ଜାତୀୟ

ମନ୍ଦିରର ଦାନ ଅର୍ଥରେ ସରକାରୀ ହସ୍ପିଟାଲର ରୋଗୀଙ୍କୁ ଦିଆଯାଏ ୨ ବେଳା ଖାଦ୍ୟ

ମନ୍ଦିର କହିଲେ ବୁଝାଏ ଦାନ ଦକ୍ଷିଣା, ପୂଜାପାଠ ଆଦିକୁ। ହେଲେ ମହାରାଷ୍ଟ୍ର ପୁଣେର ଦଗଡୁ ସେଠ ହଲଓ୍ବାଇ ଗଣେଶ ମନ୍ଦିର ସବୁଠାରୁ ନିଆରା। କାରଣ ଭକ୍ତଙ୍କ ଦ୍ୱାରା ଏଠାରେ ଦିଆଯାଉଥିବା ଦାନ ଅର୍ଥ ଲୋକଙ୍କ ସେବାରେ ଲାଗିଥାଏ। ଏହା ଦେଶର...

ରାମବିଳାଶ ପାଶ୍ୱାନ୍‌ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୭।୧୦: କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶ୍ୱାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଏସ୍‌କର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୋମବାର...

ଭାରତରେ ପିଆଜ କିଲୋ ୫୦: ଜାଣନ୍ତୁ ବାଂଲାଦେଶ, ପାକିସ୍ତାନରେ କେତେ ରହିଛି ଦାମ୍‌

ନୂଆଦିଲ୍ଲୀ,୭।୧୦: ଗତ କିଛି ଦିନ ଧରି ଅହେତୁକ ଭାବେ ବଢୁଥିବା ପିଆଜ ଦର ଏବେ କିଲୋ ପିଛା ୫୦ ଟଙ୍କା ଟପିଛି। ଫଳରେ ସରକାର ଅନ୍ୟ ଦେଶକୁ ପିଆଜ ରପ୍ତାନି ବନ୍ଦ କରିଦେଇଛନ୍ତି। ଏହାର ପ୍ରଭାବ ପଡୋଶୀ ଦେଶଗୁଡିକ ଉପରେ...

ନଭେମ୍ବର ୧୭ ସୁଦ୍ଧା ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ:ଭାଜପା ବିଧାୟକ

ଜୟପୁର,୭।୧୦: ଆସନ୍ତା ନଭେମ୍ବର ୧୭ ସୁଦ୍ଧା ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ ବୋଲି ରାଜସ୍ଥାନ ଭାଜପା ବିଧାୟକ ଗୟାଚାନ୍ଦ ପାରଖ କହିଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ଅକ୍ଟୋବର ୧୭ ସୁଦ୍ଧା ସରିବ। ତେଣୁ ନଭେମ୍ବର ୧୮ ବେଳକୁ ଏଠାରେ ମନ୍ଦିର...

ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ:ଭିଏଚ୍‌ପି

କୋଲକାତା,୭।୧୦:ଦୁର୍ଗାପୂଜା ଅବସରରେ କୋଲକାତା ପୂଜା ମଣ୍ଡପରେ ପୂଜା କରିବାକୁ ନେଇ ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜହାଁ ପୁଣି ଚର୍ଚ୍ଚାରେ ଅଛନ୍ତି। ଏହାକୁ ନେଇ ବହୁ ମୁସଲମାନ ସଂଗଠନ ଆପତ୍ତି ଉଠାଇଛନ୍ତି। ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ ବୋଲି...

ସରକାରଙ୍କୁ ମିଳିଲା ସ୍ବିସ୍‌ ବ୍ୟାଙ୍କ ଜମାକାରୀଙ୍କ ତାଲିକା: ଖୋଲିବ କଳାଧନ କୁବେରଙ୍କ ଗୁମର

ବର୍ନ/ନୂଆଦିଲ୍ଲୀ,୭।୧୦: ବିଦେଶରେ କଳାଧନ ରଖିଥିବା ଜମାକାରୀଙ୍କ ଏକ ତାଲିକା ଭାରତ ସରକାରଙ୍କ ହସ୍ତଗତ ହୋଇଛି। ଏହି ମାମଲାରେ ମୋଦି ସରକାରଙ୍କୁ ଏକ ବଡ଼ ସଫଳତା ମିଳିଥିବା କୁହାଯାଉଛି। ସ୍ବିଜରଲାଣ୍ଡ ସରକାର ଭାରତ ସରକାରଙ୍କୁ ସ୍ବିସ ବ୍ୟାଙ୍କରେ ଅର୍ଥ ଜମା ରଖିଥିବା...

ଦୁର୍ଗାମଣ୍ଡପରେ ଆଜାନ ପରିବେଷଣକୁ ନେଇ ଆସିଲା ଅଭିଯୋଗ

କୋଲକାତା,୭।୧୦: କୋଲକାତାରେ ଆମେ ଅଲଗା ନୁହେଁର ଏକ ବାର୍ତ୍ତା ନେଇ ଆୟୋଜକମାନେ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବନା ଜାଗ୍ରତ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଉତ୍ତର କୋଲକାତା ୩୩ ପାଲି ଦୁର୍ଗା ମଣ୍ଡପରେ ଏକସଙ୍ଗରେ ମନ୍ଦିର, ମସ୍‌ଜିଦ୍‌ ଓ...

୩ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୭।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ୩ ଦିନିଆ ଫ୍ରାନ୍ସ ଗସ୍ତରେ ସୋମବାର ନୂଆଦିଲ୍ଲୀ ଛାଡିଛନ୍ତି। ସେଠାରେ ରାଫେଲକୁ ନେଇ ଅନୁଷ୍ଠିତ ହେବାକୁ ଥିବା ଆନୁଆଲ ଡିଫେନ୍ସ ଡାଏଲଗ ଆଣ୍ଡ ଦ ଇଣ୍ଡକସନ୍‌ ସେରିମନିରେ ସେ ଯୋଗଦେବେ। ଏବେ ଫ୍ରାନ୍ସ ଓ...

ସମୁଦ୍ରରେ ବୁଡିଯାଉଥିବା ସୁରକ୍ଷାକର୍ମୀଙ୍କୁ ଉଦ୍ଧାର କଲେ ଚୋରା ଚାଲାଣକାରୀ ଦଳ

ମାଡ୍ରିଡ,୭।୧୦: ସ୍ପେନର ଦକ୍ଷିଣ ସମୁଦ୍ରରେ ଶୁକ୍ରବାର ଏକ ଫିଲ୍ମର ଦୃଶ୍ୟ ଭଳି ଘଟଣା ନଜର ଆସିଥିଲା। ସମୁଦ୍ର ମଧ୍ୟରେ ଗୋଟିଏ ବୋଟ୍‌ରେ ଏକ ଚୋରାଚାଲାଣକାରୀ ଦଳଙ୍କୁ ପିଛା କରୁଥିବା ସୁରକ୍ଷାକର୍ମୀଙ୍କ ବୋଟ୍‌ଟି ବୁଡିଯିବା ଦେଖିବାକୁ ମିଳିଥିଲା। ତେବେ ଉଭୟଙ୍କ ଭିତରେ...

ବିଦେଶରେ ବି ସାଥିରେ ରହିବେ ଏସ୍‌ପିଜି ସୁରକ୍ଷାକର୍ମୀ: ଅମାନ୍ୟ କଲେ ଯାତ୍ରା ହେବ ରଦ୍ଦ

ନୂଆଦିଲ୍ଲୀ,୭।୧୦: ଏଣିକି ବିଦେଶ ଗସ୍ତ ସମୟରେ ମଧ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ଏସ୍‌ପିଜି ସୁରକ୍ଷାକର୍ମୀ ରହିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସ୍ପେଶାଲ ପ୍ରୋଟେକସନ୍‌ ଗ୍ରୁପ୍‌(ଏସ୍‌ପିଜି) ସୁରକ୍ଷା ପାଉଥିବା ବ୍ୟକ୍ତି ବିଦେଶ ଗସ୍ତ...

ଗୁରେଜ ସେକ୍ଟରରେ ୬ ବର୍ଷ ପରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ଆତଙ୍କବାଦୀ ମୃତ

ଦ୍ରାସ,୭।୧୦: ଜମ୍ମୁ-କଶ୍ମୀରରେ ଏବେ ଶୀତ ଆରମ୍ଭ ହୋଇଯାଇଥିବା ବେଳେ ପାକିସ୍ତାନ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାର ସବୁ ପ୍ରୟାସ ଆରମ୍ଭ କରି ସାରିଛି ବୋଲି କୁହାଯାଉଛି। ହେଲ ସୁରକ୍ଷାକର୍ମୀଙ୍କ କଡା ନଜରରୁ ଏମାନେ ବର୍ତ୍ତି ପାରୁ ନାହାଁନ୍ତି। ପାକିସ୍ତାନ ଏବେ ଅନୁପ୍ରବେଶ...

ଭିକାରୀଙ୍କ ମୃତ୍ୟୁ ପରେ କୁଡିଆ ଘରୁ ମିଳିଲା ଲକ୍ଷାଧିକ ଟଙ୍କା

ମୁମ୍ବାଇ,୭।୧୦: ମୁମ୍ବାଇର ଗୋଓ୍ବଣ୍ଡି ରେଲଓ୍ବେ ଷ୍ଟେଶନରେ ଲୋକାଲ ଟ୍ରେନର ଧକ୍କାରେ ଜଣେ ଭିକାରୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ରେଲଓ୍ବେ ପୋଲିସ(ଜିଆରପି) ଓ ସମ୍ପର୍କୀୟ କୁଡିଆ ଘରକୁ ଯାଇ ଦେଖିବା ବେଳେ ସେମାନଙ୍କର ହୋସ୍‌ ଉଡିଯାଇଥିଲା। ସୂଚନାଯୋଗ୍ୟ, ବିରଭିଚନ୍ଦ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri