ଜାତୀୟ

ପଠାନକୋଟ ଏୟାରବେସ୍‌ରେ ସେନାର ଶକ୍ତି ବୃଦ୍ଧି କରିବ ଆପାଚେ ହେଲିକପ୍ଟର

ନୂଆଦିଲ୍ଲୀ,୩।୯: ଗତ କିଛିିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଅଶାନ୍ତ ବାତାବରଣକୁ ଦେଖି ଭାରତ କେତେଗୁଡିଏ ପଦକ୍ଷେପ ନେବାକୁ ସ୍ଥିର କରିଛି। ପାକିସ୍ତାନ ସୀମାକୁ ଲାଗି ରହିଥିବା ପଠାନକୋଟ ଏୟାରବେସ୍‌ରେ ମଙ୍ଗଳବାରଠାରୁ ଭାରତ ୮ଟି ଅତ୍ୟାଧୁନିକ...

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର କୋଲ୍ଡ ଷ୍ଟୋରରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି କୋଲ୍ଡ...

ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍‌ନାଣ୍ଟ ଜେନେରାଲ

ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍‌ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍‌ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ କମାଣ୍ଡର ଦାୟିତ୍ୱ ନେଇଛନ୍ତି। ସେ ତାଙ୍କ ଦୁଇ ପୁଅ ଐମାନ ଓ...

ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି

ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ ପଦକ୍ଷେପ ନ ସରିବା ପର୍ଯ୍ୟନ୍ତ ଅଟକ ରଖାଯିବନି। ଆସାମ ସରକାର ଗରିବଙ୍କ...

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ ପ୍ରଫେସରଙ୍କ କାର୍ଯ୍ୟର ସମୀକ୍ଷା ଲାଗି ପ୍ରଶାସନ ସେମାନଙ୍କୁ ସିଭି (କରିକୁଲମ୍‌ ଭିଟା) ଦାଖଲ...

ସୁପ୍ରିମ୍‌କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍‌ଆଇଟି ଗଠନ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍‌ଜାହାନ୍‌ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ଗଠନ କରିବାକୁ ସୁପ୍ରିମକୋର୍ଟ...

ଡାକ୍ତରଙ୍କୁ ପିଟି ହତ୍ୟା: ୨୧ ଗିରଫ

ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍‌ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣାରେ ପୋଲିସ ୨୧ ଜଣଙ୍କୁ...

ପାକ୍‌ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ

ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା ଜଣାପଡିଛି। ତାଙ୍କୁ ସୋମବାର ଭାରତୀୟ ଉପଉଚ୍ଚାୟୁକ୍ତ ଗୌରବ ଆହଲୁଓ୍ବାଲିଆ ଭେଟିଥିବାବେଳେ ଚାପ ପକାଯାଇଥିବା...

ବନ୍ଧୁର ରାସ୍ତାରେ ଚାଲିଲେ ମହାକାଶଚାରୀ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨।୯: ସାମାଜିକ ସମସ୍ୟାର ବିରୋଧ ପ୍ରଦର୍ଶନ କରିବା ପାଇଁ ଲୋକମାନେ ନିଆରା ଢଙ୍ଗ ଆପଣାଇଥାନ୍ତି। ତେବେ କିଛି ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ। ସହରର ଅନେକ ରାସ୍ତା ଖାଲଢିପ ରହିଥିବାରୁ ଏହାର ସଚେତନତା ପାଇଁ...

ସବୁଠାରୁ ଧନୀ ଗଣେଶ

ମୁମ୍ବାଇ,୨।୯: ସମଗ୍ର ଦେଶରେ ସୋମବାର ଗଣେଶ ପୂଜା ପାଳନ କରାଯାଇଛି। ଏନେଇ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ମୁମ୍ବାଇର ବଡ଼ ପର୍ବ ଭାବେ ଜଣାଶୁଣା ଗଣେଶ ପୂଜା ବହୁ ଆଡମ୍ବରରେ ପାଳନ କରାଯାଇଛି। ବାଲଗଙ୍ଗାଧର ତିଲକଙ୍କ ଦ୍ୱାରା ଏହି...

ଏଠି ଦ୍ୱିତୀୟ ବିବାହ ଗ୍ରହଣଯୋଗ୍ୟ

ଭାରତରେ ଦ୍ୱିତୀୟ ବିବାହ ଆଇନ ସମ୍ମତ ନୁହେଁ। ପ୍ରଥମ ସ୍ତ୍ରୀ ଥିବା ପର୍ଯ୍ୟନ୍ତ ଜଣେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ହେଲେ ରାଜସ୍ଥାନ ବାଡମେର ଜିଲା ଦେରାସର ଗାଁରେ ଥିବା ପରମ୍ପରା ସମସ୍ତଙ୍କୁ ଚମକାଇ ଦିଏ। ଏଠାରେ ମୁସଲମାନ ସମ୍ପ୍ରଦାୟର...

ପୋଲିସ ବିଭାଗରେ ନିଯୁକ୍ତି ହେବେ ୫୦ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ: ଯୋଗୀ

ଲକ୍ଷ୍ନୌ,୨।୯: ସରକାରୀ ଚାକିରି ଖୋଜୁଥିବା ଯୁବବର୍ଗଙ୍କ ପାଇଁ ଖୁସି ଖବର। ସୋମବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ବିଭାଗରେ ୫୦ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି ପାଇଁ ଘୋଷଣା କରିଛନ୍ତି। କାଲ୍‌ପିରେ ପୋଲିସ ଟ୍ରେନିଂ ସ୍କୁଲର ଉଦ୍‌ଘାଟନ କରିବା ସମୟରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri