ଜାତୀୟ

ଶିକ୍ଷକଙ୍କୁ କମଲ ନାଥଙ୍କ ଦୀପାବଳି ଉପହାର

ଭୋପାଳ,୨୭।୧୦: ଦୀପାବଳି ଅବସରରେ ମଧ୍ୟ ପ୍ରଦେଶର କମଲ ନାଥ ସରକାର ଶିକ୍ଷକମାନଙ୍କୁ ଏକ ଭେଟି ଦେଇଛନ୍ତି। ରାଜ୍ୟର ପ୍ରାୟ ୧ଲକ୍ଷ ୭୮ ହଜାର ଶିକ୍ଷକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ଦେବାକୁ ସ୍ଥିର କରିଥିବା ସୂଚନା ମିଳିଛି। ଏହା...

ଦୀପାବଳି : ପୁରାଣରୁ ବର୍ତ୍ତମାନ…

ଦୀପାବଳି ବିଭିନ୍ନ ପୌରାଣିକ ମତବାଦ ଓ ଧର୍ମୀୟ ବିଶ୍ୱାସ ସହିତ ଜଡ଼ିତ। ପ୍ରକୃତରେ ଏହା ଏକ କୃଷିଭିତ୍ତିକ ପର୍ବ। ଫସଲ ଅମଳ ସମୟରେ ପୋକ ନିୟନ୍ତ୍ରଣ ପାଇଁ ଏହାର ଆୟୋଜନ ହେଉଥିବା ଅନୁମାନ କରାଯାଏ। ଅମଳ ଋତୁରେ ଶସ୍ୟକ୍ଷେତ୍ର ସମେତ...

ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଖଟ୍ଟର

ଚଣ୍ଡିଗଡ଼,୨୭।୧୦: ହରିୟାଣା ବିଧାନସଭାର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କରଛନ୍ତି ଭାଜପା ନେତା ମନୋହର ଲାଲ ଖଟ୍ଟର। ରବିବାର ରାଜଭବନରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହାସହ ଜେଜେପି ନେତା ଦୁଷ୍ୟନ୍ତ...

ଶିବସେନାକୁ ସମର୍ଥନ କଲେ ଆଉ ୨ ବିଧାୟକ

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ରରେ ସରକାର ଗଠନ କରିବା ପୂର୍ବରୁ ଶିବସେନାକୁ ଆଉ ୨ ବିଧାୟକଙ୍କ ସମର୍ଥନ ମିଳିଛି। ପ୍ରହାର ଜନଶକ୍ତି ପାର୍ଟିର ଏହି ୨ ବିଧାୟକ ସମର୍ଥନ ଜଣାଇ ଉଦ୍ଧବ ଠାକରେଙ୍କୁ ସେମାନଙ୍କ ପତ୍ର ହସ୍ତାନ୍ତର କରିଛନ୍ତି। ଅଚଲପୁର ବିଧାନସଭା ଆସନର...

ଦେଶବାସୀ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୨୭।୧୦: ଦେଶବାସୀଙ୍କ ମଧ୍ୟରେ ଏକତା ରହିବା ସହିତ ସେମାନେ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି। ଦେଶବାସୀଙ୍କୁ ଆଲୋକର ପର୍ବ ଦୀପାବଳି ଅବସରରେ...

ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼: ୬ ଯବାନ ଆହତ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର କରନ୍‌ ନଗର ଥାନା ଅନ୍ତର୍ଗତ କାକା ସରାଇ ଅଞ୍ଚଳରେ...

ମହାରାଷ୍ଟ୍ରର ଅଧିକାଂଶ ବିଧାୟକ ଅପରାଧୀ

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ଅଧିକାଂଶ ଅପରାଧୀ ବୋଲି ଜଣାପଡିଛି। ୨୮୮ ବିଧାୟକଙ୍କ ମଧ୍ୟରୁ ୧୭୬ ଜଣଙ୍କ ନାଁରେ ଆପରାଧୀକ ମାମଲା ରହିଛି। ଏମାନଙ୍କ ମଧ୍ୟରୁ ୧୧୨ ଜଣଙ୍କ ନାଁରେ ଗୁରୁତର ଆପରାଧୀକ ମାମଲା...

ପରିବା ବିକାଳିରୁ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୭।୧୦: ଦୀପାବଳୀ ଅବସରରେ ଭାଜପା ନେତା ମନୋହର ଲାଲ ଖଟ୍ଟର ଦ୍ୱିତୀୟ ଥର ଲାଗି ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ତାଙ୍କ ସହ ଭାଜପାକୁ ସମର୍ଥନ କରିଥିବା ଜେଜେପି ନେତା ଦୁଷ୍ୟନ୍ତ ଚୌତାଲା ମଧ୍ୟ ହରିୟାଣାର ଉପ...

ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା...

ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…

ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା...

ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି

ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି।...

ପଦାତିକ ବାହିନୀ ଦିବସରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌

ନୂଆଦିଲ୍ଲୀ,୨୭।୧୦: ପଦାତିକ ବାହିନୀ ଦିବସ ଉପଲକ୍ଷେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌ ନ୍ୟାସନାଲ୍‌ ଓ୍ବାର୍‌ ମେମୋରିଆଲ୍‌ଠାରେ ଶହୀଦ୍‌ଙ୍କୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରରେ ୧୯୪୭ ଅକ୍ଟୋବର ୨୭ରେ ହୋଇଥିବା ପାକିସ୍ତାନ ଆକ୍ରମଣ ସମୟରେ ଦେଶ ପାଇଁ ଶହୀଦ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri