ଜାତୀୟ

ଏସ୍‌ସି, ଏସ୍‌ଟି ଆଇନ: ବିନା ତଦନ୍ତରେ ଦାଏର ହୋଇପାରିବ ଏଫ୍‌ଆଇଆର୍‌; ରାୟ ପ୍ରତ୍ୟାହାର କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୧୦(ପି.ଟି.): ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍‌ଟି) ଆଇନ ସମ୍ପର୍କିତ ରାୟ ଦେବାର ଦେଢ଼ବର୍ଷ ପରେ ସୁପ୍ରିମକୋର୍ଟ ଏହାକୁ ଆଂଶିକ ଭାବେ ପ୍ରତ୍ୟାହାର କରିନେଇଛନ୍ତି। ଏହାସହ ଦେଶରେ ସମାନତା ଓ ଦଓ୍ବୋନି ଅଧିକାର ପାଇଁ ଦଳିତମାନଙ୍କ ଲଢ଼େଇ...

ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୦ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବୁଧବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି...

ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…

ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ ।...

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଆମ୍ବପତ୍ର

ଆମ୍ବ ପତ୍ରରେ ଭିଟାମିନ୍‌ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍‌ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ ରୋଗୀଙ୍କ ପାଇଁ ଏକପ୍ରକାର ବରଦାନ କହିଲେ ଅତ୍ୟୁକ୍ତି ହେବ ନାହଁି। ଯଦିଓ ଆମ୍ବ...

ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ

ମହାରାଷ୍ଟ୍ରର ଅମରାବତୀର ହର୍ବିନ୍‌ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍‌ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ ରୋଟି’ ଅଭିଯାନ। ‘ଦଶବନ୍ଦ’ର ଅର୍ଥ ନିଜ ରୋଜଗାରର ଦଶ ପ୍ରତିଶତ ଅଂଶକୁ...

ମା’ ଆଇଏଏସ୍‌, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ

ମା’ ଜଣେ ଆଇଏଏସ୍‌ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ହରିଆଣାରେ ହେବାକୁ ଥିବା ବିଧାନସଭାରେ...

ମହାତ୍ମା ଗାନ୍ଧୀଙ୍କୁ ନିଜ ଅଟୋଗ୍ରାଫକୁ ୫ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା

ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯିବାକୁ ଯୋଜନା କରାଯାଇଛି। ୧୮୬୯ ଅକ୍ଟୋବର ୨ରେ ଗୁଜରାଟର ପୋରବନ୍ଦରଠାରେ ମୋହନଦାସ କରମଚାନ୍ଦ...

ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…

ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଏକ ମନ୍ଦିରରେ ସିନ୍ଦୁରରେ ନିର୍ମିତ ଗଣେଶ ମୂର୍ତ୍ତି ପୂଜା...

ଗେଣ୍ଡୁଫୁଲର ଉପକାରିତା

ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ ଏବେ ଚର୍ମ ରୋଗ ଜଟିଳ ରୂପ ଧାରଣ କରିଛି। ଏଥିରେ ଆକ୍ରାନ୍ତ ଲୋକଙ୍କୁ...

କମିଲା ସୁନା ଦର

ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା। ଏବେ କିନ୍ତୁ ଗତ କିଛି ସପ୍ତାହ ହେବ ଉଭୟ ସୁନା ଓ ରୂପା...

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଭାଜପାର ବହୁ ନେତାମାନେ ସାମିଲ...

ଦେଶରେ ୪୫ କୋଟିରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ, ମୁମ୍ବାଇ ଆଗରେ

ନୂଆଦିଲ୍ଲୀ,୧।୧୦: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ୪୫.୧କୋଟି ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ ଅଛନ୍ତି। ଭାରତରେ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ପ୍ରତି ତିନିଜଣ ବ୍ୟକ୍ତିଙ୍କ ମଧ୍ୟରେ ୨ଜଣଙ୍କ ବୟସ ୧୨ରୁ ୨୯ ବର୍ଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri