ଜାତୀୟ

ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ: ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଷଡ଼ଯନ୍ତ୍ର ରଚିଛି ପାକିସ୍ତାନ

ଶ୍ରୀନଗର,୧୮।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ ଜାରି ହୋଇଛି। ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ବାହାନାରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଉଦ୍ୟମ ଜାରି ରଖିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଆଇଏସ୍‌ଆଇର ଏକ ସୁଚିନ୍ତିତ ଷଡ଼ଯନ୍ତ୍ର...

ପୁଣି ପାକିସ୍ତାନକୁ ଟାର୍ଗେଟ କଲେ ରାଜନାଥ

ପଞ୍ଚକୁଲା,୧୮।୮: ହରିୟାଣାର ପଞ୍ଚକୁଲାଠାରେ ରବିବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏକ ଜନସଭାକୁ ଉଦ୍‌ବୋଧନ ଦେବା ଅବସରରେ ପୁଣିଥରେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ଯେଉଁଭଳି ବ୍ୟବହାର କରୁଛି ତା’ର ଜବାବ ରଖିଛନ୍ତି...

ଗାଁର ପ୍ରତିଘରେ ଅଛନ୍ତି ଯବାନ: ଶିବାଜୀଙ୍କ ଶାସନ କାଳରୁ ସେନାରେ ଯୋଗଦେବା ରହିଛି ପରମ୍ପରା

ମୁମ୍ବାଇ,୧୮।୮: ମହାରାଷ୍ଟ୍ରର ସାତାରା ଜିଲାରେ ରହିଥିବା ଏକ ଗାଁରେ ପ୍ରତିଘରୁ କେହି ନା କେହି ଜଣେ ଭାରତୀୟ ସେନାରେ ଅଥବା ବିଏସ୍‌ଏଫ୍‌ରେ ଯୋଗଦେଇଛନ୍ତି। ଏହି ଗାଁ ହେଉଛି ମିଲିଟ୍ରି ଆପଶିଙ୍ଗେ। ଏହାର ନାମ ପୂର୍ବରୁ କେବଳ ଆପଶିଙ୍ଗେ ଥିଲା। ପ୍ରଥମ...

ମହାକାଳ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଖର୍ଚ୍ଚ ହେବ ୩ଶହ କୋଟି

ଉଜ୍ଜୟିନୀ,୧୮।୮: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରରେ ଭକ୍ତଙ୍କର ସୁବିଧା ଓ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ କମଳନାଥ ସରକାର ପ୍ରାୟ ୩ଶହ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଜଣାପଡିଛି। ଅନ୍ୟପଟେ ମନ୍ଦିର ଟ୍ରଷ୍ଟକୁ ମଜଭୁତ କରିବାକୁ ସରକାର...

କେମିତି ସମୟ କାଟୁଛନ୍ତି ମୁଫତି, ଅବଦୁଲ୍ଲା

ଶ୍ରୀନଗର,୧୮।୮: ପାଖାପାଖି ୧୨ ଦିନ ହେବ ନଜରବନ୍ଦୀ ଅଛନ୍ତି ଜମ୍ମୁ-କଶ୍ମୀରର ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଓ ମେହେବୁବା ମୁଫତି। ହେଲେ ଏବେ ସେମାନେ କେମିତି ସମୟ କାଟୁଛନ୍ତି ତାହା ଜାଣିବା ପାଇଁ କେତେକଙ୍କର ଆଗ୍ରହ ଥିବ। ପ୍ରଥମେ...

୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ

କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ ହୋଇଛି। ଭାରତ-ପାକିସ୍ତାନ ମାନଚିତ୍ର ପ୍ରସ୍ତୁତ କରିଥିବା ସାର୍‌ ରେଡ୍‌କ୍ଲିଫ୍‌ଙ୍କ ଭୁଲ୍‌ ଯୋଗୁ ନଦିଆ...

ମା ଛେଉଣ୍ଡ ନବଜାତ ଶିଶୁକନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଲେ ବିଚାରପତି

ଅହମ୍ମଦାବାଦ୍‌,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ବେଟି ପଢ଼ାଓ ଅଭିଯାନ ଏବେ ସମାଜରେ ଏକ ସଚେତନତା ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ସମ୍ପ୍ରତି ଏହି ଅଭିଯାନରୁ ପ୍ରେରଣା ପାଇ ଗୁଜରାଟର ଜଣେ ଜିଲା ବିକାଶ ଅଧିକାରୀ ଏବଂ ତାଙ୍କ...

ଜେଏନ୍‌ୟୁର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ରଖିଲେ ଭାଜପା ନେତା

ନୂଆଦିଲ୍ଲୀ,୧୮।୮: ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଭାଜପା ନେତା ହଂସ ରାଜ ହଂସ ବଡ ବୟାନ ଦେଇଛନ୍ତି। ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ମୋଦି...

ଅଫିସରଙ୍କୁ ଚେତାବନୀ ଦେଇଛନ୍ତି ଗଡ଼କରୀ: ୮ ଦିନରେ କାମ ନ ହେଲେ ଲୋକଙ୍କୁ କହି ଆରମ୍ଭ ହେବ ମାଡ଼

ନୂଆଦିଲ୍ଲୀ,୧୮।୮: କେନ୍ଦ୍ରୀୟ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଆର୍‌ଏସ୍‌ଏସ୍‌ ଦ୍ୱାରା ପରିଚାଳିତ ଲଘୁ ଉଦ୍ୟୋଗ ଭାରତୀର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନୀତୀନ କହିଛନ୍ତି ଯେ, ମୋ ବିଭାଗର ଅଫିସରଙ୍କୁ...

ସାପ କାମୁଡା ରୋଗୀଙ୍କୁ ଖଟିଆରେ ବୋହିଲେ ଯବାନ

ବିଜାପୁର,୧୮।୮: ଛତିଶଗଡ଼ ବିଜାପୁରର ପୁସକୁନ୍ତା ଅଞ୍ଚଳରେ ଶନିବାର ଜଣେ ବ୍ୟକ୍ତିଙ୍କୁ ସାପ କାମୁଡିବା ଫଳରେ ସେ ଗୁରୁତର ହୋଇଥିଲେ। ହେଲେ ଗାଁର ରାସ୍ତା ଅବସ୍ଥା ଭଲ ନ ଥିବାରୁ ସେଠାରେ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ପର ହୋଇ ନ ଥିଲା।...

ପାକିସ୍ତାନକୁ ଭାରତର କଡା ଜବାବ

ରାଜୌରି,୧୮।୮:ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ସରକାର ଓ ଏହାର ସେନା ଏକ ପ୍ରକାର ହଡବଡେଇ ଗଲେଣି। ଶନିବାର ଜମ୍ମୁ-କଶ୍ମୀରର ରାଜୌରିରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏବେ ଏହାର କଡା...

ମଙ୍ଗଳବାର ୟେଦୁରପ୍ପାଙ୍କ କ୍ୟାବିନେଟ ସମ୍ପ୍ରସାରଣ

ବେଙ୍ଗାଲୁରୁ, ୧୮ା୮: କର୍ନାଟକରେ ଭାଜପା ସରକାରର କ୍ୟାବିନେଟ ସମ୍ପ୍ରସାରଣ ମଙ୍ଗଳବାର ଅପରାହ୍ନରେ କରାଯିବ। ସେହିଦିନ ପୂର୍ବାହ୍ନରେ ଭାଜପା ବିଧାୟକ ଦଳର ବୈଠକ ବସିବା ସହ ମନ୍ତ୍ରିମଣ୍ଡଳର ରୂପରେଖ ଚୂଡ଼ାନ୍ତ କରାଯିବ ବୋଲି ଜଣାପଡ଼ିଛି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri