ଜାତୀୟ

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଭିଡିଓ ଜାରି କଲା ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୪।୧୦: ଭାରତୀୟ ବାୟୁସେନା ପକ୍ଷରୁ ଶୁକ୍ରବାର ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଏକ ଭିଡିଓ ଜାରି କରାଯାଇଛି। ଏହି ଭିଡିଓରେ ବାଲାକୋଟରେ ଏୟାର ଷ୍ଟ୍ରାଇକ୍‌ର ପ୍ରସ୍ତୃତି ଓ ଆତଙ୍କବାଦୀ କ୍ୟାମ୍ପକୁ ଧ୍ୱସଂବିଧ୍ୱସ୍ତ କରାଯାଇଥିବା ଦେଖିବାକୁ ମିଳିଛି। ଗତ ଏକ ବର୍ଷରେ ଭାରତୀୟ...

ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ

ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର ଅକ୍ଟୋବର ୮ରେ ପାଳନ ହେବ। ଏଥିପାଇଁ ଆୟୋଜକମାନେ ବହୁ ଆଡ଼ମ୍ବରରେ ଆୟୋଜନ କରିଛନ୍ତି।...

କଂଗ୍ରେସ ଛାଡିବାକୁ ଧମକ ଦେଲେ ସଞ୍ଜୟ ନିରୁପମ

ନୂଆଦିଲ୍ଲୀ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଟିକେଟ୍‌ ନ ଦିଆଯିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ସଞ୍ଜୟ ନିରୁପମ। ଏପରିକି ସେ ଦଳ ଛାଡିବାକୁ ମଧ୍ୟ ଧମକ ଦେଇଛନ୍ତି। ଦିଲ୍ଲୀରେ ବସିଥିବା ଦଳର...

ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ ପାଇଛି। ମୁଦ୍ରାନୀତି ସମୀକ୍ଷା ପରେ ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି...

ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ ପାଇଁ ସେଓ ବଗିଚାରେ ଷଡ଼ଯନ୍ତ୍ର ରଚିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ରକ୍ତକୁଖା ହୋଇପଡ଼ିଛି। ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିବାରେ ଲାଗିଛି ପାକିସ୍ତାନ। ଏନେଇ ରାଜଧାନୀ ଦିଲ୍ଲୀରେ ଆକ୍ରମଣ ଲାଗି ଏକ ସେଓ ବଗିଚାରେ ଯୋଜନା କରୁଥିବା ନେଇ...

ପିଏମ୍‌ସି ବ୍ୟାଙ୍କ୍‌ ଠକେଇ ମାମଲା: ମହାରାଷ୍ଟ୍ରର ୬ଟି ସ୍ଥାନରେ ଇଡି ଚଢାଉ

ମୁମ୍ବାଇ,୪।୧୦: ପଞ୍ଜାବ ଏବଂ ମହାରାଷ୍ଟ କୋଅପରେଟିଭ୍‌ ବ୍ୟାଙ୍କ୍‌ ଠକେଇ ମାମଲାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ମୁମ୍ବାଇର ୬ଟି ସ୍ଥାନରେ ଚଢାଉ କରାଯାଇଛି। ଏହି ମାମଲାରେ ହାଉସିଂ ଡେଭଲୋପମେଣ୍ଡ ଇନଫ୍ରାଷ୍ଟ୍ରକ୍‌ଚର୍‌ ଲିମିଟେଡ(ଏଚଡିଆଇଏଲ)ର ଦୁଇ ନିର୍ଦ୍ଦେଶକଙ୍କୁ ଗିରଫ କରାଯାଇଛି। ଏପର୍ଯ୍ୟନ୍ତ କମ୍ପାନୀର...

ଜେଲରେ ଥିବା ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର

ନୂଆଦିଲ୍ଲୀ,୪।୧୦: ଶୀନା ବୋରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ଉଭୟ ଏବେ ଜେଲରେ ବନ୍ଦୀ ଜୀବନ ବିତାଉଥିବାବେଳେ ମୁମ୍ବାଇର ଏକ କୋର୍ଟ ତାଙ୍କ ଛାଡ଼ପତ୍ରକୁ ମଞ୍ଜୁରୀ ଦେଇଛନ୍ତି। ୨୦୦୨ରେ...

ଲକ୍ଷ୍ନୌରେ ଗଡ଼ିଲା ତେଜସ ଏକ୍ସପ୍ରେସ: ଯୋଗୀ ଆଦିତ୍ୟନାଥ କଲେ ଶୁଭାରମ୍ଭ

ଲକ୍ଷ୍ନୌ,୪।୧୦: ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ ତେଜସ ଏକ୍ସପ୍ରେସ ଶୁକ୍ରବାର ଟ୍ରାକ୍‌ରେ ଗଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌ ଷ୍ଟେସନରେ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ଲକ୍ଷ୍ନୌରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ...

ଘର ଆଗରେ ମଳତ୍ୟାଗ କରିବା ହେଲା କାଳ: ଦୁଇ ପଡୋଶୀଙ୍କ କଳିରେ ଦେଢ ବର୍ଷ ଶିଶୁର ପ୍ରାଣ ଗଲା

ଭୋପାଳ,୪।୧୦:ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ୭ବର୍ଷର ଶିଶୁ ଘର ଆଗରେ ମଳତ୍ୟାଗ କରିବାରୁ ଦୁଇ ପଡୋଶୀ ମଧ୍ୟରେ ଝଗଡା ଲାଗି ଦେଢ ବର୍ଷର ଶିଶୁଙ୍କ ପ୍ରାଣ ଯାଇଛି। ସୂଚନାଯୋଗ୍ୟ, ସାଗର ଜିଲାର ଭାନଗଢ ଗ୍ରାମରେ ଉମେଶ ସିଂଙ୍କ...

ପାକିସ୍ତାନର ଗୋଟିଏ ହାତରେ ବନ୍ଧୁକ, ଅନ୍ୟ ହାତରେ ବୋମା: ଶଶି ଥରୁର

ନୂଆଦିଲ୍ଲୀ,୧୦।୯: କଶ୍ମୀର ପ୍ରସଙ୍ଗରେ ଅନ୍ୟ ଦେଶର ମଧ୍ୟସ୍ଥତା ଆବଶ୍ୟକ ଆବଶ୍ୟକ ନାହିଁ। ଆମକୁ ପାକିସ୍ତାନ ସହିତ କଥାବାର୍ତ୍ତା କରିବାରେ କୌଣସି ଆପତ୍ତି ନାହିଁ। ଯଦି ପାକିସ୍ତାନ ଗୋଟିଏ ହାତରେ ବନ୍ଧୁକ, ଅନ୍ୟ ହାତରେ ବୋମା ରଖିବ ତେବେ କଥାବାର୍ତ୍ତା ସମ୍ଭବ...

ମହାତ୍ମା ଗାନ୍ଧୀଙ୍କ ଅସ୍ଥି ଚୋରି: ମାମଲା ରୁଜୁ

ଭୋପାଳ,୪।୧୦: ଗତ ଅକ୍ଟୋବର ୨ରେ ସାରା ଦେଶରେ ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ଜୟନ୍ତୀ ଧୂମଧାମରେ ପାଳନ କରାଯାଇଥିବା ବେଳେ ମଧ୍ୟପ୍ରଦେଶର ରିଓ୍ବା ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବାପୁ ଭବନରେ ରଖାଯାଇଥିବା ମହାତ୍ମା...

ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୪।୧୦:ସ୍ବାଧୀନତା ସଂଗ୍ରାମୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ଆଜି ଜନ୍ମଦିବସ। ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରୁଛୁ। ତାଙ୍କୁ କୋଟି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri