ଜାତୀୟ

ଚାଇନାର ‘କଶ୍ମୀର’ ମନ୍ତବ୍ୟକୁ ଭାରତର ବିରୋଧ

ନୂଆଦିଲ୍ଲୀ,୨୯ା୯(ପି.ଟି.): ଜାତିସଂଘରେ ଚାଇନା କଶ୍ମୀର ପ୍ରସଙ୍ଗ ଉଠାଇଥିବାରୁ ଭାରତ ଏହାର ଦୃଢ଼ ବିରୋଧ କରିଛି। ୟୁଏନ୍‌ଜିଏରେ ଉଦ୍‌ବୋଧନ ଦେଇ ଚାଇନା କହିଥିଲା, ଜାତିସଂଘ ନିୟମାବଳୀ, ସୁରକ୍ଷା ପରିଷଦର ସଂକଳ୍ପନାମା ଓ ଦ୍ୱିପାକ୍ଷିକ ଚୁକ୍ତିନାମା ଆଧାରରେ ଏହି ବିବାଦର ଶାନ୍ତିପୂର୍ଣ୍ଣ ଓ...

ବିହାର କୋର୍ଟରେ ଇମ୍ରାନ୍‌ଙ୍କ ବିରୋଧରେ ମାମଲା

ପାଟନା,୨୯ା୯ (ଆଇଏଏନ୍‌ଏସ୍‌): ବିହାର ମୁଜାଫରପୁର ଜିଲାର ଏକ ଅଦାଲତରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଜାତିସଂଘରେ ଇମ୍ରାନ ଭାରତକୁ ଆଣବିକ ଯୁଦ୍ଧ ଧମକ ଦେବା ସହ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ଏହା ବିରୋଧରେ...

ଆଇଏନ୍‌ଏକ୍ସ ମିଡିଆ ମାମଲା: ସିବିଆଇକୁ କେନ୍ଦ୍ରର ଅନୁମତି; ୪ ଅଧିକାରୀଙ୍କ ବିରୋଧରେ ତଦନ୍ତ ଚାଲିବ

ନୂଆଦିଲ୍ଲୀ,୨୯ା୯: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ନୀତି ଆୟୋଗର ପୂର୍ବତନ ସିଇଓଙ୍କ ସମେତ ୪ ବରିଷ୍ଠ ପୂର୍ବତନ ଅଧିକାରୀଙ୍କ ବିରୋଧରେ ତଦନ୍ତ କରିବା ଲାଗି ସିବିଆଇକୁ ସରକାର ଅନୁମତି ଦେଇଛନ୍ତି। ୨୦୦୭ରେ ଆଇଏନ୍‌ଏକ୍ସ ମିଡିଆରେ ବିଦେଶୀ ପୁଞ୍ଜିନିବେଶ ଲାଗି ଅନୁମତି...

ଜମ୍ମୁ-କଶ୍ମୀରରେ ସେନା ଅପରେଶନ: ଯବାନ ଶହୀଦ, ୬ ଆତଙ୍କବାଦୀ ନିହତ

ଜମ୍ମୁ,୨୯ା୯(ପି.ଟି.): ଜମ୍ମୁ-କଶ୍ମୀରର ଦୁଇଟି ସ୍ଥାନରେ ଶନିବାର ଏନ୍‌କାଉଣ୍ଟର କରାଯାଇଛି। ଏଥିରେ ମୋଟ ୬ ଆତଙ୍କବାଦୀ ନିହତ ହୋଇଛନ୍ତି। କିସ୍ତଓ୍ବାର ନିକଟ ବାଟୋଟେ ଅଞ୍ଚଳରେ ସେନାର ଦୀର୍ଘ ୯ ଘଣ୍ଟା ଅପରେଶନ ପରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଜଣେ...

ପାନ୍‌-ଆଧାର ଲିଙ୍କ୍‌ ଅବଧି ୩୧ ଡିସେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୯ା୯: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍‌) ସହ ଆଧାର ସଂଯୋଗ କରାଇବା ଅବଧିକୁ ଚଳିତ ବର୍ଷ ୩୧ ଡିସେମ୍ବର ଯାଏ ବଢାଯାଇଛି। ଏହାର ଲିଙ୍କ୍‌ କରାଇବା ନେଇ ଶେଷ ସୀମା ସେପ୍ଟେମ୍ବର ୩୦ ଥିବାବେଳେ ଏହାକୁ ବଢାଯାଇଥିବା ଶନିବାର ଅର୍ଥ...

ଛାତ୍ରୀଛାତ୍ରଙ୍କ ବୋଝ ବଢ଼ାଇଲା ଆଇଆଇଟି କାଉନ୍‌ସିଲ: ଏମ୍‌ଟେକ୍‌ ଫି ୯୦୦% ବୃଦ୍ଧି

ନୂଆଦିଲ୍ଲୀ,୨୯ା୯: ଏମ୍‌ଟେକ୍‌ ପାଠ୍ୟକ୍ରମ ଫି ପାଖାପାଖି ୯୦୦ ପ୍ରତିଶତ ବୃଦ୍ଧି କରି ଏହାକୁ ବିଟେକ୍‌ ଦେୟ ସହ ସମାନ କରିବାକୁ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍‌ନୋଲୋଜି (ଆଇଆଇଟି) କାଉନସିଲ ନିଷ୍ପତ୍ତି ନେଇଛି। ୨୦୨୦ ଶିକ୍ଷାବର୍ଷରୁ ଏହି ବର୍ଦ୍ଧିତ ଦେୟ ଲାଗୁ...

ଏପରି ଚାକିରି ଯେଉଁଠି ଶୋଇଲେ ମିଳେ ଦରମା ୧୩ ଲକ୍ଷ…

ନାସା ପକ୍ଷରୁ କେତେକ ସମୟରେ ଏକ ଚାକିରୀର ବିଜ୍ଞାପନ ଦିଆଯାଇଥାଏ। ଏଥିରେ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ୭୦ ଦିନ ପାଇଁ କେବଳ ଶୋଇବାକୁ ପଡ଼ିବ। ନାସା ଏଭଳି ବ୍ୟକ୍ତିଙ୍କୁ ୧୯ହଜାର ଡଲାର ଅର୍ଥାତ୍‌ ୧୩ ଲକ୍ଷ ୪୨ ହଜାର ୫...

ଭାରତର ଏହି ସ୍ଥାନକୁ ଯିବା ପାଇଁ ଲାଗିଥାଏ ଭିଜା

ସାରା ବିଶ୍ୱରେ ସେପ୍ଟେମ୍ବର ୨୭ରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଇଛି। ବ୍ୟସ୍ତବହୁଳ ଜୀବନରୁ ଟିକେ ଜଞ୍ଜାଳ ମୁକ୍ତ ହୋଇ ମନଖୁସି କରିବା ଲାଗି ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଲୋକମାନେ ପସନ୍ଦ କରନ୍ତି। ଦିନକୁ ଦିନ ଭାରତୀୟ ଲୋକଙ୍କ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ଆବେଦନ: ଶୁଣାଣି ଅକ୍ଟୋବର ୧ରୁ; ଗଠନ ହେଲା ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୮।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ଅକ୍ଟୋବର ୧ରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହେବ। ଏନେଇ ସାମ୍ବିଧାନିକ ପୀଠ ଗଠନ କରାଯାଇଛି। ବିଚାରପତି ଏନ୍‌.ବି. ରମଣାଙ୍କ ନେତୃତ୍ୱରେ ବିଚାରପତି ସଞ୍ଜୟ କିଶନ କୋଲ୍‌, ବିଚାରପତି ଆର୍‌. ସୁଭାଷ...

ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଆତଙ୍କବାଦୀ ପୋଲିସ ହାତରେ ଧରାପଡ଼ିଲେ

ଶ୍ରୀନଗର,୨୮।୯: ଏକ ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଜଣେ  ସନ୍ଦିଗ୍ଧ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ  ପୋଲିସ ହାତରେ ଧରାପଡ଼ିଛନ୍ତି। ହରିୟାଣାର ଅମ୍ବାଲାଠାରେ ଚେକିଂ ସମୟରେ ଆତଙ୍କବାଦୀଙ୍କୁ ଗିରଫ କରି ଜମ୍ମୁ ପୋଲିସକୁ ହସ୍ତାନ୍ତର କରାଯାଇଛି। ଆମ୍ବାଲା ପୋଲିସକୁ ଗୋଇନ୍ଦା...

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ସର୍ଚ୍ଚଅପରେଶନ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା...

ଆହତଙ୍କୁ ମୃତ ଭାବି ଡାକ୍ତରଖାନା ନେଲା ପୋଲିସ

ଭୋପାଳ,୨୮।୯: ମଧ୍ୟପ୍ରଦେଶର ଭିଣ୍ଡ୍‌ ପୋଲିସର ଗୁରୁତର ଅବହେଳା ଶନିବାର ସାମ୍ନାକୁ ଆସିଛି। ଆହତ ବ୍ୟକ୍ତିଙ୍କୁ ମୃତ ଭାବି ପୋଲିସ ହସ୍ପିଟାଲକୁ ନେଇଥିବା ବେଳେ ତାଙ୍କୁ ଜୀବିତ ଦେଖି ଆଶ୍ଚର୍ଯ୍ୟ ହୋଇପଡ଼ିଥିଲେ ଡାକ୍ତର। ସୂଚନାଯୋଗ୍ୟ, ଏକ ଅଜ୍ଞାତ ଗାଡି ବାଇକ୍‌କୁ ଧକ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri