ନୂଆଦିଲ୍ଲୀ,୫ା୧୧(ଆଇଏଏନ୍ଏସ୍): ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍)ରେ ଉତ୍କଟ ବାୟୁ ପ୍ରଦୂଷଣକୁ ନେଇ ସୋମବାର ସୁପ୍ରିମକୋର୍ଟ ଉଦ୍ବେଗ ପ୍ରକାଶ କରିବା ସହ ଏକାଧିକ ନିର୍ଦ୍ଦେଶ ଜାରି କରିଛନ୍ତି। ପ୍ରଦୂଷଣ ରୋକିବା ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାର ପଦକ୍ଷେପ...
ନୂଆଦିଲ୍ଲୀ,୫ା୧୧(ସ୍ବ.ପ୍ର.): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ମଧ୍ୟବର୍ତ୍ତିକାଳୀନ ରାୟ ସୋମବାର ପ୍ରକାଶ ପାଇଛି। ଜଷ୍ଟିସ ଅରୁଣ ମିଶ୍ର, ଏମ୍.ଆର. ଶାହ ଏବଂ ଏସ୍. ରବୀନ୍ଦ୍ର ଭଟ୍ଟଙ୍କୁ...
ସକାଳେ ଜିରା ମିଶା ଗୁଡ଼ପାଣି ପିଇଲେ ବହୁ ଉପକାର ହୋଇଥାଏ। ଏହା ଦ୍ୱାରା ପାଚନକ୍ରିୟା ସ୍ବାଭାବିକ ହେବା ସହିତ ରକ୍ତହୀନତାରୁ ମୁକ୍ତି ମିଳେ। ଏହା କୋଲେଷ୍ଟରଲସ୍ତର ନିୟନ୍ତ୍ରିତ କରି ହାର୍ଟ ଆଟାକ୍ରୁ ମୁକ୍ତି ଦେଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।...
Page 4,362 of 4,848« First«...102030...4,3604,3614,3624,3634,364...4,3704,3804,390...»Last »
Archives
Model This Week
ପିଲାଙ୍କ ଧରିତ୍ରୀ