ଜାତୀୟ

ତ୍ରିପୁରାରେ ବଳି ବନ୍ଦ: ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ଅଗରତଲା,୨୮।୯: ଜୀବିତ ରହିବା ପ୍ରତି ପ୍ରାଣୀଙ୍କର ମୌଳିକ ଅଧିକାର। ଏଥିରୁ ତାଙ୍କୁ ବଞ୍ଚିତ କରାଯାଇପାରିବ ନାହିଁ। ଏନେଇ ତ୍ରିପୁରା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଅନ୍ତର୍ଗତ ଏଣିକି ରାଜ୍ୟରେ ପ୍ରଚଳିତ ପ୍ରରମ୍ପରା ଅନୁସାରେ କୌଣସି ବଳି ଦିଆ ଯାଇପାରିବ...

ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ସ୍କୁଲ ଆସନ୍ତି ଛାତ୍ର

ଭୋପାଳ,୨୮।୯: ମଧ୍ୟପ୍ରଦେଶ ନରସିଂହପୁର ଜିଲାରେ ଏକ ସରକାରୀ ମାଧ୍ୟମିକ ବାଳକ ବିଦ୍ୟାଳୟରେ ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ଛାତ୍ରମାନେ ଆସିଥାନ୍ତି। ସ୍କୁଲରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ରଘୁପତି ରାଘବ ରାଜା ରାମ ପ୍ରାର୍ଥନାରେ ଗାନ କରାଯାଇଥାଏ। ସ୍ଥାନୀୟ ସିଂହପୁର...

ଅସ୍ଥାୟୀ ଭାବେ ବନ୍ଦ ହେଲା ନେହେରୁ ପ୍ରାଣୀ ଉଦ୍ୟାନ

ହାଇଦ୍ରାବାଦ,୨୮।୯: ହାଇଦ୍ରାବାଦରେ ଲଗାଣ ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ମିର ଆଲମ ଟ୍ୟାଙ୍କରେ ପାଣି ଭର୍ତ୍ତି ହୋଇଯିବାରୁ ସହରର ରାସ୍ତାଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଟ୍ୟାଙ୍କରେ ଭର୍ତ୍ତି ହୋଇ ଉଛୁଳୁଥିବା...

ଶତାଦ୍ଦୀ ଏକ୍ସପ୍ରେସରେ ବୋମା ଆତଙ୍କ

ମଥୁରା,୨୮।୯: ରାଜଧାନୀ ଦିଲ୍ଲୀରୁ ଭୋପାଳ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍‌ ଟ୍ରେନରେ ଶନିବାର ବୋମା ଥିବା ନେଇ ସୂଚନା ମିଳିଥିଲା। ଏହି ସୂଚନା ମିଳିବା ପରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିବା ବେଳେ ଉକ୍ତ ଟ୍ରେନଟିକୁ ଉତ୍ତରପ୍ରଦେଶର ମଥୁରା ଷ୍ଟେସନରେ କିଛି...

ଉତ୍ତରପ୍ରଦେଶରେ ବର୍ଷା ବିତ୍ପାତ

ଲକ୍ଷ୍ନୌ,୨୮।୯: ଉତ୍ତରପ୍ରଦେଶରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ରାଜ୍ୟରେ ବର୍ଷା ବିତ୍ପାତ ଦେଖାଦେଇଛି। ରାସ୍ତାଘାଟରେ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘର ଗୁଡିକରେ ପାଣିପଶିଯାଇଛି। ଫଳରେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇପଡିଛି। ମାଟି ଓ ଚାଳ ଘରଗୁଡ଼ିକ...

ଆଇଏନ୍‌ଏସ୍‌ ଖଣ୍ଡେରୀ ନୌସେନାରେ ସାମିଲ୍‌: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି; ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଜବାବ

ମୁମ୍ବାଇ,୨୮।୯: ଆଇଏନ୍‌ଏସ୍‌ ଖଣ୍ଡେରୀକୁ ଭାରତୀୟ ନୌସେନାରେ ସାମିଲ୍‌ କରାଯାଇଛି। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଖଣ୍ଡେରୀକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମୁମ୍ବାଇଠାରେ ନୌସେନାରେ ସାମିଲ୍‌ କରିଛନ୍ତି। ସମୁଦ୍ରରେ ଗଭୀର ପାଣି ତଳେ ୧୨...

ଜଳାତଙ୍କକୁ ରୋକିବ ପ୍ରତିଷେଧକ ବ୍ୟବସ୍ଥା

ଜଳାତଙ୍କ ଉଭୟ ପ୍ରାଣୀ ଓ ମନୁଷ୍ୟଙ୍କୁ ଆକ୍ରାନ୍ତ କରୁଥିବା ଏକ ମାରାତ୍ମକ ଭୂତାଣୁଜନିତ ସଂକ୍ରାମକ ରୋଗ। ଲିସା ଭାଇରସ୍‌ ନାମକ ଏକ ଭୂତାଣୁ ର଼୍ୟାବିଜ୍‌ ରୋଗ କରିଥାଏ। ଉପଯୁକ୍ତ ପ୍ରତିଷେଧକ ବ୍ୟବସ୍ଥା ଦ୍ୱାରା ଏହି ରୋଗକୁ ରୋକାଯାଇପାରିବ। କୁକୁର, ବିଲେଇ...

୯୦ ବର୍ଷରେ ପାଦ ଦେଲେ ଲତା ମଙ୍ଗେସକର

ମୁମ୍ବାଇ,୨୮।୯: କୋକିଳ କଣ୍ଠୀ ଗାୟିକା ଲତା ମଙ୍ଗେସକର ଶନିବାର ୯୦ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୨୯ ସେପ୍ଟେମ୍ବର ୨୮ରେ ଇନ୍ଦୋରଠାରୋ ଜନ୍ମଗ୍ରହଣ କରିଥିଲେ। ୧୯୪୩ରେ ଲତାଙ୍କୁ ୧୩ ବର୍ଷ ହୋଇଥିବାବେଳେ ତାଙ୍କ ପିତାଙ୍କ ମୃତ୍ୟୁ ହୋଇଥିଲା। ସେହିବର୍ଷାଂରୁ ସେ...

ଉରି ସର୍ଜିକାଲ ଷ୍ଟ୍ରାଇକ୍‌କୁ ପୂରିଲା ୩ ବର୍ଷ

ନୂଆଦିଲ୍ଲୀ,୨୮।୯: ସୀମାରେ ପାକିସ୍ତାନର ଅଘୋଷିତ ଯୁଦ୍ଧ ବିରୋଧରେ ଭାରତୀୟ ସେନା ୨୦୧୬ ସେପ୍ଟେମ୍ବର ୨୮-୨୯ ତାରିଖ ରାତିରେ ଆରମ୍ଭ କରିଥିଲେ ସର୍ଜିକାଲ ଷ୍ଟ୍ରାଇକ୍‌। ଭାରତରେ ଅନୁପ୍ରବେଶ ଯୋଜନା କରୁଥିବା ଆତଙ୍କବାଦୀଙ୍କୁ ଉରିଠାରେ ଭାରତୀୟ ସେନା ନିପାତ କରିଥିଲେ। ଇତି ମଧ୍ୟରେ...

ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଡୋଡ଼ା ଜିଲାର ରାମବନଠାରେ ଭାରତୀୟ ସେନା ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ବଟୋଟ୍‌-ଡୋଡ଼ା ରୋଡ୍‌ରେ ସେନା ଗାଡ଼ି ଉପରେ ଶନିବାର ସକାଳ ୭ଟା ୩୦ରେ ଆତଙ୍କବାଦୀମାନେ ଆକ୍ରମଣ କରିବାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରାମବନ ଅଞ୍ଚଳରେ ଘେରାବନ୍ଦୀ...

‘ହାଉସ୍‌ଫୁଲ୍‌-୪’ର ଟ୍ରେଲର୍‌ ରିଲିଜ୍‌

ନୂଆଦିଲ୍ଲୀ: ବଲିଉଡ୍‌ ସୁୁପରହିଟ୍‌ ମଲ୍‌ଟିଷ୍ଟାର୍‌ କମେଡ଼ି ସିରିଜ୍‌ ‘ହାଉସ୍‌ଫୁଲ୍‌-୪’ର ଟ୍ରେଲର୍‌ ରିଲିଜ୍‌ ହୋଇଯାଇଛି। ହାଉସ୍‌ଫୁଲ୍‌ ସିରିଜ୍‌ର ପ୍ରତ୍ୟେକ ଫିଲ୍ମ ବଲିଉଡ୍‌ରେ ସୁପରହିଟ୍‌ ରହିଥିବାବେଳେ ଚତୁର୍ଥ ସିରିଜ୍‌ ମଧ୍ୟ ଦର୍ଶକଙ୍କୁ ଭରପୂର୍‌ ମନୋରଞ୍ଜନର ଖୋରାକ୍‌ ଯୋଗାଇବ ବୋଲି ଆଶା କରାଯାଉଛି। ପ୍ରଥମେ...

ରକ୍ତତୀର୍ଥ ଇରମ

ସ୍ବାଧୀନତା ସଂଗ୍ରାମ ଇତିହାସରେ ମହାତ୍ମା ଗାନ୍ଧୀଙ୍କ ଭାରତଛାଡ ଆନ୍ଦୋଳନ ସର୍ବଶେଷ ଏବଂ ସର୍ବଶ୍ରେଷ୍ଠ ଆନ୍ଦୋଳନ ଭାବେ ଖ୍ୟାତି ଲାଭ କରିଥିଲା, ବିଶ୍ୱ ଇତିହାସରେ ଯେଉଁ ବିପ୍ଳବର ପଟାନ୍ତର ନ ଥିଲା। ଗାନ୍ଧିଜୀଙ୍କ ଡାକରାରେ ସେତେବେଳେ ତେଜି ଉଠିଥାଏ ସାରା ଭାରତ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri