ଜାତୀୟ

୪୨୦ ହାଇକୋର୍ଟ ବିଚାରପତି ପଦ ଖାଲି

ନୂଆଦିଲ୍ଲୀ, ୧୬ା୧୦ : ଭାରତରେ ଥିବା ବିଭିନ୍ନ ହାଇକୋର୍ଟରେ ବିଚାରପତି ସଂଖ୍ୟା ବହୁ କମ ରହିଛି। ଫଳରେ ବିଚାର ପ୍ରକ୍ରିୟା ବିଳମ୍ବ ହେଉଛି। ଆଇନ ମନ୍ତ୍ରଣାଳୟ ପକ୍ଷରୁ ଅକ୍ଟୋବର ୧ରେ ଦର୍ଶାଯାଇଥିବା ତଥ୍ୟ ଅନୁଯାୟୀ ଦେଶର ୨୫ ହାଇକୋର୍ଟରେ ଆବଶ୍ୟକ...

ପ୍ରଫୁଲ୍ଲ ପଟେଲଙ୍କୁ ଇଡି ସମନ

ମୁମ୍ବାଇ,୧୬ା୧୦(ପି.ଟି.): ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ର ସହଯୋଗୀ ତଥା ଗ୍ୟାଙ୍ଗଷ୍ଟର ଇକ୍‌ବାଲ ମିର୍ଚି ସହ ସମ୍ପତ୍ତି କାରବାର ଅଭିଯୋଗରେ ବରିଷ୍ଠ ଏନ୍‌ସିପି ନେତା ପ୍ରଫୁଲ୍ଲ ପଟେଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସମନ ଜାରି କରିଛି। ମିର୍ଚିର ବେଆଇନ ସମ୍ପତ୍ତି ସହ...

ଅଯୋଧ୍ୟା ମାମଲାରେ ହିନ୍ଦୁ ପକ୍ଷଙ୍କ ଯୁକ୍ତି: ଐତିହାସିକ ଭୁଲ୍‌ର ସଂଶୋଧନ ଆବଶ୍ୟକ

ନୂଆଦିଲ୍ଲୀ,୧୬ା୧୦(ପି.ଟି.): ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାରେ ମଙ୍ଗଳବାର ହିନ୍ଦୁ ପକ୍ଷ ସୁପ୍ରିମକୋର୍ଟରେ ସେମାନଙ୍କ ଯୁକ୍ତି ରଖିଥିଲେ। ଅଯୋଧ୍ୟାରେ ଭଗବାନ ରାମଙ୍କ ଜନ୍ମସ୍ଥାନରେ ସମ୍ରାଟ ବାବର ମସ୍‌ଜିଦ ନିର୍ମାଣ କରି ଯେଉଁ ଐତିହାସିକ ଭୁଲ୍‌ କରିଛନ୍ତି, ତାହାର ସଂଶୋଧନ ହେବା ଆବଶ୍ୟକ...

ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ଢଙ୍ଗ ଆପଣାଇଲେ ନବଦମ୍ପତ୍ତି

ଜୟପୁର,୧୫।୧୦: ରାଜସ୍ଥାନ ଜୟପୁରରେ ଜଣେ ଦମ୍ପତ୍ତି ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଜଣେ ନବ ବିବାହିତ ଦମ୍ପତ୍ତି ସହରର ବିଭିନ୍ନ ଛକରେ ଠିଆ ହୋଇ ଟ୍ରାଫିକ୍‌ ନିୟମ ପାଳନ କରିବାକୁ ଲୋକଙ୍କ ଭିତରେ ସଚେତନତା...

ମଲା ମୂଷା ଗନ୍ଧ ଯୋଗୁଁ ମିଟିଂ ସ୍ଥାନକୁ ବଦଳାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୫।୧୦: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମଲା ମୂଷାର ଗନ୍ଧ ଯୋଗୁଁ ସୋମବାର ଏକ ବୈଠକକୁ ମଝିରେ ଛାଡି ଦେଇଥିବା ଜଣାପଡ଼ିଛି। ବିଧାନସଭା ପରିସରରେ ଆୟୋଜିତ ହୋଇଥିବା ବୈଠକକୁ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାନାନ୍ତର କରାଯାଇଥିଲା। ସୂଚନାଯୋଗ୍ୟ, ବିଧାନସଭା ପରିସରରେ ୟେଦୁରପ୍ପାଙ୍କ...

ଚିଦାମ୍ବରମଙ୍କୁ ଗିରଫ କରିବାକୁ ଇଡିକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୫।୧୦: ଚିଦାମ୍ବରମଙ୍କୁ ଲାଗିଛି ଝଟକା। ଆଏନ୍‌ଏକ୍ସ ମିଡିଆ ମାମଲାରେ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଗିରଫ କରିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି ଦେଇଛନ୍ତି। ତାଙ୍କୁ ଗିରଫ କରି ୩୦ ମିନିଟ୍‌ ପଚରା ଉଚରା କରିବାକୁ...

୨୪ ଘଣ୍ଟା ମଧ୍ୟରେ ଆଉ ଜଣେ ପିଏମ୍‌ସି ଜମାକାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରେଟିଭ(ପିଏମ୍‌ସି)ବ୍ୟାଙ୍କର ଆଉ ଜଣେ ଜମାକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁମ୍ବାଇର ମୁଲୁଣ୍ଡ ଅଞ୍ଚଳରେ ରହୁଥିବା ୫୯ ବର୍ଷୀୟ ଫଟୋମଲ ପଞ୍ଜାବୀଙ୍କ ମଙ୍ଗଳବାର ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ୨୪ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ମାମଲା...

୨୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ଶିବକୁମାର

ନୂଆଦିଲ୍ଲୀ,୧୫।୧୦: ବଢିଲା କଂଗ୍ରେସ ନେତା ଡିକେ. ଶିବକୁମାରଙ୍କ ବିଚାର ବିଭାଗୀୟ ହାଜତ ମିଆଦି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସେ ବିଚାର ବିଭାଗୀୟ ହାଜତରେ ରହିବେ। ମଙ୍ଗଳବାର ଦିଲ୍ଲୀର ସିବିଆଇ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା...

ପୋଷ୍ଟପେଡ୍‌ ସେବା ଆରମ୍ଭର କିଛି ସମୟ ମଧ୍ୟରେ ସଂଯୋଗ ବିଚ୍ଛିନ୍ନ: ଅଗଷ୍ଟ, ସେପ୍ଟେମ୍ବରର ବିଲ୍‌ ମାଗୁଛି କମ୍ପାନୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଦୀର୍ଘ ଦିନର ଅପେକ୍ଷା ଅର୍ଥାତ୍‌ ୭୨ ଦିନ ପରେ ପୋଷ୍ଟପେଡ୍‌ ସେବା ଆରମ୍ଭ ହୋଇଛି। ସୋମବାରରୁ ଏହାର ଲାଭ ୪୦ ଲକ୍ଷ ପୋଷ୍ଟପେଡ ମୋବାଇଲ ଉପଭୋକ୍ତା ଉଠାଇପାରିବେ ବୋଲି ସରକାର କହିଥିଲେ। ହେଲେ ଆରମ୍ଭ ହେବାର କିଛି...

ବ୍ୟାଙ୍କକ-ଥାଇଲାଣ୍ଡରୁ ମୋ ପାଇଁ ଗାଳି ଇମ୍ପୋର୍ଟ କରିପାର କିନ୍ତୁ ଦେଶକୁ ବିରୋଧ କର ନାହିଁ: ମୋଦି

ଚଣ୍ଡିଗଡ଼,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ହରିୟାଣା ଗସ୍ତ କରିଛନ୍ତି। ହରିୟାଣାର ଚରଖି-ଦାଦରିରେ ଜନସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ନିର୍ବାଚନ ରାଲି ପାଇଁ ମୁଁ ଏଠାକୁ ଆସେନାହିଁ, ଏହି ସ୍ଥାନ ମୋତେ ଆପେ ଆପେ ଟାଣି ନେଇ ଆସେ।...

ପାକିସ୍ତାନକୁ ଯାଉଥିବା ନଦୀ ଜଳ ଉପରେ ହେବ ସର୍ଜିକାଲ୍‌ ଷ୍ଟ୍ରାଇକ୍‌: ସୂଚନା ଦେଲେ ମୋଦି

କୁରୁକ୍ଷେତ୍ର,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦାଦରିରେ ଏକ ରାଲିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ହରିୟାଣା, ପଞ୍ଜାବ ଏବଂ ରାଜସ୍ଥାନକୁ ଯେଉଁ ନଦୀ ଜଳ ମିଳିବା କଥା ତାହା ଗତ ୭୦...

ହରିୟାଣାକୁ ନେଇ ଗର୍ବ କରେ: ମୋଦି

ଚରଖି ଦାଦରି,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ନିର୍ବାଚନ ରାଲିରେ ଯୋଗ ଦେବାକୁ ହରିୟାଣା ଯାଇଥିଲେ। ସେଠାରେ ସେ କହିଛନ୍ତି ହରିୟାଣାକୁ ନେଇ ସେ ଗର୍ବ କରନ୍ତି। କାରଣ ନିକଟରେ ଭାରତ ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri