ଜାତୀୟ

ହରିୟାଣାରେ କଂଗ୍ରେସ ଗଢିବ ସରକାର: ହୁଡ୍ଡା

ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ ଭାଜପା ଆଗରେ ଥିବା ସୂଚନା ମିଳିଛି। କିନ୍ତୁ ଇତିମଧ୍ୟରେ କଂଗ୍ରେସ ନେତା ଭୁପିନ୍ଦର...

୪୦ ଲକ୍ଷଙ୍କୁ ମିଳିବ ମାଲିକାନା ଅଧିକାର

ନୂଆଦିଲ୍ଲୀ,୨୪ା୧୦(ପି.ଟି.): ଦିଲ୍ଲୀର ଅନଧିକୃତ କଲୋନିଗୁଡ଼ିକରେ ରହୁଥିବା ୪୦ ଲକ୍ଷ ଲୋକଙ୍କୁ ମାଲିକାନା ଅଧିକାର ମିଳିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। ଜାତୀୟ ରାଜଧାନୀରେ ଅନଧିକୃତ କଲୋନିଗୁଡିକରେ ରହୁଥିବା...

ଜାଲ୍‌ ସାର୍ଟିଫିକେଟରେ ଚାକିରି ହଡ଼ପ

ନୂଆଦିଲ୍ଲୀ,୨୪ା୧୦(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶରେ ଅନୁସୂଚିତ ଜନଜାତିଙ୍କ ଲାଗି ସଂରକ୍ଷିତ ହଜାର ହଜାର ସରକାରୀ ଚାକିରି ହଡ଼ପ ହୋଇଛି। ଜିଲାପାଳଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ପ୍ରଶାସନର ଜ୍ଞାତସାରରେ ଚାଲିଥିଲା ଏଭଳି ଦୁର୍ନୀତି। ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ଚାକିରି ପାଇବା ପାଇଁ...

ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଉପରେ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨୪।୧୦: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଥିବା ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଉପରେ ଗ୍ରେନେଡ୍‌ ମାଡ଼ ହୋଇଛି। ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି। ସୁରକ୍ଷାକର୍ମୀ ଘଟଣାସ୍ଥଳକୁ ଘେରି ରହିବା ସହିତ ଏହାର ତଦନ୍ତ ଜାରି ରହିଛି। ସୂଚନାଯୋଗ୍ୟ, ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ...

ଦିନକୁ ୮ ଘଣ୍ଟା ପରିଶ୍ରମ କରୁଛନ୍ତି ୯୧ ବର୍ଷୀୟ କୃଷକ

କଲାବୁରାଗି,୨୪।୧୦: କର୍ନାଟକ କଲାବୁରାଗିର ୯୧ ବର୍ଷୀୟ କୃଷକ ବଶଭାନପ୍ପା ପାଟିଲ ଦିନକୁ ୮ ଘଣ୍ଟା ତାଙ୍କ ଫାର୍ମରେ ପରିଶ୍ରମ କରୁଥିବା କୁହନ୍ତି। ଆଉ ଆଜିବି ସେ ପୂର୍ବଭଳି ସୁସ୍ଥ ରହିଛନ୍ତି। ସକାଳ ୧୦ଟାରୁ ୬ଟା ପର୍ଯ୍ୟନ୍ତ ସେ ତାଙ୍କ ଫାର୍ମରେ...

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୪୫୮୮ ଖଣ୍ଡ ଭୋଟରେ ଆଗରେ ଥିବା ସୂଚନା ମିଳିଛି।...

ହରିୟାଣାରେ ତ୍ରିଶଙ୍କୁ ସରକାର ସମ୍ଭାବନା: ଛୋଟ ଦଳ ସାଜିବେ କିଙ୍ଗ୍‌ ମେକର

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ପର୍ଯ୍ୟାୟରୁ ଏଠାରେ ତ୍ରିଶଙ୍କୁ ସରକାର ଗଠନର ସମ୍ଭାବନା ସୃଷ୍ଟି ହୋଇଛି। ଭାଜପା ସହିତ କଂଗ୍ରେସ କଡ଼ା ମୁକାବିଲା କରୁଥିବାବେଳେ ସରକାର ଗଠନ ପାଇଁ ଛୋଟ...

ରାମପୁର ଉପନିର୍ବାଚନ:ଏସ୍‌ପି ଆଗୁଆ

ଲକ୍ଷ୍ନୌ,୨୪।୧୦: ଉତ୍ତରପ୍ରଦେଶ ରାମପୁର ଆସନରେ ହୋଇଥିବା ଉପନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ଭାରତ ଭୁଷଣ ଗୁପ୍ତା ଏସ୍‌ପି ପ୍ରାର୍ଥୀ ତଞ୍ଜିନ୍‌ ଫାତିମାଙ୍କଠାରୁ ପଛୁଆ ରହିଛନ୍ତି। ଫାତିମା ସକାଳ ୯ଟା ସୁଦ୍ଧା୧୬୩୫ ଭୋଟରେ ଆଗୁଆ ରହିଛନ୍ତି।

ମହାରାଷ୍ଟ୍ରରେ ଏନ୍‌ଡିଏ ବହୁମତ ହାସଲ ଲକ୍ଷ୍ୟରେ: ହରିୟାଣାରେ କଂଗ୍ରେସର କଡ଼ା ମୁକାବିଲା

ଚଣ୍ଡିଗଡ଼/ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ବହୁମତ ଲକ୍ଷ୍ୟ ହାସଲ କରିବାର ଜଣାପଡୁଥିବାବେଳେ ହରିୟାଣାରେ ପ୍ରତିଘଣ୍ଟାରେ ସ୍ଥିତି ବଦଳିବାରେ ଲାଗିଛି। ଏଠାରେ ଶାସକ...

ଏହି ଚୋପା ଖାଆନ୍ତୁ, କ୍ୟାନସରଠାରୁ ଦୂରେଇ ରୁହନ୍ତୁ…

କମଳାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଲୌହ, ପୋଟାସିୟମ, କ୍ୟାଲସିୟମ୍‌, ଫ୍ରୁକ୍ଟୋଜ, ଡେକ୍ସଟ୍ରୋଜ, ଭିଟାମିନ ଏ, ବି ଓ ସି ରହିଥାଏ। କେବଳ ରସ ନୁହେଁ କମଳାର ଚୋପା ମଧ୍ୟ ଦରକାରୀ। କମଳା ଚୋପା ଖାଇଲେ କ୍ୟାନସର ମଧ୍ୟ...

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ମୂଳା

ବାଡିବଗିଚାରେ ଅତିସହଜରେ ମିଳୁଥିବା ମୂଳାରେ ଭରପୂର ଔଷଧୀୟ ଗୁଣ ରହିଛି। ରକ୍ତଚାପଠାରୁ ଆରମ୍ଭ କରି ଡାଇବେଟିସ ପର୍ଯ୍ୟନ୍ତ ରୋଗର ମହୋଷଧୀ ଏହି ମୂଳାରେ ହିଁ ରହିଛି। ମୂଳାରେ ଫାଇଟୋକେମିକାଲସ ଓ ଏନ୍ଥୋକ୍ୟାନିସ ନାମକ ତତ୍ତ୍ୱ ରହିଥାଏ ଯାହା କ୍ୟାନ୍ସର ଭଳି...

ଦିଲ୍ଲୀ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ହେଲେ ସୁଭାଷ ଚୋପ୍ରା

ନୂଆଦିଲ୍ଲୀ,୨୩।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ କଂଗ୍ରେସକୁ ନୂଆ ଅଧ୍ୟକ୍ଷ ମିଳିଛି। ବୁଧବାର ସୁଭାଷ ଚୋପ୍ରାଙ୍କୁ ଦିଲ୍ଲୀ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏଥିସହ କୀର୍ତ୍ତି ଆଜାଦ୍‌ଙ୍କୁ ଡିପିସିସିର ନିର୍ବାଚନ ପ୍ରଚାର ସମିତି ଅଧ୍ୟକ୍ଷ ଭାବେ ନିଯୁକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri