ଜାତୀୟ

କଲାମଙ୍କ ନାଁରେ ଦିଆଯାଉଥିବା ପୁରସ୍କାରକୁ ନେଇ ପୁଣି ମତ ପରିବର୍ତ୍ତନ କଲେ ଆନ୍ଧ୍ର ସରକାର

ଅମରାବତି,୫।୧୧: ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଡ. ଏପିଜେ ଅବଦୁଲ କଲାମ ପ୍ରତିଭା ପୁରସ୍କାରର ନାଁ ପରିବର୍ତ୍ତନ କରିଥିଲେ ବୋଲି ପ୍ରଥମେ ସୂଚନା ମିଳିଥିଲା। ହେଲେ ଏବେ ଏହି ଆଦେଶକୁ ତୁରନ୍ତ ପରିବର୍ତ୍ତନ କରିବାକୁ ସେ...

ଦିଲ୍ଲୀର ପ୍ରଦୂଷଣକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ନନ୍ଦ କିଶୋର

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ତର ବେଳକୁ ବେଳ ବଢିଯାଉଥିବା ବେଳେ ଏବେ ଏହାକୁ ନେଇ ସମସ୍ତେ ଚିନ୍ତାରେ। ତେବେ ଗାଜିଆବାଦ ଲୋନିର ଭାଜପା ବିଧାୟକ ନନ୍ଦ କିଶୋର ଗୁରଜର ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ...

ଦେଶର ସର୍ବାଧିକ ୧୦ ପ୍ରଦୂଷିତ ସହର ମଧ୍ୟରେ ଦିଲ୍ଲୀ ନୁହେଁ ବରଂ ଉତ୍ତର ପ୍ରଦେଶର ୮, ହରିୟାଣାର ୨ ସହର ରହିଛି

ନୂଆଦିଲ୍ଲୀ,୫।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ସମଗ୍ର ଦେଶରେ ଚିନ୍ତାର ବିଷୟ ପାଲଟିଛି। ସୋମବାର ପ୍ରଦୂଷଣରୁ ଦିଲ୍ଲୀବାସୀଙ୍କୁ କିଛି ମାତ୍ରାରେ ଆଶ୍ୱସ୍ତି ମିଳିଛି। କାରଣ ରାଜଧାନୀର କିଛି ସହରରେ ବାୟୁର ଗୁଣବତ୍ତା ଗମ୍ଭୀରରୁ ଖସି ଖରାପରେ ପହଞ୍ଚିଥିବା ନେଇ AQI ରୁ...

୭ ହଜାର କୋଟିର ବ୍ୟାଙ୍କ ଠକେଇ: ୧୫ ରାଜ୍ୟର ୧୮୭ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୫।୧୧: ବ୍ୟାଙ୍କରେ ହୋଇଥିବା ୭ ହଜାର କୋଟି ଟଙ୍କାର ଠକେଇ ପାଇଁ ସିବିଆଇ ପକ୍ଷରୁ ୧୫ ରାଜ୍ୟର ୧୮୭ ସ୍ଥାନରେ ଚଢ଼ାଉ କରାଯାଇଛି। ବ୍ୟାଙ୍କ ଦୁର୍ନୀତି ନେଇ ୩୫ଟି ମାମଲା ରୁଜୁ ହୋଇଥିଲା। ତଥ୍ୟ ହାସଲ ଲାଗି ସିବିଆଇ ପକ୍ଷରୁ...

ଏକ କୋଟି ଟଙ୍କା ନେଇ ଯାଉଥିବା ବ୍ୟାଙ୍କ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୪ କର୍ମଚାରୀ ମୃତ

ଶ୍ରୀନଗର,୫।୧୧: ଜମ୍ମୁ-କଶ୍ମୀର ବ୍ୟାଙ୍କର ଏକ ଭ୍ୟାନ୍‌ ସୋମବାର ରାତିରେ କଠୁଆରୁ ବାନି ଯାଉଥିବା ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଏକ କୋଟି ଟଙ୍କା ଥିବା ବେଳେ ୪ ବ୍ୟାଙ୍କ କର୍ମଚାରୀ ରହିଥିଲେ। ଦୁର୍ଘଟଣାରେ ୪ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ...

ଫଡ଼ନବିଶଙ୍କୁ ସାମ୍‌ନାରେ ସମାଲୋଚନା: ମହାରାଷ୍ଟ୍ରରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ଜିରୋ ଭିଜିବିଲିଟିରେ ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ ସଦୃଶ

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଛି। ରାଜ୍ୟ ସ୍ଥିତି ସମ୍ପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସୋମବାର ଭେଟିଥିଲେ। ଏହାକୁ ନେଇ ଶିବସେନା ମୁଖପତ୍ର ସାମ୍‌ନାରେ ମଙ୍ଗଳବାର ଫଡ଼ନବିଶଙ୍କୁ...

ଓକିଲଙ୍କ ବିରୋଧରେ ତାତିଲେ ପୋଲିସ: ହେଡ୍‌କ୍ୱାଟର ସମ୍ମୁଖରେ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୫।୧୧: ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ବାହାରେ ପୋଲିସ ଓ ଓକିଲଙ୍କ ମଧ୍ୟରେ ହୋଇଥିବା ହିଂସା ମାମଲା ଏବେ ଉଗ୍ରରୂପ ଧାରଣ କରିଛି। ମଙ୍ଗଳବାର ସକାଳେ ଦିଲ୍ଲୀର ପୋଲିସ ହେଡ୍‌କ୍ୱାଟର ସମ୍ମୁଖରେ ବହୁ ମାତ୍ରାରେ ପୋଲିସ ଯବାନ ଏକତ୍ରିତ ହୋଇ...

ନିର୍ଭୟା ଗଣ ବଳାତ୍କାର ମାମଲା: ରାଜକ୍ଷମା ପାଇଁ ମନା କଲେ ଦୋଷୀ; ଏବେ ଫାଶିକୁ ଅପେକ୍ଷା !

ନୂଆଦିଲ୍ଲୀ,୫।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଥିଲା। ସେହିପରି ସେମାନେ ସୁପ୍ରିମ୍‌କୋର୍ଟରେ ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବାର ଥିଲା। ମାତ୍ର ଦୋଷୀମାନେ ରାଜକ୍ଷମା କିମ୍ବା ପୁନର୍ବିଚାର...

କଲାମଙ୍କ ନାଁରେ ଦିଆଯାଉଥିବା ପୁରସ୍କାରର ନାଁ ପରିବର୍ତ୍ତନ କଲେ ଆନ୍ଧ୍ର ସରକାର

ଅମରାବତି,୫।୧୧: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ସରକାର ଡ. ଏପିଜେ ଅବଦୁଲ କଲାମ ପ୍ରତିଭା ପୁରସ୍କାରର ନାଁ ପରିବର୍ତ୍ତନ କରିଛନ୍ତି। ଏହାକୁ ଓ୍ବାଇଏସ୍‌ଆର୍‌ ବିଦ୍ୟା ପୁରସ୍କାର ନାମ ଦିଆଯାଇଛି। ୨୦୧୯ରୁ ରାଜ୍ୟ ସରକାର ଏହି ନାଁରେ ପୁରସ୍କାର...

ପିଲାଙ୍କ ସାଧୁତା ପରୀକ୍ଷା ପାଇଁ ଏହି ସ୍କୁଲରେ ନିଆଯାଉଛି ଅଜବ ଟେଷ୍ଟ

ଚେନ୍ନାଇ,୫।୧୧:ସ୍କୁଲରେ ପିଲାମାନଙ୍କ ବିଭିନ୍ନ ପାଠବିଷୟରେ ଶିକ୍ଷା ପ୍ରଦାନ କରାଯାଏ। କିନ୍ତୁ ତାମିଲନାଡୁର ଏକ ସ୍କୁଲରେ ପିଲାମାନଙ୍କୁ ନୈତିକ ମୂଲ୍ୟବୋଧତା ଉପରେ ଶିକ୍ଷା ଦିଆଯିବା ସହ ସେମାନଙ୍କ ସାଧୁତା ପରୀକ୍ଷା ପାଇଁ ଏକ ଅଜବ ଟେଷ୍ଟ ନିଆଯାଉଛି। ରାଜ୍ୟର ପୁଡୁକୋଟଇ ଜିଲାର...

ନଜରବନ୍ଦୀ ନେତାଙ୍କ ପାଇଁ ହରଡ଼ଘଣାରେ ସରକାର: ୩ ମାସରେ ଖର୍ଚ୍ଚ ହେଲାଣି ୨ କୋଟି ୬୫ ହଜାର

ଶ୍ରୀନଗର,୫।୧୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଶାନ୍ତି ଶୃଙ୍ଖଳା ଏବଂ ଯେକୌଣସି ଅଭାବନୀୟ ସ୍ଥିତିକୁ ଏଡ଼ାଇବା ପାଇଁ ସରକାର କେତେକ ରାଜନେତାଙ୍କୁ ନଜରବନ୍ଦୀ କରିଥିଲେ। ତେବେ ଏହି ପଦକ୍ଷେପ ଏବେ ସରକାରଙ୍କ ପାଇଁ ହରଡ଼ଘଣା ପାଲଟିଛି। ଗତ ୩...

‘ମୋ ପିତା ପୋଲିସ, କମ୍‌ ପାଠ ପଢିଛନ୍ତି ହେଲେ ଆପଣ ପରା ଓକିଲ ଅଧିକ ପଢିଛନ୍ତି’: ଭାଇରାଲ ହେଉଛି ମେସେଜ୍‌

ନୂଆଦିଲ୍ଲୀ,୫।୧୧: ଏବେ ସୋସିଆଲ ମିଡିଆରେ ଏମିତି ଏକ ମେସେଜ୍‌ ଭାଇରାଲ ହେବାରେ ଲାଗିଛି ଯାହା ସବୁଠି ଆସିଛି ଚର୍ଚ୍ଚାକୁ। ଦିଲ୍ଲୀର ତିସ୍‌ ହଜାରି କୋର୍ଟରେ ପୋଲିସ ଓ ଓକିଲଙ୍କ ମଧ୍ୟରେ ହୋଇଥିବା ହିଂସା ସହ ଏହା ଜଡିତ ବୋଲି କୁହାଯାଉଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri