ଜାତୀୟ

ରାଜୀବ ଗୌବା କ୍ୟାବିନେଟ ସଚିବ

ନୂଆଦିଲ୍ଲୀ, ୨୨ା୮: ସ୍ବରାଷ୍ଟ୍ର ସଚିବ ରାଜୀବ ଗୌବା ପରବର୍ତ୍ତୀ କ୍ୟାବିନେଟ ସଚିବ ଭାବେ ଦୁଇ ବର୍ଷ ଲାଗି ଦାୟିତ୍ୱ ଗ୍ରହଣ କରିବେ। ଏନେଇ ସରକାରଙ୍କ ପକ୍ଷରୁ ବୁଧବାର ନିଯୁକ୍ତି ଦିଆାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ଏହାକୁ ସ୍ବୀକୃତି ପ୍ରଦାନ କରିଛି।...

ହାଇଦ୍ରାବାଦରେ କନ୍‌ସଲ ଜେନେରାଲ ଜୋଏଲ୍‌

ହାଇଦ୍ରାବାଦ, ୨୨ା୮: ହାଇଦ୍ରାବାଦରେ ଆମେରିକାର ନୂଆ ବାଣିଜି୍ୟକ ରାଷ୍ଟ୍ରଦୂତ ଭାବେ ଜୋଏଲ ରେଫ୍‌ମ୍ୟାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ହାଇଦ୍ରାବାଦରେ ପହଞ୍ଚିବା ପରେ ଏହି ଅଞ୍ଚଳ ଲାଗି ଭାରତ-ଆମେରିକା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଥିବା ସେ କହିଛନ୍ତି। ଭାରତ- ଆମେରିକା...

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର କାର୍ଯ୍ୟ ଶେଷ କରିଛି ଏବଂ ସେପ୍ଟେମ୍ବର ମଧ୍ୟଭାଗରେ ରିପୋର୍ଟ ଦାଖଲ କରିପାରନ୍ତି ବୋଲି...

ଭାରତ-ଜାମ୍ବିଆ ୬ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ,୨୨ା୮: ଭାରତ ଓ ଜାମ୍ବିଆ ମଧ୍ୟରେ ବୁଧବାର ୬ଟି ଚୁକ୍ତି ସ୍ବାକ୍ଷରିତ ହୋଇଛି। ବାଣିଜ୍ୟ, ପୁଞ୍ଜିନିବେଶ, ଖଣି ସମ୍ପଦ, ପ୍ରତିରକ୍ଷା ସହଯୋଗ ଓ ବିଭିନ୍ନ ବିକାଶମୂଳକ ପଦକ୍ଷେପ ଆଦି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର...

ୟୁପିରେ ୧୫୦ ମେଡିିକାଲ ଛାତ୍ରଙ୍କୁ ର଼୍ୟାଗିଂ : ଲଣ୍ଡାକରି ରାସ୍ତାରେ ବୁଲାଇଲେ

ଲକ୍ଷ୍ନୌ, ୨୨ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ସଇଫାଇଠାରେ ଥିବା ମେଡିକାଲ ସାଇନ୍ସ ବିଶ୍ୱବିଦ୍ୟାଳୟରେ ନବାଗତ ୧୫୦ ମେଡିକାଲ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଛି। ବରିଷ୍ଠ ଛାତ୍ରମାନଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମ ବର୍ଷର ଏହି ଛାତ୍ରମାନେ ଲଣ୍ଡାହୋଇ ରାସ୍ତାରେ ମୁଣ୍ଡ ନୁଆଇଁ ମାର୍ଚ୍ଚ କରିଛନ୍ତି। ଏହାର...

ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…

ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି ପେଟରେ ଲାଉ ରସ ପିଇଲେ ଏସିଡିଟି ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ...

ଚିଦାମ୍ବରମ ଗିରଫ

ନୂଆଦିଲ୍ଲୀ,୨୧ା୮:  ଦୁଇଦିନର ଡ୍ରାମାବାଜି ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଛନ୍ତି। ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ବୁଧବାର ରାତିରେ ସିବିଆଇ ଓ ଇଡି ଟିମ୍‌ ତାଙ୍କୁ ଗିରଫ କରିଛି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଆଗୁଆ ଜାମିନ ଆବେଦନ...

ଏମିତି ଗାଁ ଯେଉଁଠି ଘରେ ଘରେ ଭିନ୍ନକ୍ଷମ

ଉତ୍ତରପ୍ରଦେଶର ଆଗ୍ରାଠାରୁ ୨୦ କିଲୋମିଟର ଦୂର ଗ୍ବାଲିୟର ରୋଡରେ ବରୋଲି ଅହିର ବ୍ଲକ୍‌ର ୧୧ଟି ଗାରଁ ଦୁଃଖ କହିଲେ ନ ସରେ। ଏହି ସବୁ ଗାଁରେ ଲୋକମାନେ ଫ୍ଲୋରାଇଡ୍‌ଯୁକ୍ତ ପାଣି ପିଉଥିବାରୁ ଘରେ ଘରେ ଜଣେ ଭିନ୍ନକ୍ଷମ ରହିଛନ୍ତି। ହ୍ୟାଣ୍ଡପମ୍ପରୁ...

ରାଶନ କାର୍ଡରେ୯ ସଦସ୍ୟ: ସମସ୍ତଙ୍କ ଜାତି ଓ ପିତାଙ୍କ ନାମ ଅଲଗା

ଉତ୍ତରପ୍ରଦେଶ ଗାଜିଆବାଦ୍‌ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ ଦିଆଯାଇଛି। କାର୍ଡରେ ସଦସ୍ୟ ସଂଖ୍ୟ ୯ ଜଣ ଦର୍ଶାଯାଇଛି। ଲକ୍ଷ୍ମୀଙ୍କୁ ଛାଡି ୮...

ଗଙ୍ଗା ନଦୀରେ ଚାଷୀଙ୍କ ଜଳ ସତ୍ୟାଗ୍ରହ

ବିଜନର,୨୧।୮: ଉତ୍ତରପ୍ରଦେଶର ବିଜନର ଜିଲାର ଭାରତୀୟ କିଷାନ ୟୁନିୟନ(ଭାକିୟୁ) ପକ୍ଷରୁ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଦେବଲଗଢ଼ ଗଁାର ଗଙ୍ଗା ନଦୀରେ ସେତୁ ନିର୍ମାଣ ଦାବିରେ ଶହ ଶହ ଚାଷୀ ଜଳ ସତ୍ୟାଗ୍ରହ ଆରମ୍ଭ କରିଛନ୍ତି। ଏହି ଆନ୍ଦୋଳନ ମଙ୍ଗଳବାରଠାରୁ ଆରମ୍ଭ...

ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…

ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା। ଏହି ଜନଜାତିଙ୍କ ବିବାହରେ ବରକୁ ଘୁଷୁରି ମାରିବାକୁ ପଡିଥାଏ। ପରେ ବର ଏହାର...

ଷ୍ଟ୍ରେଚର ନ ମିଳିବାରୁ ଅସୁସ୍ଥ ମା’ଙ୍କୁ କାନ୍ଧରେ ବୋହିଲେ ପୁଅ

ଲକ୍ଷ୍ନୌ,୨୧।୮: ଯୋଗୀ ସରକାର ଉତ୍ତରପ୍ରଦେଶରେ ଭଲ ସ୍ବାସ୍ଥ୍ୟସେବା ଯୋଗାଇଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। ହେଲେ ସ୍ବାସ୍ଥସେବାର ଏକ ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ସିଦ୍ଧାର୍ଥନଗରରେ ଥିବା ଏକ ହସ୍ପିଟାଲରେ। ଜଣେ ରୋଗୀ ମହିଳାଙ୍କୁ ଷ୍ଟ୍ରେଚର ନ ମିଳିବାରୁ ତାଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri