ଜାତୀୟ

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି ଖାଲି କରିବାକୁ ନୋଟିସ ଦିଆଯାଇଛି। ବେଆଇନ ନିର୍ମାଣକୁ ୭ ଦିନ ମଧ୍ୟରେ...

ବାଣ ବିସ୍ଫୋରଣରେ ୬ ମୃତ

ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ ହୋଇଛନ୍ତି। ଏକ ଘରେ ବେଆଇନ ବାଣ ତିଆରି ଚାଲିଥିବାବେଳେ ଅସାବଧାନତା କାରଣରୁ ଏହା...

ସୁପ୍ରିମକୋର୍ଟରେ ରହିବ ସ୍ଥାୟୀ ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ ସାମ୍ବିଧାନିକ ପ୍ରଶ୍ନର ସମାଧାନ ଏବଂ ଆଇନର ବ୍ୟାଖ୍ୟା ପାଇଁ ଏହା କାର୍ଯ୍ୟ କରିବ।...

ସିମ୍ପାଞ୍ଜିକୁ ଜବତ କଲା ଇଡି

ନୂଆଦିଲ୍ଲୀ,୨୨ା୯(ପି.ଟି.): ବନ୍ୟଜନ୍ତୁ ଚୋରା କାରବାର କରୁଥିବା ପଶ୍ଚିମବଙ୍ଗର ଜଣେ ବ୍ୟକ୍ତିଙ୍କ ଘର ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନେ ଚଢ଼ାଉ କରି ୩ଟି ସିମ୍ପାଞ୍ଜି ଓ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ୪ଟି ମାଙ୍କଡ଼ ଜବତ କରିଛି। କୌଣସି ତଦନ୍ତକାରୀ ସଂସ୍ଥା...

ସକାଳେ ପିଇଲେ ମଲ୍ଲୀ ପତ୍ର ରସ ମିଳିବ ଏସବୁ ଫାଇଦା…

ନିୟମିତ ମଲ୍ଲୀ ପତ୍ର ରସ ଚାମୁଚେ ପିଇଲେ ଅନେକ ଉପକାର ମିଳିଥାଏ। ଏହା କୃମି ନାଶ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଚର୍ମ ରୋଗରେ ଏହାକୁ ଦେହରେ ମାଲିସ କଲେ ସୁଫଳ ମିଳିଥାଏ। ପାଟି ଘା’କୁ ଏହା ଭଲ...

ଜମ୍ମୁ-କଶ୍ମୀରରୁ ୨ ଜୈଶ କର୍ମୀ ଗିରଫ

ଜମ୍ମୁ,୨୧।୯: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ପୋଲିସ ରେଡ୍‌ କରୁଥିବା ସମୟରେ ଶନିବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ୨ ଓଭର ଗ୍ରାଉଣ୍ଡ କର୍ମୀଙ୍କୁ ଗିରଫ କରିଥିବା ଜଣାପଡିଛି। ପୂର୍ବରୁ କଠଓ୍ବାରୁ ଗିରଫ ହୋଇଥିବା ୩ ଆତଙ୍କବାଦୀଙ୍କୁ ଏମାନେ ସହଯୋଗ କରୁଥିବା ଅଭିଯୋଗରେ...

ତାଜମହଲ ବୁଲିଲେ ମଙ୍ଗୋଲିଆ ରାଷ୍ଟ୍ରପତି

ଆଗ୍ରା,୨୧।୯: ମଙ୍ଗୋଲିଆ ରାଷ୍ଟ୍ରପତି ଖଲ୍ଟମାଗିନ ବଟୁଲଗା ୫ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶନିବାର ସେ ଓ ତାଙ୍କ ସ୍ତ୍ରୀ ଆଗ୍ରାର ତାଜମହଲ ବୁଲି ଦେଖିଛନ୍ତି। ତେବେ ନିଦ୍ଧାରିତ ସମୟରୁ ଏକ ଘଣ୍ଟା ବିଳମ୍ବରେ ସେ ତାଜମହଲରେ ପହଞ୍ଚିଥିଲେ। ମଙ୍ଗୋଲିଆ...

ବିଜୁଳି ନ ଥିବା ଗାଁରେ ପହଞ୍ଚିଲା ବିଜୁଳି ବିଲ୍‌

ବଳରାମପୁର,୨୧।୯: ସ୍ବାଧୀନତାର ୭୨ ବର୍ଷ ବିତି ଯାଇଥିବା ବେଳେ ଛତିଶଗଡ଼ ସନଓ୍ବାଲ ଗାଁର ପାଟେରି ପଡାରେ ଆଜି ପର୍ଯ୍ୟନ୍ତ ବିଜୁଳି ଆଲୋକ ପହଞ୍ଚିପାରି ନାହିଁ। ସେଠାକାର ଏମ୍‌ପି ବିଜୁଳି ଯୋଗାଣ କରାଇବାର ପ୍ରତିଶ୍ରୁତି ଦେଇଥିବା ବେଳେ ଏପର୍ଯ୍ୟନ୍ତ କିନ୍ତୁ ଏଠାକାର...

ଟିଡିପି ନେତା ଏନ୍‌ ଶିବ ପ୍ରସାଦଙ୍କ ବିୟୋଗ

ବିଜୟଓ୍ବାଡା,୨୧।୯: ଆନ୍ଧ୍ର ପ୍ରଦେଶ ଚିତୋରର ପୂର୍ବତନ ଏମ୍‌ପି ତଥା ବରିଷ୍ଠ ଟିଡିପି ନେତା ଏନ୍‌ ଶିବ ପ୍ରସାଦଙ୍କର ଶନିବାର ପରଲୋକ ହୋଇଛି। ବେଶ୍‌ କିଛିଦିନ ହେବ ସେ କିଡ୍‌ନୀ ଜନିତ ସମସ୍ୟାରେ ପୀଡିତ ଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ଆପୋଲୋ...

ଆଖୁ ଚାଷୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୨୧।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଉତ୍ତରପ୍ରଦେଶ ସହରାନପୁରରୁ ଦିଲ୍ଲୀକୁ ପଦଯାତ୍ରାରେ ଆସିଥିବା କୃଷକଙ୍କ ଆନ୍ଦୋଳନ ପ୍ରତ୍ୟାହାର ହୋଇଛି। ଭାରତୀୟ କୃଷକ ସଙ୍ଗଠନର ୧୫ଟା ଦାବିରୁ ୫ଟି ଦାବିକୁ ମୋଦି ସରକାର ସ୍ବୀକାର କରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,...

ଆସନ୍ତା ନିର୍ବାଚନରେ ସମସ୍ତ ୧୫ ଆସନରେ ଲଢିବ ଜେଡି(ଏସ୍‌)

ବେଙ୍ଗାଲୁରୁ,୨୧।୯: କର୍ନାଟକରେ ହେବାକୁଥିବା ଆସନ୍ତା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ବାତାବରଣ ହେଲାଣି ସରଗରମ। ତେବେ ଏଥର ଜେଡି(ଏସ୍‌) ସମସ୍ତ ୧୫ଟି ଆସନରେ ଏକାକି ଲଢିବ ବୋଲି କହିଛନ୍ତି ଏଚ୍‌ ଡି ଦେବଗୌଡା। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦେବଗୌଡାଙ୍କ...

୫୦ ଟପିଲା ପିଆଜ

ନୂଆଦିଲ୍ଲୀ,୨୧।୯: ଖାଉଟିଙ୍କୁ ପୁଣି ଥରେ ପିଆଜ କନ୍ଦାଇଛି। ଦେଶରେ ପିଆଜ ଦାମ୍‌ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଗତ ସପ୍ତାହ ତଳେ ଏହାର ଦାମ୍‌ କିଲୋପିଛା ୩୫ ଟଙ୍କା ଥିବାବେଳେ ଏବେ ଏହା ୫୦ ଟଙ୍କା ଛୁଇଁଛି। ଫଳରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri