ଜାତୀୟ

ଜମ୍ମୁ-କଶ୍ମୀର ପ୍ରଶାସନକୁ ଜବାବ ମାଗିଲେ ସୁପ୍ରିମକୋର୍ଟ:ଉପତ୍ୟକାରେ କଟକଣା କେତେଦିନ

ନୂଆଦିଲ୍ଲୀ,୨୫-୧୦ (ପି.ଟି.):ଜମ୍ମୁ-କଶ୍ମୀରରେ ଆଉ କେତେଦିନ କଟକଣା ଜାରି ରଖିବାକୁ ଚାହାନ୍ତି ବୋଲି ସୁପ୍ରିମକୋର୍ଟ ରାଜ୍ୟ ପ୍ରଶାସନକୁ ପ୍ରଶ୍ନ କରିଛନ୍ତି। ଅଗଷ୍ଟ ୫ରେ ଉକ୍ତ ରାଜ୍ୟରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ଦିନଠାରୁ ବିଭିନ୍ନ କଟକଣା ଲାଗୁ ହୋଇଛି। ପରିବହନ...

ବିଭିନ୍ନ ରାଜ୍ୟର ଉପନିର୍ବାଚନ ଫଳାଫଳ:୨୬ରେ ଏନ୍‌ଡିଏ, ୧୨ରେ କଂଗ୍ରେସ ବିଜୟୀ

ନୂଆଦିଲ୍ଲୀ,୨୫-୧୦:ଉତ୍ତରପ୍ରଦେଶର ୧୧ ବିଧାନସଭା ଆସନ ସମେତ ୧୭ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୧ ବିଧାନସଭା ଓ ୨ ଲୋକ ସଭା ଆସନ ଲାଗି ହୋଇଥିବା ଉପନିର୍ବାଚନର ଭୋଟଗଣତି ଜାରି ରହିଥିଲାବେଳେ କେତେକ ଆସନର ଫଳାଫଳ ପ୍ରକାଶ ପାଇଛି।...

କ୍ଷମତା ଭାଗ ଲାଗି ଉଦ୍ଧବଙ୍କ ଚାପ

ମୁମ୍ବାଇ,୨୫-୧୦(ପି.ଟି.):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା-ଶିବସେନା ମେଣ୍ଟକୁ ବହୁମତ ମିଳିଥିଲାବେଳେ ସରକାର ଗଠନ ନେଇ ମୂଲଚାଲ ଆରମ୍ଭ ହୋଇଯାଇଛି। ୫୦-୫୦ ସୂତ୍ରରେ କ୍ଷମତା ଭାଗ ଉପରେ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ଜୋର ଦେଇଛନ୍ତି। ଏବେ ୫୦-୫୦ ସୂତ୍ର କାର୍ଯ୍ୟକାରୀ କରିବା...

ମହାରାଷ୍ଟ୍ର: ହାରିଲେ ୮ ମନ୍ତ୍ରୀ

ମୁମ୍ବାଇ,୨୫-୧୦(ଆଇଏଏନ୍‌ଏସ୍‌):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା-ଶିବସେନାକୁ ବହୁମତ ମିଳିଥିଲେ ହେଁ ଉଭୟ ଦଳର ୮ ମନ୍ତ୍ରୀ ଓ ବହୁ ତୁଙ୍ଗ ନେତା ପରାଜିତ ହୋଇଛନ୍ତି। ଫଳାଫଳ ଅନୁଯାୟୀ ଭାଜପାର ୫ ଓ ଶିବସେନାର ୩ ମନ୍ତ୍ରୀ ହାରିଯାଇଛନ୍ତି। ବିଦ୍‌ ଜିଲାର ପାର୍ଲି...

ପରାଜୟ ପରେ କାନ୍ଦିଲେ ପଙ୍କଜା

ମୁମ୍ବାଇ,୨୫-୧୦:ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ଭାଜପା ପ୍ରାର୍ଥୀ ପଙ୍କଜା ମୁଣ୍ଡେ ବିଧାନସଭା ନିର୍ବାଚନରେ ହାରିଯିବା ପରେ କାନ୍ଦି ପକାଇଥିଲେ। ପାର୍ଲି ଆସନରୁ ନିର୍ବାଚନ ଲଢ଼ୁଥିବା ପଙ୍କଜାଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ...

ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୨୫-୧୦:ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ ଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇରାଜ୍ୟର ମତଦାତାଙ୍କୁ ଧନ୍ୟବାଦ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଏକ ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ମହାରାଷ୍ଟ୍ର ଓ ହରିୟାଣାର ଲୋକେ ଦୁଇ ରାଜ୍ୟର...

ଦୁଷ୍ୟନ୍ତଙ୍କ ହାତରେ ଚାବିକାଠି

ଚଣ୍ଡିଗଡ଼,୨୫-୧୦(ପି.ଟି.):ହରିୟାଣା ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳି ନ ଥିଲାବେଳେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଦେବୀଲାଲ୍‌ଙ୍କ ଅଣନାତି ଦୁଷ୍ୟନ୍ତ ଚୌତାଲା ସରକାର ଗଠନରେ କିଙ୍ଗ୍‌ମେକର ଭୂମିକା ନେଇପାରନ୍ତି ବୋଲି ଆଲୋଚନା ହେଉଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାରେ ମ୍ୟାଜିକ୍‌...

ସରକାର ଗଠନ ନେଇ ଶାହଙ୍କ ସଙ୍କେତ

ନୂଆଦିଲ୍ଲୀ,୨୫-୧୦(ପି.ଟି.):ହରିୟାଣାରେ ଭାଜପା ସରକାର ଗଠନ କରିବ ବୋଲି ଦଳର ଅଧ୍ୟକ୍ଷ ଅମିତ୍‌ ଶାହ ସଙ୍କେତ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ରାଜ୍ୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ସମସ୍ତ ପ୍ରକାର ଉଦ୍ୟମ କରିଛନ୍ତି। ଭାଜପାକୁ ଏକକ...

୨ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନେଲା ଭାଜପା

ସିର୍ସା,୨୫-୧୦: ହରିୟାଣା ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ପକ୍ଷରୁ ୨ ଜଣ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନିଆଯାଇଛି। ମୋଟ ୮ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିବାବେଳେ ଗୋପାଳ କାଣ୍ଡା ଓ ରଞ୍ଜିତ ସିଂଙ୍କୁ ସିର୍ସା...

କମିଲା ଭାଜପାର ବିଜୟ ବ୍ୟବଧାନ:ହରିୟାଣାରେ ଅଟକିଲା ବିଜୟ ରଥ

ନୂଆଦିଲ୍ଲୀ,୨୫-୧୦(ପି.ଟି.):ସାଧାରଣ ନିର୍ବାଚନରେ ହରିୟାଣାର ସମସ୍ତ ୧୦ ଲୋକ ସଭା ଆସନ ଅକ୍ତିଆର କରିବାର ୫ ମାସ ପରେ ଭାଜପାକୁ ଲାଗିଛି ଝଟକା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ତୋଫାନୀ ପ୍ରଚାର ଏବଂ ‘ଅନୁଚ୍ଛେଦ...

ମହାରାଷ୍ଟ୍ରରେ ଏନ୍‌ଡିଏ, ହରିୟାଣାରେ ଝୁଲା

ନୂଆଦିଲ୍ଲୀ,୨୫-୧୦(ପି.ଟି.):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ଭାଜପା-ଶିବସେନା ମେଣ୍ଟକୁ ପୁଣିଥରେ ସରକାର ଗଠନ ପାଇଁ ସ୍ପଷ୍ଟ ଜନାଦେଶ ମିଳିଥିବାବେଳେ ହରିୟାଣାରେ ଗୈରିକ ଦଳ ସବୁଠୁ ବଡ଼ ଦଳ ଭାବେ ଉଭା ହୋଇଛି। ମହାରାଷ୍ଟ୍ରରେ ଭାଜପାକୁ ୧୦୬ ଓ ଶିବସେନାକୁ ୫୬ ଆସନରେ...

କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ ରୋଷେଇ ଯେପରି ଅସମ୍ଭବ ଲାଗେ। ରୋଷେଇରେ ଆଳୁର ବିଭିନ୍ନ ପ୍ରକାର ବ୍ୟବହାରକୁ ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri