ଜାତୀୟ

କ୍ୟାଫେ କଫି ଡେ’ ମାଲିକ ଭି.ଜି ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଜାଣିପାରିଲେ ନାହିଁ, ଶେଷରେ ଆଖିବୁଜିଲେ ପିତା

ନୂଆଦିଲ୍ଲୀ,୨୬।୮:ଦେଶର ପ୍ରଖ୍ୟାତ କଫି ଚେନ କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟା କରିବାର ପାଖାପାଖି ମାସେ ପରେ ତାଙ୍କ ପିତାଙ୍କ ମୃତ୍ୟୁ ଘଟିଛି। ୯୬ ବର୍ଷୀୟ ଗଙ୍ଗୈୟା ହେଗ୍‌ଡେ ଅନେକ ଦିନ ହେବ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ...

ଚିଦାମ୍ବରମଙ୍କ ଆବେଦନର ଶୁଣାଣି ଲାଗି ସୁପ୍ରିମକୋର୍ଟରେ ଏପର୍ଯ୍ୟନ୍ତ ପ୍ରସ୍ତୁତ ହୋଇ ନାହିଁ ତାଲିକା

ନୂଆଦିଲ୍ଲୀ,୨୬।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ସିବିଆଇ ରିମାଣ୍ଡରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କ ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହେବାର ଥିଲା। ହେଲେ ଏପର୍ଯ୍ୟନ୍ତ ଏହି ମାମଲାର ତାଲିକା ପ୍ରସ୍ତୁତ ହୋଇ ନ ଥିବା ଜଣାପଡିଛି। ସୋମବାର ଚିଦାମ୍ବରମଙ୍କ...

ସିବିଆଇସିର ୨୨ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ନୂଆଦିଲ୍ଲୀ,୨୬।୮: କେନ୍ଦ୍ରୀୟ ଅପ୍ରତ୍ୟକ୍ଷ କର ଓ ସୀମା ଶୁଳ୍କ ବୋର୍ଡ (ସିବିଆଇସି)ବା The Central Board of Indirect Taxes and Customs (CBIC) ୨୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏମାନେ ସମସ୍ତେ ସୁପରିଣ୍ଟେଣ୍ଡେଣ୍ଟ ଓ ଏଓ...

ୟେଦୁରପ୍ପାଙ୍କୁ ମିଳିପାରନ୍ତି ୩ ଉପ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କୁ ୩ ଉପ ମୁଖ୍ୟମନ୍ତ୍ରୀ ମିଳି ପାରନ୍ତି ବୋଲି ସେ ସୂଚନା ଦେଇଛନ୍ତି। ସୋମବାର ଏହାର ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। ତେବେ ଏହା ଦଳର ହାଇକମାଣ୍ଡ ଉପରେ ନିର୍ଭର କରେ ବୋଲି...

ମନମୋହନଙ୍କୁ ମିଳିବ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୬।୮: ମୋଦି ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କଠାରୁ ସ୍ପେଶାଲ ପ୍ରୋଟେକ୍ସନ ଗ୍ରୁପ୍‌(ଏସ୍‌ପିଜି) ସୁରକ୍ଷା ହଟାଇ ଦେଇଛନ୍ତି। ଏହା ବଦଳରେ ତାଙ୍କୁ ଜେଡ ପ୍ଲସ୍‌ (z+) ସୁରକ୍ଷା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ମନମୋହନଙ୍କୁ ବର୍ତ୍ତମାନ ଦିଆଯାଉଥିବା ସୁରକ୍ଷା...

ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମ ଲେଖାଇବେ ରାଜୌରିର ପ୍ରଥମ ଛାତ୍ରୀ

ରାଜୌରି,୨୬।୮: ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଇରମିମ ଶମିମ ନାମକ ଜଣେ ଛାତ୍ରୀ ପ୍ରଥମ କରି ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ (ଏମ୍ସ)ରେ ଏମ୍‌ବିବିଏସ୍‌ ପଢିବାର ସୁଯୋଗ ପାଇଛନ୍ତି। ଇରମିମ ଜଣେ ଗୁଜ୍ଜର ସମ୍ପ୍ରଦାୟର ମହିଳା। ଗତ ଜୁନ୍‌...

ଭାଜପାର ସହଯୋଗୀ ଦଳ ପାଇଁ ପ୍ରଚାର କରିବେ ସଞ୍ଜୟ

ମୁମ୍ବାଇ,୨୬।୮: ମହାରାଷ୍ଟ୍ରରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ସମାଜ ପକ୍ଷ(ଆର୍‌ଏସ୍‌ପି) ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ମହାଦେବ ଜନକର ରବିବାର ଏହି ସୂଚନା ଦେଇଛନ୍ତି।...

ଟେକାମାଡ଼ରେ ଟ୍ରକ୍‌ ଡ୍ରାଇଭର ମୃତ

ଶ୍ରୀନଗର,୨୬ା୮(ପି.ଟି.): ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲା ଜରାଦିପୋରା ଉରାନହାଲ୍‌ ଅଞ୍ଚଳରେ ରବିବାର ରାତିରେ ଟେକାମାଡ଼ରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ୪୨ ବର୍ଷୀୟ ନୁର ମହମ୍ମଦ ଦାର୍‌ ଘରକୁ ଫେରୁଥିବାବେଳେ ସ୍ଥାନୀୟ ବିକ୍ଷୋଭକାରୀମାନେ ତାଙ୍କ ଟ୍ରକ୍‌କୁ ସୁରକ୍ଷା ବଳର...

କେନ୍ଦ୍ର ନିଷ୍ପତ୍ତିର କୋଡ଼ିଏ ଦିନ ପରେ:କୁହୁଳୁଛି କଶ୍ମୀର, ନିଆଁକୁ ଡର

ଠିକ୍‌ କୋଡ଼ିଏ ଦିନ ତଳେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇଦେଇ ଜମ୍ମୁ-କଶ୍ମୀର ଏବଂ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ନିଷ୍ପତ୍ତି...

୨୩ରେ ୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୮(ପି.ଟି.):ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ରବିବାର ଏନେଇ ଘୋଷଣା କରିଛନ୍ତି। ସେହି ଆସନଗୁଡ଼ିକ ହେଲା ଛତିଶଗଡ଼ର ଦାନ୍ତଓ୍ବୋଡା, ତ୍ରିପୁରାର ବଧେରଘାଟ, ଉତ୍ତରପ୍ରଦେଶର ହମିରପୁର...

କଶ୍ମୀର ସଚିବାଳୟରେ ତ୍ରିରଙ୍ଗା

ଶ୍ରୀନଗର,୨୬ା୮(ପି.ଟି.):୩୭୦ ଉଚ୍ଛେଦର ତିନି ସପ୍ତାହ ପରେ ଶ୍ରୀନଗରସ୍ଥିତ ସଚିବାଳୟରୁ ଜମ୍ମୁ-କଶ୍ମୀରର ପତାକା ହଟିଛି। ଏବେ ସେଠାରେ କେବଳ ତ୍ରିରଙ୍ଗା ଉଡ଼ୁଛି। ପୂର୍ବରୁ ସଚିବାଳୟ ଶୀର୍ଷରେ ଜାତୀୟ ପତାକା ସହ ଜମ୍ମୁ-କଶ୍ମୀରର ଲାଲ ପତାକା ଉଡ଼ୁଥିଲା। କାରଣ ସମ୍ବିଧାନର ଅନୁଚ୍ଛେଦ ୩୭୦...

ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ପତାକା ଦାବି

ଗୌହାଟୀ,୨୫ା୮:ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ସେଠାକାର ପତାକା ରଦ୍ଦ ହୋଇଛି। ଅନ୍ୟପକ୍ଷରେ ଏବେ ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ମାନ୍ୟତା ଓ ପତାକା ଦାବି ଜୋର ଧରିଛି। ସ୍ବତନ୍ତ୍ର ପତାକା ଓ ସ୍ବତନ୍ତ୍ର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri