ଜାତୀୟ

୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା

ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ ଅବସ୍ଥା ଫେରିନାହିଁ। କଶ୍ମୀରର ଅଧିକାଂଶ ସ୍ଥାନରେ ଦିନବେଳା କଟକଣା କୋହଳ ହୋଇଥିବାବେଳେ ବଜାର...

ଲ୍ୟାଣ୍ଡର୍‌ ବିକ୍ରମର ପ୍ରଥମ ଡି-ଅର୍ବିଟାଲ ଅପରେଶନ୍‌ ଶେଷ

ଚେନ୍ନାଇ: ସେପ୍ଟେମ୍ବର ୨ ତାରିଖ ୧ଟା ୧୫ ମିନିଟ୍‌ରେ ଅର୍ବିଟର୍‌ରୁ ଭାରତର ପ୍ରଥମ ମୁନ୍‌ ଲ୍ୟାଣ୍ଡର ବିକ୍ରମ ଅଲଗା ହୋଇ ଚନ୍ଦ୍ରର ନିକଟତର ହେବାରେ ଲାଗିଛି। ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ କେନ୍ଦ୍ର (ଇସ୍ରୋ) ଲ୍ୟାଣ୍ଡର୍‌ର ପ୍ରଥମ ଡି-ଅର୍ବିଟାଲ ଅପରେଶନ(ଅଧିକ ଉଚ୍ଚତାରେ...

ସୁନିଲ ଆରୋରା ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ

ନୂଆଦିଲ୍ଲୀ, ୪-୯: ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ମଙ୍ଗଳବାର ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୧ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ। ନୂଆଦିଲ୍ଲୀରେ ଥିବା ଭାରତୀୟ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ...

ଭର୍ତ୍ତୃହରିଙ୍କ ବାଗ୍‌ଦାଦ୍‌ ଯାତ୍ରା:ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବେ

ନୂଆଦିଲ୍ଲୀ: ଇରାକର ରାଜଧାନୀ ବାଗ୍‌ଦାଦ୍‌ରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବା ଲାଗି ଭାରତ ପକ୍ଷରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ମଙ୍ଗଳବାର ସେଠାକୁ ଯାତ୍ରା କରିଛନ୍ତି। ଉକ୍ତ ୩ଦିନିଆ ସମ୍ମିଳନୀରେ ଭର୍ତ୍ତୃହରି ଭାରତର ଦୃଷ୍ଟିକୋଣ ସମ୍ପର୍କରେ...

କଶ୍ମୀର ସ୍ଥିତି ସ୍ବାଭାବିକ ନାହିଁ:ଶ୍ରୀନଗର ମେୟର

ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ସଡ଼କରେ କୌଣସି ହିଂସା କିମ୍ବା ମୃତଦେହ ପଡୁ ନ ଥିବାର ଅର୍ଥ ସେଠାରେ ସବୁକିଛି ସ୍ବଭାବିକ ଅଛି ଭାବିବା ଭୁଲ୍‌ ବୋଲି ଶ୍ରୀନଗର ମେୟର ଜୁନେଦ ଅଜିମ ମଟ୍ଟୁ କହିଛନ୍ତି। ଜେକେପିସି ନେତା ମଟ୍ଟୁ କହିଛନ୍ତି,...

ବିଚାର ବିଭାଗୀୟ ହାଜତରେ କମଲନାଥଙ୍କ ଭଣଜା

ନୂଆଦିଲ୍ଲୀ,୩।୯: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଦିଲ୍ଲୀର ଏକ କୋର୍ଟ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି। ବ୍ୟାଙ୍କ ଋଣ ଜାଲିଆତିରେ ସଂପୃକ୍ତ ଓ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)...

ଭାରତ ଆସିବେନି ଇସ୍ରାଏଲ ପ୍ରଧାନମନ୍ତ୍ରୀ: ୫ ଦିନ ପୂର୍ବରୁ ବାତିଲ କଲେ ଯାତ୍ରା

ନୂଆଦିଲ୍ଲୀ,୩।୯: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନୋତାନେହୁଙ୍କ ଭାରତ ଗସ୍ତ ବାତିଲ ହୋଇଛି। ଯାତ୍ରାର ୫ ଦିନ ପୂର୍ବରୁ ଏହାକୁ ବାତିଲ କରାଯାଇଥିବା ନେଇ ଜଣାପଡ଼ିଛି। ମଙ୍ଗଳବାର ନୋତାନେହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଥିଲେ। ଇସ୍ରାଏଲରେ...

ଅସୁସ୍ଥ ଆନ୍ନା ହଜାରେ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୩।୯: ସାମାଜିକ କର୍ମୀ ଆନ୍ନା ହଜାରେଙ୍କୁ ମଙ୍ଗଳବାର ମହାରାଷ୍ଟ୍ରର ପୁନେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଥଣ୍ଡା, କାଶରେ ପୀଡ଼ିତ ଥିବା ବେଳେ ଛାତିରେ ସଂକ୍ରମଣ ହେବା ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଆନ୍ନାଙ୍କ ଏକ ସହଯୋଗୀ...

ଯେଉଁଠି ଦେବୀଦେବତାଙ୍କୁ ମିଳେ ଦଣ୍ଡ

ଅଦାଲତରେ ସାଧାରଣତଃ ମଣିଷମାନଙ୍କୁ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି। ସେମିତି ଗାଁ ଗଣ୍ଡାରେ ଦେବୀଦେବତାଙ୍କୁ ସାକ୍ଷୀ ରଖି ବିଭିନ୍ନ ପ୍ରକାର ମାମଲାର ସମାଧାନ କରାଯାଇଥିବା ମଧ୍ୟ ଦେଖିବାକୁ ମିଳେ। ହେଲେ ଛତିଶଗଡ଼ ବସ୍ତର ଅଞ୍ଚରେ ଥିବା ଆଦିବାସୀମାନଙ୍କ ଅଦାଲତରେ ଦେବୀ...

ଅଧରାତିରେ ଆଇପିଏସ୍‌ ସ୍ତରରେ ଅଦଳବଦଳ କଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୯: ଯୋଗୀ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପରେ ପ୍ରଥମ ଥର ପ୍ରଶାସନିକ ବିଭାଗରେ ଅଦଳବଦଳ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦ ଆଇଏସ୍‌ ଓ ୪ ପିସିଏସ୍‌ ସମେତ ନିଜର କାର୍ଯ୍ୟାଳୟରେ ଖାଲିପଡ଼ିଥିବା ସଚିବ...

ଆଉ ଦୁଇ ଦିନ ରିମାଣ୍ଡରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ପୁଣିଥରେ ସିବିଆଇ କଷ୍ଟୋଡିରେ ରଖାଯିବ। ମଙ୍ଗଳବାର ଆଇଏନ୍‌ଏକ୍ସ ମିଡିଆ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଆସନ୍ତା ୫ ତାରିଖ ଅର୍ଥାତ୍‌ ଗୁରୁବାର ପର୍ଯ୍ୟନ୍ତ ଚିଦାମ୍ବରମଙ୍କ ରିମାଣ୍ଡ ଅବଧିକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ସୋମବାର...

ଭିକ ମାଗି ଜୌହର ବିଶ୍ୱବିଦ୍ୟାଳୟ ଗଢ଼ିଛନ୍ତି ଆଜମ ଖାନ: ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୩।୯: ବହୁତ ଦିନର ନୀରବତା ପରେ ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଗଣମାଧ୍ୟମ ସାମ୍ନାକୁ ଆସିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ରାମପୁର ଏମ୍‌ପି ଆଜମ୍‌ ଖାନଙ୍କୁ ପ୍ରଶଂସା କରିଛନ୍ତି। ଭିକ ମାଗି, ଦେଶ-ବିଦେଶରୁ ଚାନ୍ଦା ସଂଗ୍ରହ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri