରାଜନେତାଙ୍କୁ ନଜର ବନ୍ଦୀ କରାଯାଇଥିଲା। ତେବେ ଏବେ କିଛି ନେତାଙ୍କ ଉପରୁ ଏହାକୁ...

ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଏୟାର ଇଣ୍ଡିଆ: ଏ-୩୨୦ ଏୟାର ବସ୍‌ରେ ଗାନ୍ଧୀଙ୍କ ଛବି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏୟାର ଇଣ୍ଡିଆ ଶ୍ରଦ୍ଧାଞ୍ଜଳି ଦେଇଛି। ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହାର ଏୟାର ବସ୍‌ ଏ-୩୨୦ରେ ଗାନ୍ଧୀଙ୍କ ଛବି ଲଗାଯାଇଛି। ଏ-୩୨୦ ଏୟାର ବସ୍‌ର ଟେଲ୍‌ରେ ଗାନ୍ଧୀଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri