ଜାତୀୟ

ପୋଲିସ ଆଖି ଆଗରେ ନିଆଁରେ ୩ ଘଣ୍ଟା ଜଳିଲେ ଯୁବତୀ: ମହିଳା ଅଧିକାରୀ ଆସି ନ ଥିବାରୁ ହୋଇ ପାରିଲାନି ଉଦ୍ଧାର କାର୍ଯ୍ୟ

ଭୋପାଳ,୫।୧୦: ମଧ୍ୟପ୍ରଦେଶ ମନ୍ଦସୌର ଜିଲାରୋ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୨୨ ବର୍ଷ ବୟସ୍କା ଯୁବତୀ କୌଣସି କାରଣରୁ ଦେହରେ କିରାସିନି ଢ଼ାଳି ନିଆଁ ଲଗାଇଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲେ। ତେବେ ମହିଳା ଅଧିକାରୀ...

ପିଆଜ ପରେ ଏବେ ଟମାଟୋ ପାଳି : ଦାମ୍‌ ୮୦ ଟପିଲା

ନୂଆଦିଲ୍ଲୀ,୫।୧୦: ଗତ ସପ୍ତାହରେ ଦେଶରେ ପିଆଜ ଦାମ୍‌ ଶହେ ଟପିଥିବା ବେଳେ ରପ୍ତାନୀ ନୀତିରେ କେତେକ ପରିବର୍ତ୍ତନ କରାଯାଇଥିଲା। ଫଳରେ ଏବେ ଏହାର ଦାମ ଧୀରେଧୀରେ କମିବାରେ ଲାଗିଛି। ତେବେ ମହାରାଷ୍ଟ୍ର, ଉତ୍ତରପ୍ରଦେଶ, କର୍ନାଟକ ଆଦି ରାଜ୍ୟରେ ପ୍ରବଳ ବର୍ଷା...

ନକଲି ମୁଣ୍ଡ କେଶରେ ଯୁବକ ଲୁଚାଇ ନେଉଥିଲେ ଏକ କିଲୋ ସୁନା: ଧରିଲେ କଷ୍ଟମ୍‌ ଅଧିକାରୀ

କୋଚି,୫।୧୦: କେରଳରେ ଜଣେ ଯୁବକ ନକଲି ମୁଣ୍ଡ କେଶରେ ସୁନା ଲୁଚାଇ ନେଉଥିବା ସମୟରେ କଷ୍ଟମ୍‌ ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି। କୋଚି ବିମାନ ବନ୍ଦରରେ ଓହ୍ଲାଇଥିବା ନୌଶାଦ୍‌ ନାମକ ଏହି ଯୁବକ ମଲପ୍ପୁରମ୍‌ ବାସିନ୍ଦା। ସେ ସୌଦିରୁ ଚୋରା ସୁନା...

ଗୁଜରାଟ ଉପକୂଳରେ ପାକିସ୍ତାନୀ ଡଙ୍ଗା: ସର୍ଚ୍ଚ ଅପରେଶନ ଜାରି

ଗାନ୍ଧିନଗର,୫।୧୦: ଗୁଜରାଟ କଚ୍ଛ ଅଞ୍ଚଳରେ ପାକିସ୍ତାନ ଅନୁପ୍ରବେଶ ଉଦ୍ୟମ ଜାରି ରଖିଥିବା ବେଳେ ଏବେ ପାକିସ୍ତାନ ମତ୍ସଜୀବୀଙ୍କ ଦୁଇଟି ଡଙ୍ଗା ମିଳିବା ପରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଶନିବାର ସର କ୍ରିକ ଅଞ୍ଚଳରେ ବିଏସ୍‌ଏଫ୍‌କୁ ଏହି ଡଙ୍ଗା ମିଳିବା...

ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି: ହସିନାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୫।୧୦: ଭାରତ-ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପୁଣି ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌ ହସିନାଙ୍କ ସହିତ ଶନିବାର ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ଦୁଇଦେଶ ମଧ୍ୟରେ  ୭ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷର ହୋଇଥିବାବେଳେ...

ସବୁ କଶ୍ମୀରବାସୀ ଦେଶଦ୍ରୋହୀ ନୁହନ୍ତି: ରାମ ମାଧବ

ନୂଆଦିଲ୍ଲୀ,୫।୧୦: ଭାରତୀୟ ଜନତା ପାର୍ଟି(ଭାଜପାର)ର ରାଷ୍ଟ୍ରୀୟ ମହାସଚିବ ରାମ ମାଧବ କହିଛନ୍ତି ଏବେ ଜମ୍ମୁ-କଶ୍ମୀର ଭାରତର ଅଭିନ୍ନ ଅଙ୍ଗ ପାଲଟି ଯାଇଛି। ଏହା ଏବେ ଅନ୍ୟ ରାଜ୍ୟଙ୍କ ସହ ସମାନ। ତେଣୁ ଏହାକୁ ନେଇ ଲଦ୍ଦାଖ ନିବାସୀ କେନ୍ଦ୍ର ସରକାରଙ୍କ...

ଉତ୍ତରାଖଣ୍ଡରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ଡେରାଡୁନ,୫।୧୦: ଉତ୍ତରାଖଣ୍ଡରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶନିବାର ସକାଳୁ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପାଖାପାଖି ୨୪୬୪ ପଞ୍ଚାୟତ ପାଇଁ ପ୍ରାୟ ୧୪.୯୫ ଲକ୍ଷ ମତଦାତା ସେମାନଙ୍କର ମତ ସାବ୍ୟସ୍ତ କରିବେ। ଗ୍ରାମ ପଞ୍ଚାୟତ ସଦସ୍ୟଙ୍କଠାରୁ...

୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ରେ ଦେବାକୁ ପଡ଼ିପାରେ ୨୫ ଗୁଣା ଅଧିକ ଫି

ନୂଆଦିଲ୍ଲୀ,୫।୧୦: ଏଣିକି ୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ ପାଇଁ ୨୫ ଗୁଣା ଅଧିକ ଫି ଦେବାକୁ ପଡ଼ିପାରେ। ଏନେଇ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ସରକାରଙ୍କୁ ଏକ ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବିତ ଭଲ୍ୟୁଣ୍ଟାରୀ ସ୍କେପିଙ୍ଗ୍‌ ଅଫର ଅନ୍ତର୍ଗତ ୧୫ ବର୍ଷ...

ମୋଦି ମାସ୍କ ପିନ୍ଧି ‘ଗର୍ବା’ର ମଜା ନେଲେ ଜନତା

ସୁରଟ,୫।୧୦: ନବରାତ୍ରୀ ଉପଲକ୍ଷେ ବିଭିନ୍ନ ସ୍ଥାନରେ ଗର୍ବା ନାଚରେ ହଜିଯାଇଛନ୍ତି ସାଧାରଣ ଜନତା। ଗୁଜରାଟର ସୁରଟରେ ଶୁକ୍ରବାର ରାତିରେ ଗର୍ବା ନାଚିବାକୁ ପହଞ୍ଚିଥିବା ଲୋକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୁଖା ପିନ୍ଧି ନାଚିବାର ଦୃଶ୍ୟଥିଲା ସବୁଠାରୁ ନିଆରା। ଏଥର ନବରାତ୍ରୀରେ...

ଅନନ୍ତନାଗରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। ସ୍ଥାନୀୟ ଡିସି ଅଫିସ୍‌ ସମ୍ମୁଖରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଲକ୍ଷ୍ୟ କରି ଆକ୍ରମଣ ହୋଇଥିବା କୁହାଯାଉଛି। ଜଣେ ଆତଙ୍କବାଦୀ ଗ୍ରେନେଡ୍‌ ଫିଙ୍ଗିବା ପରେ ସେଠାରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣାରେ...

ସିଆଚେନ ହସ୍ପିଟାଲକୁ ଉପହାରରେ ମିଳିଲା ଅକ୍ସିଜେନ ପ୍ଲାଣ୍ଟ

ଜମ୍ମୁ,୫।୧୦: ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର ସିଆଚେନ ଗ୍ଲାସିୟରରେ ଭାରତୀୟ ଯବାନ ଜୀବନକୁ ବାଜି ଲଗାଇ ମାତୃଭୂମୀର ରକ୍ଷା କରିଥାଆନ୍ତି। ପ୍ରାୟ ୨୨ହଜାର ଫୁଟ ଉପରେ ଥିବା ସିଆଚେନ ଗ୍ଲାସିୟରରେ ଅକ୍ସିଜେନର ପରିମାଣ କମ୍‌ ରହିଥାଏ। ଫଳରେ ବେଳେବେଳେ ଯବାନମାନେ...

ସ୍ବାଧୀନତାର ୭୨ ବର୍ଷ ପରେ ଜମ୍ମୁ-କଶ୍ମୀର ରାଜୌରିକୁ ବିଦ୍ୟୁତ୍‌ ଯୋଗାଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଥିବା ରାଜୌରି ଅଞ୍ଚଳରେ ସ୍ବାଧୀନତାର ୭୨ ବର୍ଷ ପରେ ବିଦ୍ୟୁତ୍‌ ଯୋଗାଣ କରାଯାଇଛି। ସୌଭାଗ୍ୟ ବିଦ୍ୟୁତ୍‌ ଯୋଜନା ଅନ୍ତର୍ଗତ ଏଠାକାର ୨୦ ହଜାର ପରିବାରଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହି ଯୋଜନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri