ଜାତୀୟ

ମୁଖ୍ୟମନ୍ତ୍ରୀ ପାଇଁ ରାହୁଲ ଗାନ୍ଧୀଙ୍କଠାରୁ ୧୦ ଗୁଣା ଅଧିକ ଯୋଗ୍ୟ ଆଦିତ୍ୟ ଠାକରେ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨୯।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ହେଲେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏପର୍ଯ୍ୟନ୍ତ ଏମାନଙ୍କ ଭିତରେ ଅଙ୍କକଷା ଛିଡି ପାରୁ ନାହିଁ। ଏତିକି ବେଳେ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀଙ୍କ ବୟାନ ଚର୍ଚ୍ଚାର...

ବନ୍ୟା ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଏଭଳି ଏକ ଷ୍ଟାର, ଯିଏ ଆବଶ୍ୟକତା ପଡ଼ିଲେ ସବୁବେଳେ ସାହାଯ୍ୟ କରିବାକୁ ଆଗେଇ ଆସିଥାନ୍ତି। କିଛି ଦିନ ପୂର୍ବରୁ ଅକ୍ଷୟ କୁମାର ଆସାମ ବନ୍ୟା ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢ଼ାଇ ୨କୋଟି ଟଙ୍କା ଦାନ...

ରାଷ୍ଟ୍ରପତି ଦେଲେ ମଞ୍ଜୁରୀ: ନଭେମ୍ବର ୧୮ରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେବେ ଶରଦ ଅରବିନ୍ଦ ବୋବଡେ

ନୂଆଦିଲ୍ଲୀ,୨୯।୧୦: ଆସନ୍ତା ନଭେମ୍ବର ୧୮ରେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ। ସିଆଇଜେଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କେବିନ୍ଦ। ଦେଶର ୪୭ ତମ ପ୍ରଧାନ ବିଚାରପତି...

ମହାରାଷ୍ଟ୍ରରେ ଏମିତି କେହି ଦୁଷ୍ୟନ୍ତ ନାହାଁନ୍ତି ଯାହାଙ୍କ ପିତା ଜେଲ୍‌ରେ ଅଛନ୍ତି: ସଞ୍ଜୟ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଥିବା ବେଳେ ଏପର୍ଯ୍ୟନ୍ତ ସେମାନେ ସରକାର ଗଠନ କରି ପାରୁ ନାହାନ୍ତି। କାରଣ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏବେବି ଅଡି ବସିଛି ଶିବାସେନା। ୫୦-୫୦ ଅଙ୍କକୁ ନେଇ...

ପଶ୍ଚିମବଙ୍ଗରେ ବିସ୍ଫୋରଣ: ୩ ମୃତ, ଜଣେ ଗୁରୁତର

କୋଲକାତା,୨୯।୧୦: ପଞ୍ଚିମବଙ୍ଗର ଫର୍ଜିପାରାରେ ଥିବା ବର୍ଡ଼ର ଆଉଟପୋଷ୍ଟ ପାଖରେ ବୋମା ବିସ୍ପୋରଣ ହୋଇଥିବା ଜଣାପଡିଛି। ଏହି ବିସ୍ପୋରଣରେ ତିନି ଜଣ ଗୋରୁଚାଲାଣକାରୀଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।...

ସଡକ ଦୁର୍ଘଟଣାରେ ଜଣେ ସେନା ଅଧିକାରୀଙ୍କ ସମେତ ୬ ଜଣଙ୍କ ଜୀବନ ଗଲା

ଇନ୍ଦୋର,୨୯।୧୦: ମଧ୍ୟପ୍ରଦେଶର ଇନ୍ଦୋରର ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ତେଜାଜି ନଗର ଅଞ୍ଚଳରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ...

ମହିଳାଙ୍କୁ କେଜରିଓ୍ବାଲଙ୍କ ଭେଟି: ଆଜିଠାରୁ ମାଗଣା ଯାତ୍ରା

ନୂଆଦିଲ୍ଲୀ,୨୯।୧୦: ଦିଲ୍ଲୀର କେଜରିଓ୍ବାଲ ସରକାର ମହିଳାମାନଙ୍କୁ ଏକ ବିଶେଷ ଉପହାର ପ୍ରଦାନ କରିଛନ୍ତି। ଏଣିକି ମହିଳାମାନେ ଦିଲ୍ଲୀର ଡିଟିସି ବସରେ ମାଗଣାରେ ଯାତ୍ରା କରିପାରିବେ। ସୋମବାର ରାତିରେ ଏନେଇ ନୋଟିଫିକେଶନ ଜାରି କରାଯାଇଥିଲା। ଆଉ ମଙ୍ଗଳବାର ସକାଳୁ ଏହା କାର୍ଯ୍ୟକାରୀ...

ଶେଷରେ ୯୦ ଫୁଟ ତଳେ ଜୀବନ ହାରିଲେ ୨ ବର୍ଷର ଶିଶୁ ସୁଜିତ୍‌

ଚେନ୍ନାଇ,୨୯।୧୦: ଗତ ଶୁକ୍ରବାର ତାମିଲନାଡୁର ତ୍ରିଚିରେ ଏକ ବୋରୱେଲ ଭିତରକୁ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ ୱିଲଶନର ମୃତଦେହ ସୋମବାର ବିଳମ୍ବିତ ରାତିରେ ଉଦ୍ଧାର କରାଯାଇଛି। ୯୦ ଫୁଟ ତଳକୁ ଖସିପଡିଥିବା ସୁଜିତଙ୍କୁ ବୋରଓ୍ବେଲରୁ ଉଦ୍ଧାର କରିବା ପାଇଁ...

ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇଁ…

ଆଗରୁ ବୟସ ବଢିଲେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଯାଉଥିଲା। ହେଲେ ଏବେ ଏହା ଯୁବପିଢିଙ୍କ ପାଖରେ ମଧ୍ୟ ଦେଖିବାକୁ ମିଳିଲାଣି। କେତେ ଗୁଡିଏ ଘରୋଇ ଉପଚାର ମାଧ୍ୟମରେ ସହଜରେ ଏହି ଯନ୍ତ୍ରଣାକୁ ଲାଘବ କରାଯାଇ ପାରିବ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି।...

ହାର୍ଟଆଟାକରୁ ଦୂରେଇ ରହିବା ପାଇଁ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଏଥିରୁ ଖଣ୍ଡେ…

ଅଦା ଅନେକ ଔଷଧୀୟ ଗୁଣରେ ଭରପୁର। ଏହା ନାନା ପ୍ରକାର ରୋଗରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ପ୍ରତିଦିନ ସକାଳେ ଖଣ୍ଡେ ଅଦା ଚୋବାଇବା ସହିତ ଗ୍ଲାସେ ଉଷୁମ ପାଣି ପିଇଲେ ଅନେକ ଫାଇଦା ମିଳିଥାଏ। ଏହା...

ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା ଅବସ୍ଥାରେ ପୂଜା ପାଉଛନ୍ତି। କୁହାଯାଏ ଏହି ମନ୍ଦିରକୁ ଆସି ହନୁମାନଙ୍କ ଦର୍ଶନ ନ...

ଠିକା ଶ୍ରମିକଙ୍କ ପାଇଁ କେଜରିଓ୍ବାଲଙ୍କ ଉପହାର

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୋଟିଏ ପରେ ଗୋଟିଏ ଉପହାର ଦେଇଚାଲିଛନ୍ତି। ଏବେ ଠିକା ଶ୍ରମିକଙ୍କ ପାରିଶ୍ରମିକ ବୃ୍‌ଦ୍ଧି କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଏମାନଙ୍କର ନ୍ୟୁନତମ ପାରିଶ୍ରମିକରେ ବୃଦ୍ଧି କରିବା ଫଳରେ ପାଖାପାଖି ୫୫ଲକ୍ଷ ଠିକା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri