ଜାତୀୟ

ଗୋଆରେ ବୁଲା ଗାଈ ଖାଉଛନ୍ତି ମାଛ-ମାଂସ: ଅଭ୍ୟାସ ପରିବର୍ତ୍ତନ କରି ଶାକାହାରୀ କରିବାକୁ ମନ୍ତ୍ରୀ ଦେଲେ ପରାମର୍ଶ

ପଣଜୀ,୨୨।୧୦: ଗୋଆରେ ବୁଲା ଗାଈ ରାସ୍ତାରେ ପଡ଼ିଥିବା ମାଛ-ମାଂସ ଖାଉଛନ୍ତି। ଏହା ଦ୍ୱାରା ସେମାନଙ୍କଠାରେ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ସେମାନଙ୍କର ଅଭ୍ୟାସରେ ପରିବର୍ତ୍ତନ ଅଣାଯାଇ ଶାକାହାରୀ କରିବାକୁ ମନ୍ତ୍ରୀ ମାଇକଲ ଲୋବୋ ପରାମର୍ଶ ଦେଇଛନ୍ତି।...

ରବର୍ଟ ଭଦ୍ରା ଅସୁସ୍ଥ

ନୂଆଦିଲ୍ଲୀ,୨୨।୧୦: ଅସୁସ୍ଥ ହୋଇ ପଡିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରା। ସୋମବାର ତାଙ୍କୁ ସେକ୍ଟର ୧୧ରେ ଥିବା ମେଟ୍ରୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହାଡରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲ...

ଚନ୍ଦ୍ରୟାନ-୧କୁ ପୁରିଲା ୧୧ ବର୍ଷ

ନୂଆଦିଲ୍ଲୀ,୨୨।୧୦: ଅକ୍ଟୋବର ୨୨ ଠିକ୍‌ ଆଜିର ଦିନରେ ହିଁ ଚନ୍ଦ୍ରୟାନ-୧କୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଚନ୍ଦ୍ରକୁ ପ୍ରେରଣ କରିଥିଲା। ୨୦୦୮ରେ ଏହା ପ୍ରେରଣ କରାଯାଇଥିବା ବେଳେ ଏବେ ଏହାକୁ ପୂରଣ ହୋଇଛି ୧୧ ବର୍ଷ। ହେଲେ ଆଜିବି ଚନ୍ଦ୍ରୟାନ-୧...

ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ରାଜନାଥ

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ମୋଦି ଜଣାଇଛନ୍ତି। ମୋଦି ଶାହଙ୍କ ପ୍ରଶଂସା କରି କହିଛନ୍ତି ଯେ,...

 ଥରିଲା ନିକୋବର

ପୋର୍ଟବ୍ଲେୟାର,୨୨।୧୦: ନିକୋବର ଦ୍ୱୀପରେ ମଙ୍ଗଳବାର ଭୋର୍‌ ୬ଟା ୩୬ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ...

ଲଦାଖରେ ବ୍ରିଜ୍‌ ଉଦ୍‌ଘାଟନ କଲେ ରାଜନାଥ: ପାକ୍‌ ଅନୁପ୍ରବେଶ ନ ରୋକିଲେ ଠିକଣା ଜବାବ ଦିଆଯିବ

ଲେହ,୨୨ା୧୦(ପି.ଟି.): ଭାରତ ବିରୋଧୀ କାର୍ଯ୍ୟକଳାପ ବନ୍ଦ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଇସ୍‌ଲାମାବାଦ ଯଦି ଅନୁପ୍ରବେଶ ବନ୍ଦ ନ କରେ ତେବେ ଭାରତୀୟ ସେନା ଏହାର ଠିକଣା ଜବାବ ଦେବ। ସୋମବାର ରାଜନାଥ...

୨୩ରେ କର୍‌ତାରପୁର କରିଡର ଚୁକ୍ତି: ସେବା ଟିକସ ହଟାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୨ା୧୦(ପି.ଟି.):କର୍‌ତାରପୁର କରିଡର କାର୍ଯ୍ୟକାରିତା ଲାଗି ୨୩ ତାରିଖରେ ପାକିସ୍ତାନ ସହ ଚୁକ୍ତିନାମା ସ୍ବାକ୍ଷର ପାଇଁ ଭାରତ ପ୍ରସ୍ତୁତ ଥିବା ସୋମବାର କହିଛି। ତେବେ ତୀର୍ଥଯାତ୍ରୀଙ୍କ ଉପରେ ୨୦ ଡଲାର ସେବା ଟିକସ ବସାଇବାକୁ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ...

ଆରେ ଗଛକଟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ: ମେଟ୍ରୋ ଶେଡ୍‌ ପ୍ରକଳ୍ପ ବନ୍ଦ ହେବନି

ନୂଆଦିଲ୍ଲୀ,୨୨ା୧୦(ପି.ଟି.): ମୁମ୍ବାଇର ଆରେ କଲୋନିରେ ମେଟ୍ରୋ ଶେଡ୍‌ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଉକ୍ତ କଲୋନିରେ ଗଛକଟାକୁ ବିରୋଧକରି ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗଛକଟା ବନ୍ଦ ରଖିବାକୁ...

ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ...

ପୋଲିସର ସାହସିକତାକୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨ା୧୦(ପି.ଟି.): ଜାତୀୟ ପୋଲିସ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଷ୍ଟକର ପରିବେଶରେ କାର୍ଯ୍ୟ କରୁଥିବା ପୋଲିସ କର୍ମଚାରୀମାନଙ୍କ ସାହସିକତାକୁ ଉଚ୍ଚ ପ୍ରଶଂସା କରିଛନ୍ତି। ପୋଲିସ ବଳ ଓ ସେମାନଙ୍କ ପରିବାରକୁ ସାଲ୍ୟୁଟ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିବା ସହ କର୍ତ୍ତବ୍ୟରେ...

କମଲେଶ ହତ୍ୟାକାଣ୍ଡ: ଅପରାଧୀଙ୍କୁ ଧରାଇଦେଲେ ୨.୫ ଲକ୍ଷ ପୁରସ୍କାର

ଲକ୍ଷ୍ନୌ,୨୨ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧଙ୍କୁ ଧରାଇଦେଲେ ୨.୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଦିଆଯିବ ବୋଲି ଉତ୍ତରପ୍ରଦେଶ ପୋଲିସ ସୋମବାର ଘୋଷଣା କରିଛି। ସେମାନେ ୧୭ରେ ଲକ୍ଷ୍ନୌ ଆସି ନିଜକୁ ଶେଖ୍‌...

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri