ଜାତୀୟ

ଉପବାସରେ ବସିଲେ ବିଜୟ ଗୋଏଲ

ନୂଆଦିଲ୍ଲୀ,୧।୧୧: ଦୀପାବଳି ପରେ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ନେଇ ବିରୋଧୀ ଭାଜପା କେଜିରଓ୍ବାଲ ସରକାରଙ୍କୁ ଘେରିଛି। ଶୁକ୍ରବାର ଭାଜପା ନେତା ତଥା ରାଜ୍ୟସଭା ଏମ୍‌ପି ବିଜୟ ଗୋଏଲ ପ୍ରଦୂଷଣକୁ ନେଇ ଉପବାସରେ ବସିଛନ୍ତି।...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶିବସେନାର ହିଁ ହେବ:ସଞ୍ଜୟ ରାଓ୍ବତ

ମୁମ୍ବାଇ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଭାଜପା ଏବଂ ସହଯୋଗୀ ଶିବସେନା ମଧ୍ୟରେ ଟଣାଓଟରା ଲାଗିରହିଛି। ଶୁକ୍ରବାର ଶିବସେନା ମୁଖ୍ୟପାତ୍ର ସଞ୍ଜୟ ରାଓ୍ବତ ପୁଣି ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶିବସେନାର ହିଁ ହେବ।...

ସ୍କୁଲ ପିଲାଙ୍କୁ ମାସ୍କ ବାଣ୍ଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ ପ୍ରଦ୍ୟୁଷଣକୁ ନେଇ ରାଜନୀତି ବୟାନବାଜି ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀରେ ପ୍ରଦ୍ୟୁଷଣ ପାଇଁ ହରିୟାଣା ଓ ପଞ୍ଜାବ ସରକାରଙ୍କୁ ଦାୟି କରିଛନ୍ତି। ପଞ୍ଜାବ ଓ ହରିୟାଣାରେ ନଡ଼ାଗୁଡିକୁ ପୋଡୁଥିବାରୁ ଦିଲ୍ଲୀରେ ପ୍ରଦ୍ୟୁଷଣ ହେଉଛି ବୋଲି...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲେ କୃଷକ

ପୁଣେ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏବଂ ଶିବସେନା ମଧ୍ୟରେ ଛକାପଞ୍ଝା ଲାଗିଛି। ଏସବୁ ଭିତରେ ବିଡ ଜିଲାର ଜଣେ ଚାଷୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଇଛା ପ୍ରକାଶ କରିଛନ୍ତି। ତାଙ୍କ ନାମ ଶ୍ରୀକାନ୍ତ। ଏ ନେଇ ସେ...

ଦୁଇଟି ଗାଡ଼ିରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର କୁଲଗାମ ଜିଲାରେ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ଶୁକ୍ରବାର ସକାଳେ ବୋନିଗମ ଗଁ। ନିକଟରେ ଦୁଇଟି ଗାଡିରେ କିଛି ଆତଙ୍କବାଦୀ ନିଆଁ ଲଗାଇଦେଇଛନ୍ତି। ନିଆଁ ଲଗାଯାଇଥିବା ଗାଡି ମଧ୍ୟରୁ ଗୋଟିଏ ଗାଡ଼ି କୁଲଗାମ ଭାଜପାର ସାଧାରଣ ସମ୍ପାଦକଙ୍କ ବୋଲି...

ବିମାନବନ୍ଦରରୁ ମିଳିଲା ସନ୍ଦିଗ୍ଧ ବ୍ୟାଗ୍‌: ଦିଲ୍ଲୀରେ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ,୧।୧୧: ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଏକ ସନ୍ଦିଗ୍ଧ ବ୍ୟାଚ୍‌ ଜବତ ହେବା ପରେ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ୩ ନମ୍ବର ଟର୍ମିନାଲରେ ବ୍ୟାଗ୍‌ଟି ମିଳିବା ପରେ ବୋମା ଚିହ୍ନଟକାରୀ ଦଳ ସନ୍ଧାନୀ...

ଜାତୀୟସଙ୍ଗୀତ ପରିବେଷଣବେଳେ ବସିରହିଲେ ଜର୍ମାନ ଚାନ୍‌ସେଲର୍‌

ନୂଆଦିଲ୍ଲୀ,୧।୧୧:ଜର୍ମାନୀ ଚାନ୍‌ସେଲର୍‌ ଆଞ୍ଜେଲା ମର୍କେଲ ଭାରତ ଗସ୍ତରେ ଆସିଛି। ରାଷ୍ଟ୍ରପତି ଭବନରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଏହି ଅବସରରେ ଭାରତୀୟ ଜାତୀୟସଙ୍ଗୀତ ପରିବେଷଣ କରାଯାଇଥିଲା। ସମସ୍ତେ ଛିଡା ହୋଇଥିବାବେଳେ ମର୍କେଲ ବସିରହିଥିଲେ। ସ୍ବାସ୍ଥ୍ୟଗତ କାରଣରୁ ସେ ବସିଥିବା କୁହାଯାଉଛି।...

ମାଡ଼ିଆସୁଛି ବାତ୍ୟା ‘ମହା’

ଚେନ୍ନାଇ, ୧।୧୧(ପି.ଟି.):ଆରବସାଗରରେ ମାଡ଼ିଆସୁଛି ବାତ୍ୟା‘ମହା’। ଏହା ଲାକ୍ଷାଦ୍ୱୀପ ମୁହାଁ ହେଉଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଘଣ୍ଟାପ୍ରତି ୧୧୦ କି.ମି. ବେଗରେ ପବନ...

୯ରେ ପିଟିବି ଉଦ୍‌ଘାଟନ କରିବେ ମୋଦି:ପାକ୍‌ରେ ପହଞ୍ଚତ୍ଲେ ୧୧୦୦ ଭାରତୀୟ ଶିଖ୍‌

ନୂଆଦିଲ୍ଲୀ,୧।୧୧(ପି.ଟି.):ଭାରତ-ପାକ୍‌ ସୀମାର ଉଭୟ ପାର୍ଶ୍ୱରେ ଦୁଇ ଐତିହାସିକ ଗୁରୁଦ୍ୱାରକୁ ସଂଯୋଗ କରୁଥିବା କର୍‌ତାରପୁର କରିଡରର ଆନୁଷ୍ଠାନିକ ଉଦ୍‌ଘାଟନ ଅବସରରେ ପଞ୍ଜାବର ଡେରା ବାବା ନାନକଠାରେ ଅତ୍ୟାଧୁନିକ ଯାତ୍ରୀ ଟର୍ମିନାଲ ବିଲ୍ଡିଂ (ପିଟିବି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୯ରେ ଉଦ୍‌ଘାଟନ...

୧୪୦୦ ଭାରତୀୟ ହ୍ବାଟ୍ସଆପ୍‌ ୟୁଜର୍ସଙ୍କ ଡାଟା ଚୋରି

ନୂଆଦିଲ୍ଲୀ,୧।୧୧:ହ୍ବାଟ୍ସଆପ୍‌ ବ୍ୟବହାରକାରୀଙ୍କ ପର୍ସନାଲ ଡାଟା (ବ୍ୟକ୍ତିଗତ ଗୋପନୀୟ ତଥ୍ୟ) ଚୋରି ହେବା ସହ ମୋବାଇଲ୍‌ ମଧ୍ୟ ହ୍ୟାକ୍‌ ହେଉଛି। ଇସ୍ରାଏଲର ସାଇବର ଇଣ୍ଟେଲିଜେନ୍ସ କମ୍ପାନୀ ‘ଏନ୍‌ଏସ୍‌ଓ’ ଏକ ସଫ୍ଟଓ୍ବେର ମାଧ୍ୟମରେ ଭାରତୀୟ ହ୍ବାଟ୍ସଆପ୍‌ ୟୁଜର୍ସଙ୍କ ଉପରେ ନଜର ରଖୁଥିବା ଅଭିଯୋଗ...

କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି

ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ କରିବା ଲାଗି ଭାରତ ନିଷ୍ପତ୍ତି ନେଇଥିବାରୁ ଏହା ବେଜିଂର ସାର୍ବଭୌମତ୍ୱକୁ ଚ୍ୟାଲେଞ୍ଜ କରିଛି...

‘ଇୟୁ ଏମ୍‌ପିଙ୍କ ଗସ୍ତ କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ନୁହେଁ’

ନୂଆଦିଲ୍ଲୀ,୧।୧୧(ପି.ଟି.):ୟୁରୋପୀୟ ସଂଘ (ଇୟୁ)ର ଏମ୍‌ପିମାନଙ୍କ ଜମ୍ମୁ-କଶ୍ମୀର ଗସ୍ତ ଉକ୍ତ ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରାଇବା ଉଦ୍ଦେଶ୍ୟ ଆଦୌ ନୁହେଁ। ସେଥିପାଇଁ ଏଭଳି ପ୍ରତିନିଧି ଦଳ ଆନୁଷ୍ଠାନିକ ଚ୍ୟାନେଲ ଦେଇ ଆସିବାର ଆବଶ୍ୟକତା ନ ଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri