ଜାତୀୟ

ଚିଦାମ୍ବରମଙ୍କ ଗିରଫଦାରିକୁ କଂଗ୍ରେସର ବିରୋଧ:ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌):ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଗିରଫଦାରି ବେଆଇନ। କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କୁ ଗିରଫ କରାଇଛନ୍ତି। ଏହା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା ବୋଲି ଅଭିଯୋଗ ଆଣିଛି କଂଗ୍ରେସ। କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି...

ମନ୍ଦିର ଭଙ୍ଗାକୁ ବିରୋଧକରି ଦଳିତଙ୍କ ବିକ୍ଷୋଭ:ଭୀମ ଆର୍ମି ମୁଖ୍ୟଙ୍କ ସମେତ ୯୬ ଗିରଫ

ନୂଆଦିଲ୍ଲୀ, ୨୩ା୮(ପି.ଟି.):ଦିଲ୍ଲୀ ପୋଲିସ ତୋଗଲକବାଦ୍‌ଠାରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ସମେତ ୯୬ ବିକ୍ଷୋଭକାରୀଙ୍କୁ ଗିରଫ କରିଛି। ଏମାନେ ବେଆଇନ ଭାବେ ଏକାଠି ହୋଇ ଦଙ୍ଗାସମ ପରିସ୍ଥିତି ସୃଷ୍ଟି କରିଥିବା ଅଭିଯୋଗ ହୋଇଛି। ରବି ଦାସ ମନ୍ଦିର ଭଙ୍ଗାଯିବାକୁ...

ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର:ପାକ୍‌ ଆଣୁଛି ୧୦୦ ଆଫ୍‌ଗାନ ଆତଙ୍କବାଦୀ

ନୂଆଦିଲ୍ଲୀ,୨୩ା୮(ପି.ଟି.):ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତିରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଆଫଗାନିସ୍ତାନରୁ ୧୦୦ ଆତଙ୍କବାଦୀଙ୍କୁ କଶ୍ମୀରକୁ ଆଣୁଛି। ସେମାନେ ଉପତ୍ୟକା ସମେତ ଦେଶର ବିଭିନ୍ନ ସ୍ଥାନରେ ଆକ୍ରମଣ କରି ଅସ୍ଥିରତା ସୃଷ୍ଟି କରିପାରନ୍ତି...

ଏସବୁ ରୋଗରୁ ବି ଦୂରେଇ ରଖେ ଆମ୍ବ ଟାକୁଆ…

ଆମ୍ବ ଶରୀର ପାଇଁ ଉପକାରୀ। ଏହା ସହିତ ଆମ୍ବ ଟାକୁଆ ମଧ୍ୟ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ଟାକୁଆରୁ କୋଇଲି ବାହାର କରି ଏହାକୁ ଶୁଖାଇ ଗୁଣ୍ଡ କରି ପ୍ରତିଦିନ ସକାଳେ ଖାଲିପେଟରେ ଗ୍ଲାସେ ଉଷୁମ ପାଣି ସହ ଖାଇଲେ...

ଚିଦାମ୍ବରମଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ,୨୨ା୮(ପି.ଟି./ଆଇଏଏନ୍‌ଏସ୍‌): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ ମିଡିଆ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ସନ୍ଧ୍ୟା ୫ଟା ୪୫ ମିନିଟରେ ୫ ଦିନିଆ ରିମାଣ୍ଡରେ ନେଇଛି। ବୁଧବାର ରାତିରେ ଗିରଫ...

ରୂପକୁଣ୍ଡ କଙ୍କାଳର ରହସ୍ୟ ଜଣାପଡ଼ିଲା

ହାଇଦ୍ରାବାଦ:ହିମାଳୟରେ ବହୁ ପ୍ରାକୃତିକ ହ୍ରଦ ଓ କୁଣ୍ଡ ମଧ୍ୟରେ ରୂପକୁଣ୍ଡ ହ୍ରଦ ପୂରା ଭିନ୍ନ। ହିମାଳୟର ୫,୦୨୯ ମିଟର ଉଚ୍ଚରେ ଥିବା ଏହି ହ୍ରଦ ଭିତରେ ଓ ତା’ କୂଳରେ ମାନବ ଅସ୍ଥି କଙ୍କାଳ ସବୁ ପଡିରହିଛି। ଏଣୁ ଏହାକୁ...

ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶରେ ସଜାଯାଏ…

ପଞ୍ଜାବ ଅମୃତସର ନିକଟରେ ଥିବା ପାବ୍‌ ଅଞ୍ଚଳରେ ରହିଛି ଏକ ମନ୍ଦିର। ଏଠାରେ ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶ କରାଯାଇଥାଏ। ଏହି ହନୁମାନ ମନ୍ଦିରରେ ପ୍ରତିବର୍ଷ କାର୍ତ୍ତିକ ମାସରେ ୧୦ ଦିନ ପର୍ଯ୍ୟନ୍ତ ଏହି ଉତ୍ସବ ଚାଲେ।...

୩୦ ମିନିଟ୍‌ ପରେ ରାୟ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର ହୋଇଛନ୍ତି। ତେବେ ତାଙ୍କ ତରଫରୁ ମାମଲା ଲଢୁଥିବା ଓକିଲ କପିଲ ଶିବଲ ଓ...

ଇସ୍ରୋ ଅଧ୍ୟକ୍ଷ ଶିବନଙ୍କୁ ମିଳିଲା କଲାମ ପୁରସ୍କାର

ଚେନ୍ନାଇ,୨୨।୮: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅଧ୍ୟକ୍ଷ ଡ. କେ ଶିବନଙ୍କୁ ଡ.ଏପିଜେ ଅବଦୁଲ କଲାମ ପୁରସ୍କାର ମିଳିଛି। ତାମିଲନାଡୁ ସରକାରଙ୍କ ଦ୍ୱାରା ତାଙ୍କୁ ଏହି ପୁରସ୍କାର ଦିଆଯାଇଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଶିବନଙ୍କ ଅବଦାନକୁ ଦେଖି...

କାଠଗଡାରେ ଚିଦାମ୍ବରମ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର ହୋଇଛନ୍ତି। ତେବେ ତାଙ୍କ ଓକିଲ କପିଲ ଶିବଲ କହିଛନ୍ତି, ଚିଦାମ୍ବରମ ଏଥିରେ ଦୋଷୀ...

ସରକାରୀ ଗାଡ଼ି ଚଳାଇବେ ମହିଳା ଡ୍ରାଇଭର

ଥିରୁଭାନନ୍ତପୁରମ,୨୨।୮: କେରଳ ସରକାର ଏବେ ଏକ ନୂଆ ପଦକ୍ଷେପ ନେବାକୁ ଯାଉଛନ୍ତି। କେରଳରେ ଏଣିକି ସରକାରୀ କାର୍ଯ୍ୟାଳୟ ପାଇଁ ଉଦ୍ଦିଷ୍ଟ ଥିବା ଗାଡ଼ିରେ ମହିଳା ଡ୍ରାଇଭରଙ୍କୁ ନିଯୁକ୍ତି ମିଳିବ ବୋଲି ସୂଚନା ମିଳିଛି। ପୂର୍ବରୁ ଏଠାରେ ସରକାରୀ କାର୍ଯ୍ୟାଳୟରେ ଥିବା...

ଆଇଏନ୍‌ଏକ୍ସ୍‌ ମାମଲା: ଇଡ଼ି ଅଧିକାରୀ ରାକେଶ ଆହୂଜାଙ୍କ ବଦଳି

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ୍‌ ମାମଲାରେ ଇଡ଼ିର ସହାୟକ ଯାଞ୍ଚ୍‌ ଅଧିକାରୀ ରାକେଶ ଆହୂଜାଙ୍କୁ ଗୁରୁବାର ବଦଳି କରାଯାଇଛି। ଇଡ଼ିରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିବାରୁ ଏପରି କରାଯାଇଥିବା କୁହାଯାଉଛି। ତାଙ୍କୁ ଦିଲ୍ଲୀ ପୋଲିସକୁ ପୁଣି ଫେରାଇ ଅଣାଯାଇଛି। ୩ ସପ୍ତାହ ପୂର୍ବରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri