ମନୁଷ୍ୟକୁ ନିରୋଗ ରଖିବା ପାଇଁ ଗୋଲାପ ଫୁଲ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନିଦ୍ରା ରୋଗରୁ ଦୂରେଇ ରହିବା ଲାଗି ଏହା ମହୌଷଧୀ ସଦୃଶ କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗୋଲାପ ପାଖୁଡ଼ାରେ ଭିଟାମିନ୍ ସି ପ୍ରଚୁର...
ଉତ୍ତରପ୍ରଦେଶ,୧୩।୧୦: ଉତ୍ତରପ୍ରଦେଶର ସହାରନପୁର ଜିଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାଜ୍ୟରେ ଗୋଟିଏ ସପ୍ତାହ ମଧ୍ୟରେ ୩ ଭାଜପା ନେତାଙ୍କୁ ହତ୍ୟା କରା ଯାଇସାରିଲାଣି। ସୂଚନାଯୋଗ୍ୟ,ଶନିବାର ଭାଜପା ନେତା ଧାରା ସିଂହ(୪୭) ଦେବବନ୍ଦରୁ ସହାରନପୁର...
ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ଏମାନେ ଏକାଠି ମିଶି ବିଧାନସଭା ନିର୍ବାଚନ ଲଢିବେ। ହେଲେ ଏମାନଙ୍କ ମେଣ୍ଟ ସବୁବେଳେ ରହୁଛି ଚର୍ଚ୍ଚାରେ। ଏବେ ନିର୍ବାଚନକୁ ଆଉ ମାତ୍ର ଅଳ୍ପ...
Page 4,417 of 4,848« First«...102030...4,4154,4164,4174,4184,419...4,4304,4404,450...»Last »
Archives
Model This Week
ପିଲାଙ୍କ ଧରିତ୍ରୀ