ଜାତୀୟ

ଆଜିଠୁ ଭୋଟର ତାଲିକା ସଂଶୋଧନ

ନୂଆଦିଲ୍ଲୀ,୧ା୯: ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ରବିବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଗୋଟିଏ ମାସ ଚାଲିବ। ଏହି ମେଗା ଭୋଟର ଯାଞ୍ଚ କାର୍ଯ୍ୟକ୍ରମରେ ପ୍ରତି ପରିବାରର ଜଣେ ସଦସ୍ୟ ଗୋଟିଏ ୟୁଜର୍‌ ନେମ୍‌ ଓ...

ବିବେକ ଜୋହ୍‌ରି ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ୍‌, ୧ା୯(ପି.ଟି.): ଆଇପିଏସ୍‌ ଅଫିସର ବିବେକ କୁମାର ଜୋହ୍‌ରି ଶନିବାର ବିଏସ୍‌ଏଫ୍‌ର ୨୫ତମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏସ୍‌ଏଫ୍‌ ମୁଖ୍ୟାଳୟଠାରେ ୧୯୮୪ ବ୍ୟାଚ୍‌ ମଧ୍ୟପ୍ରଦେଶ କ୍ୟାଡର୍‌ର ଏହି ଅଫିସର୍‌ ରଜ୍‌ନୀକାନ୍ତ ମିଶ୍ରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ...

ନାଳକୁ ବସ୍‌ ଖସି ୨୪ ମୃତ

ପେଶାଓ୍ବାର, ୧ା୯(ପି.ଟି.): ଉତ୍ତର-ପଶ୍ଚିମ ପାକିସ୍ତାନରେ ଏକ ଯାତ୍ରୀବାହୀ ବସ୍‌ ପୋଲ ଭାଙ୍ଗି ନାଳରେ ଖସିପଡ଼ିବାରୁ ଏଥିରେ ଥିବା ୨୪ ଜଣଙ୍କ ପ୍ରାଣହାନି ଘଟିଛି। ଅନେକ ଶିଶୁ ଓ ମହିଳା ପାଣିରେ ବୁଡ଼ି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ମୋଟ ୩୫ ଯାତ୍ରୀଙ୍କୁ...

କମ୍ପାନୀ ଅଧିକାରୀ ଏବେ ସରକାରୀ ବାବୁ

ନୂଆଦିଲ୍ଲୀ,୧ା୯: ସାଧାରଣତଃ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଏବଂ ଆଇଆର୍‌ଏସ୍‌ ଅଫିସରମାନଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ନିଯୁକ୍ତ କରାଯାଇଥାଏ। ଏହା ବ୍ୟତୀତ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ତିନିପର୍ଯ୍ୟାୟ ଚୟନ ପ୍ରକ୍ରିୟା ମାଧ୍ୟମରେ ମଧ୍ୟ କେତେଜଣଙ୍କୁ ଏହି ପଦବୀ ପାଇଁ...

ରାତିରେ ସେଓ ଖାଇଲେ କ’ଣ ହୁଏ …

ସେଓ ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ତେବେ ଏହାକୁ ଦିନର କେତେକ ନିର୍ଦ୍ଦିଷ୍ଟ ସମୟରେ ଖାଇବା ଆବଶ୍ୟକ।  ଦିନରେ ଖାଦ୍ୟ ଖାଇ ସାରିବାର ଅଧଘଣ୍ଟା କିମ୍ବା ଘଣ୍ଟେ ପରେ ସେଓ ଖାଇଲେ ହଜମ ପ୍ରକ୍ରିୟା ଭଲ ହୋଇଥାଏ। ସେଓରେ ଆସ୍କରବିକ୍‌...

ଜମ୍ମୁ-କଶ୍ମୀର, ପଶ୍ଚିମବଙ୍ଗରେ ବଢିଛି ଭାଜପା ସଦସ୍ୟଙ୍କ ସଂଖ୍ୟା: ନଡ୍ଡା

ରାଞ୍ଚି,୩୧।୮: ଝାଡ଼ଖଣ୍ଡର ଦାଲତୋଗଞ୍ଜରେ ଶନିବାର ଆୟୋଜିତ ‘ଶକ୍ତି କେନ୍ଦ୍ର ସମ୍ମିଳନୀ’ରେ ଯୋଗଦେବା ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଏବେ ଜମ୍ମୁ-କଶ୍ମୀର ଓ ପଶ୍ଚିମବଙ୍ଗରେ ଭାଜପା ସଦସ୍ୟଙ୍କ ସଂଖ୍ୟା...

ସର୍ବ ପ୍ରଥମେ କାହିଁକି ଗଣେଶଙ୍କୁ ପୂଜା କରାଯାଏ

ହିନ୍ଦୁ ଧର୍ମରେ ଯେ କୌଣସି ଶୁଭ କାର୍ଯ୍ୟରେ ପ୍ରଥମେ ଗଣେଶଙ୍କୁ ପୁଜା କରିବାର ବିଧି ରହିଛି। କାରଣ ଗଣେଶଙ୍କର ଅନ୍ୟନାମ ହେଉଛି ବିଘ୍ନବିନାଶକ। ଅର୍ଥାତ୍‌ କୌଣସି କାମ ଆରମ୍ଭ କରିବା ପୂର୍ବରୁ ଯଦି ଗଣେଶଙ୍କର ପୂଜା କରାଯାଏ ତେବେ ସମସ୍ତ...

ସମଲିଙ୍ଗୀ ଦମ୍ପତି ହେଲେ ଭାରତ-ପାକିସ୍ତାନ ଯୁବତୀ: କାଲିଫର୍ନିଆରେ କଲେ ବିବାହ; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

କାଲିଫର୍ନିଆ,୩୧।୮: ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ଦୁଇ ଦେଶର ୨ ଯୁବତୀ ବିବାହ କରି ସମଲିଙ୍ଗୀ ଦମ୍ପତି ହୋଇଛନ୍ତି। ଭାରତର ବିୟାଙ୍କା ପାକିସ୍ତାନର ସାୟମାଙ୍କୁ ବିବାହ କରିଛନ୍ତି। ବିବାହ ଉତ୍ସବରେ ବିୟାଙ୍କା ବର .ହୋଇଥିବାବେଳେ ସାୟମା କନ୍ୟା ହୋଇଥିଲେ।...

ଚନ୍ଦ୍ରୟାନ-୨ରେ ଲାଲବାଗ ରାଜା

ମୁମ୍ବାଇ: ଭାଦ୍ରବ ଶୁକ୍ଳପକ୍ଷରେ ଗଣେଶ ଚତୁର୍ଥୀ ପଡ଼ୁଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ଏନେଇ ପଲ୍ଲୀଠାରୁ ଆରମ୍ଭ କରି ସହର ସବୁ ଚଳଚଞ୍ଚଳ ହୋଇପଡ଼ିଛି। ତେବେ ଗଣେଶ ଚତୁର୍ଥୀ ଆସିଲେ ପ୍ରଥମେ ମୁମ୍ବାଇର ଲାଲବାଗ...

ଆତଙ୍କବାଦୀଙ୍କୁ ନାହିଁ ଭୟ: କଶ୍ମୀରର ୫ ଶହ ୭୫ ଯୁବକ ସେନାବାହିନୀରେ ସାମିଲ

ଶ୍ରୀନଗର,୩୧।୮: ଜମ୍ମୁ-କଶ୍ମୀରରେ ଏବେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ନାହିଁ। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ୫ ଶହ ୭୫ ଯୁବକ ସେନାରେ ଯୋଗ ଦେଇଛନ୍ତି। ତାଲିମ୍‌ ଶେଷ ହେବା ପରେ ସେମାନେ ଜୈକଲାଇ ରିଜିମେଣ୍ଟରେ ଯୋଗ...

ଘରୁ ମୂଷା ଓ ଚୁଚୁନ୍ଦ୍ରାଙ୍କୁ ତଡ଼ିବାର ସହଜ ଉପାୟ…

କେତେକଙ୍କ ଘରେ ମୂଷା ଏବଂ ଚୁଚୁନ୍ଦ୍ରା ରହିଥାନ୍ତି। ତେବେ ସେମାନଙ୍କ ଯୋଗୁ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ମୂଷା ଏବଂ ଚୁଚୁନ୍ଦ୍ରାଙ୍କୁ ଘରୁ ତଡ଼ିବା ପାଇଁ କେହି କେହି ବିଷର ପ୍ରୟୋଗ କରିଥାନ୍ତି। ମାତ୍ର ଏଥିରେ ମୁହଁ...

‘ମାରବତ ଫେଷ୍ଟିଭାଲ’ରେ ପାକିସ୍ତାନକୁ ଟାର୍ଗେଟ କଲେ ସାଧାରଣ ଜନତା

ନାଗପୁର,୩୧।୮: ମହାରାଷ୍ଟ୍ରର ନାଗପୁରରେ ଶନିବାର ‘ମାରବତ ଫେଷ୍ଟିଭାଲ’ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ଏହି ନିଆର ପର୍ବ ନାଗପୁରର ଏକ ସ୍ବତନ୍ତ୍ର ପରିଚୟ ବୋଲି କୁହାଯାଏ। ଚଳିତ ବର୍ଷ ଏହାର ୧୪୦ ବର୍ଷ ପୁର୍ତ୍ତି ହୋଇଥିବା ବେଳେ ଲୋକେ ଏହାକୁ ମନଭରି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri