ଜାତୀୟ

ଉଚ୍ଚତା ମାତ୍ର ୨ ଫୁଟ, ୨ ବର୍ଷରେ ୬୦ଟି କାର୍‌ ଚୋରିର ମାଷ୍ଟରମାଇଣ୍ଡ୍‌

ଗାଜିଆବାଦ୍‌,୨୪।୧୦: ଉତ୍ତର ପ୍ରଦେଶର ଗାଜିଆବାଦରେ ପୋଲିସ ଏକ କାର୍‌ ଚୋରି ଗ୍ୟାଙ୍ଗ୍‌କୁ ଧରିଛି। ସେମାନଙ୍କଠାରୁ ୯ଟି କାର୍‌ ଜବତ କରିଛି ପୋଲିସ। ସବୁଠୁ ରୋଚକ କଥା ହେଉଛି ଏହି ଗ୍ୟାଙ୍ଗ୍‌ର ମାଷ୍ଟରମାଇଣ୍ଡ୍‌ ହେଉଛନ୍ତି ଜଣେ ୨ ଫୁଟ ଉଚ୍ଚତା ବିଶିଷ୍ଟ...

ବଦଳିଲା ସରକାରଙ୍କ ନିଷ୍ପତ୍ତି: ପୂର୍ବପରି କାମ କରିବେ ୨୫ ହଜାର ହୋମଗାର୍ଡ

ଲକ୍ଷ୍ନୌ,୨୪।୧୦: ଉତ୍ତର ପ୍ରଦେଶ ସରକାର ୨୫ ହଜାର ହୋମଗାର୍ଡଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏମାନେ ସମସ୍ତେ ପୂର୍ବପରି ସେମାନଙ୍କ କାର୍ଯ୍ୟ ଜାରି ରଖିବେ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୫ ହଜାର ହୋମଗାର୍ଡଙ୍କୁ ଚାକିରିରୁ...

ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍‌ ନିର୍ଦ୍ଦେଶକଙ୍କ...

ଷଣ୍ଢ ଖାଇଗଲା ୪୦ ଗ୍ରାମର ସୁନାଗହଣା

ଚଣ୍ଡିଗଡ଼: ବୁଲା ଷଣ୍ଢ ୪୦ ଗ୍ରାମର ସୁନା ଗହଣା ଖାଇଦେଇଛି। ଏହା ଶୁଣି ଆପଣମାନେ ଆଶ୍ଚର୍ଯ୍ୟ ହେଉଥିବେ ନିଶ୍ଚୟ। ହେଲେ ଏହା ଏକ ସତ ଘଟଣା। ହରିୟାଣାରେ ଏଭଳି ଘଟଣା ଘଟିବା ପରେ ପରିବାର ଲୋକେ ୩ ଦିନ ହେଲା...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବି ବିଜୟ ପାଇଁ ଭାଜପା କରୁଛି କସରତ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ- କଶ୍ମୀରରେ ଉଚ୍ଛେଦ କରାଯାଇଥିବା ଅନୁଚ୍ଛେଦ ୩୭୦ ଓ ୩୫ ଏକୁ ମୁଖ୍ୟ ଅସ୍ତ୍ର କରିଥିଲେ। ଏହାକୁ ନେଇ ସେ ବିରୋଧୀ କଂଗ୍ରେସ ଉପରେ...

ହରିୟାଣାରେ କର୍ନାଟକ ଭଳି ଗେମ୍‌ ପ୍ଲାନ୍‌: ଚୌତାଲା ହେବେ କି ଦ୍ୱିତୀୟ କୁମାରସ୍ବାମୀ ?

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ବାକିଥିବା ବେଳେ ଏବେ ସେଠାରେ ତ୍ରିଶଙ୍କୁ ସରକାର ଗଠନ ହେବ ବୋଲି ଅନୁମାନ କରାଯାଉଛି। ଯଦି ଏହା ହୁଏ ତେବେ କଂଗ୍ରେସ ପୁରୁଣା ଫର୍ମୁଲା ଗ୍ରହଣ କରିପାରେ ବୋଲି ଆଲୋଚନା ହେଉଛି।...

ହରିୟାଣା ନିର୍ବାଚନ: ପଛରେ ପଡିଗଲେ ଟିକ୍‌ଟକ୍‌ ଷ୍ଟାର୍‌

ଚଣ୍ଡିଗଡ,୨୪।୧୦: ହରିୟାଣା ଆଦମପୁର ଆସନରେ ଏକ ରୋଚକ ମୁକାବିଲା ଦେଖିବାକୁ ମିଳିଛି। ଏହି ଆସନରେ କଂଗ୍ରେସର ପ୍ରାର୍ଥୀ କୁଳଦୀପ ବିଶୋଇ ୨୦ ହଜାର ଭୋଟରେ ଆଗୁଆ ଥିବାବେଳେ ପଛରେ ପଡିଯାଇଛନ୍ତି ବହୁଚର୍ଚ୍ଚିତ ଟିକ୍‌ଟକ୍‌ ଷ୍ଟାର୍‌ ତଥା ଭାଜପା ପ୍ରାର୍ଥୀ ସୋନାଲି...

ମେଦବହୁଳ ଓ ବଡ଼ ପେଟ ଥିବା ପୋଲିସ ବାବୁଙ୍କ ସମ୍ପର୍କରେ ନଭେମ୍ବର ୧ ସୁଦ୍ଧା ଦେବାକୁ ପଡ଼ିବ ରିପୋର୍ଟ

ଜୟପୁର,୨୪।୧୦: ରାଜସ୍ଥାନର ବିକାନେରରେ ମେଦବହୁଳ ଓ ବଡ଼ ପେଟ ଥିବା ପୋଲିସ ବାବୁମାନେ ଏବେ ଆଶଙ୍କା ମଧ୍ୟରେ ରହିଛନ୍ତି। ଏସ୍‌ପି ପ୍ରଦୀପ ମୋହନ ଶର୍ମା ପୋଲିସ ବିଭାଗରେ ଥିବା ଏଭଳି କର୍ମଚାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ସମ୍ପର୍କରେ...

ଖୁବ୍‌ କମ୍‌ ଭୋଟରେ ଆଗରେ ଅଛନ୍ତି ଫଡନବିଶ

ନାଗପୁର,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ଭୋଟ ଗଣତି ଦ୍ରୁତ ଗତିରେ ଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ବର୍ତ୍ତମାନ ସୁଦ୍ଧା ଖୁବ୍‌ କମ୍‌ ବ୍ୟବଧାନରେ ଅର୍ଥାତ୍‌ ମାତ୍ର ୮୩୯୮ ଖଣ୍ଡ ଭୋଟରେ ତାଙ୍କ ପ୍ରତିଦ୍ୱନ୍ଦିଙ୍କଠାରୁ ଆଗରେ...

ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌ ସାବ୍ୟସ୍ତ ହେଲା: ଖଟ୍ଟରଙ୍କୁ ଦିଲ୍ଲୀ ଡାକରା

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ରାଜ୍ୟରେ ଭାଜପା ବହୁମତ ପାଇବା ଆଶା କ୍ଷୀଣ ହେବାରେ ଲାଗିଛି। ଏକ୍‌ଜିଟ୍‌ ପୋଲ୍‌ରେ ଭାଜପା ରାଜ୍ୟରେ ଭଲ ପ୍ରଦର୍ଶନ କରିବ ବୋଲି କୁହାଯାଇଥିଲା। ତେବେ ଏହା ଭୁଲ୍‌ ସାବ୍ୟସ୍ତ...

ମୁଖ୍ୟମନ୍ତ୍ରୀ ପଦ ଦିଅ ସମର୍ଥନ ନିଅ: ଜେଜେପି

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟଗଣତି ଜାରି ରହିଛି। ଏଠାରେ ଭାଜପା ବହୁମତ ହାସଲଠାରୁ ପଛରେ ପଡ଼ିଛି। ଅପରପକ୍ଷରେ କଂଗ୍ରେସ ଶାସକ ଦଳ ସହିତ କଡ଼ା ମୁକାବିଲା ଜାରି ରଖିଛି। ଏଠାରେ ସରକାର ଗଠନ ପାଇଁ ଜନନାୟକ ଜନତା ପାର୍ଟି(ଜେଜେପି)...

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri