ଜାତୀୟ

ମାମଲାର ନିରପେକ୍ଷ ତଦନ୍ତ କର

ନୂଆଦିଲ୍ଲୀ,୧୪ା୮(ପି.ଟି.): ସିବିଆଇ ‘ରାଜନୈତିକ ହାତବାରିସୀ’ ଭାବେ ବ୍ୟବହୃତ ନହୋଇ ଅଧିକ ସ୍ବାଧୀନ ଓ ନିରପେକ୍ଷ ତଦନ୍ତ କରିବା ଉଚିତ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ମଙ୍ଗଳବାର ପରାମର୍ଶ ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ସିବିଆଇ ଭଲ କାମ କରୁଛି ବୋଲି...

ସୋନଭଦ୍ର ମୃତକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା

ସୋନଭଦ୍ର(ୟୁପି),୧୪ା୮(ପି.ଟି.): କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ସୋନଭଦ୍ର ଜିଲାର ଉମ୍ଭା ଗଁା ଗସ୍ତକରି ଗଣହତ୍ୟାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି। ମାସେ ତଳେ ଏକ ଜମି ବିବାଦକୁ କେନ୍ଦ୍ରକରି ସେଠାରେ ୧୦ ଆଦିବାସୀ ଲୋକଙ୍କୁ ଗୁଳିକରି...

ରାହୁଲ-ରାଜ୍ୟପାଳ ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍‌ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ ସବୁକିଛି ସ୍ବାଭାବିକ ଅଛି ବୋଲି ରାଜ୍ୟପାଳ ଦାବି କରୁଥିବା ନେଇ ରାହୁଲ ସମାଲୋଚନା...

୭୩ତମ ସ୍ବାଧୀନତା ଦିବସ ପାଇଁ କଡ଼ା ସୁରକ୍ଷା :ଲାଲକିଲ୍ଲାରୁ ଲାଲଚୌକ ଅଭେଦ୍ୟ

ନୂଆଦିଲ୍ଲୀ,୧୪ା୮: ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଶ୍ରୀନଗର କେନ୍ଦ୍ରସ୍ଥଳ ଲାଲଚୌକରେ ଜାତୀୟ ପତାକା ଉଡ଼ାଉଥିବେ। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ବେଳେ ଏଭଳି...

କେତେକ ରୋଗରୁ ରଖେ ଦୂରେଇ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ପିପ୍ପଳୀ ଏକ ଭାଗ ଓ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ପିଇଲେ ବଦହଜମି, ଅମ୍ଳ, ହାକୁଟି, ପେଟଫମ୍ପା ଆଦି...

ଚା’ ଦୋକାନ ପାଲଟିଛି ଲେଖକଙ୍କ ଆଲୋଚନା ସ୍ଥଳି

ଥିରୁଭାନନ୍ତପୁରମ୍‌: ସାଧାରଣତଃ କୌଣସି ବହିକୁ ନେଇ ଚର୍ଚ୍ଚା ହେଉ ଅବା ଲେଖକଙ୍କ ସମ୍ମିଳନୀ ଏହିସବୁ ବହି ଦୋକାନରେ କି କୌଣସି ଅନୁଷ୍ଠାନ ବା ଅଡିଟୋରିୟମରେ ହୋଇଥାଏ। କିନ୍ତୁ କେବେ ଭାବିଛନ୍ତି କି ଗୋଟିଏ ଚା ଦୋକାନରେ ଲେଖକଙ୍କ ସମ୍ମିଳନୀ ହେବା...

ଏଣିକି ବିଦ୍ୟୁତ୍‌ ଚୋରଙ୍କୁ ଧରିବ ଡ୍ରୋନ୍‌

ନୂଆଦିଲ୍ଲୀ,୧୩।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନିକଟରେ ଦିଲ୍ଲୀବାସୀଙ୍କ ପାଇଁ ଏକ ନୂଆ ଯୋଜନା ଆଣିଛନ୍ତି, ଯେଉଁଥିରେ ଯଦି ଗୋଟିଏ ପରିବାର ୨ଶହ ୟୁନିଟ ପର୍ଯ୍ୟନ୍ତ ବିଦ୍ୟୁତ ବ୍ୟବହାର କରନ୍ତି ତେବେ ତାଙ୍କୁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ।...

ଲାଲଚୌକରେ ତ୍ରିରଙ୍ଗା ଉଡ଼ାଇବେ ସ୍ବରାଷ୍ଟ୍ର ମନ୍ତ୍ରୀ

ଶ୍ରୀନଗର,୧୩।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ୭୩ତମ ସ୍ବାଧୀନତା ଦିବସ ଅବସରରେ ତ୍ରିରଙ୍ଗା ଉତ୍ତୋଳନ କରିପାରନ୍ତି। ଏଥିପାଇଁ ଅଗଷ୍ଟ ୧୪ ସନ୍ଧ୍ୟାରେ ଶାହ ଶ୍ରୀନଗର ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଅନୁଚ୍ଛେଦ...

ଶ୍ରୀନଗରରେ ମୁତୟନ ୨ ମହିଳା ଅଫିସର ଏବେ ଚର୍ଚ୍ଚାରେ

ଶ୍ରୀନଗର,୧୩।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଘାଟିର ବହୁ ଅଞ୍ଚଳରେ ଏବେ ବି ୧୪୪ ଧାରା ଜାରି ରହିଛି। ହେଲେ ଏହା ଭିତରେ ଦୁଇ ମହିଳା ଅଧିକାରୀ ଲୋକଙ୍କ ସାହାଭରସା ପାଲଟି ଚର୍ଚ୍ଚାରେ ରହିଛନ୍ତି। ୨୦୧୩ ବ୍ୟାଚର ଆଇଏଏସ...

ରାଜ୍ୟପାଳଙ୍କ ନିମନ୍ତ୍ରଣକୁ ସ୍ବୀକାର କଲେ ରାହୁଲ: କହିଲେ, ସ୍ବତନ୍ତ୍ର ବିମାନ ବଦଳରେ ଲୋକଙ୍କୁ ଭେଟିବାକୁ ମିଳୁ ଅନୁମତି

ନୂଆଦିଲ୍ଲୀ,୧୩।୮: ଜମ୍ମୁ-କଶ୍ମୀରର ପ୍ରକୃତ ପରିସ୍ଥିତି ଜାଣିବା ପାଇଁ ରାଜ୍ୟପାଳ ସତ୍ୟପାଲ ମଲିକ ଦେଇଥିବା ନିମନ୍ତ୍ରଣକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସ୍ବୀକାର କରିଛନ୍ତି। ଏଥିସହ ସେ କହିଛନ୍ତି, ଘାଟିକୁ ଯିବା ପାଇଁ ସ୍ବତନ୍ତ୍ର ବିମାନ ଦରକାର ନାହିଁ ବରଂ ଏହା...

ଦିଲ୍ଲୀ ଗୁରୁଦ୍ୱାରରେ ପ୍ରସାଦ ବଦଳରେ ବଣ୍ଟାଯିବ ଚାରା

ନୂଆଦିଲ୍ଲୀ, ୧୩।୮:ଦିଲ୍ଲୀରେ ଥିବା ଗୁରୁଦ୍ୱାରରେ ଭକ୍ତଙ୍କୁ ପ୍ରସାଦ ବଦଳରେ ଚାରା ବଣ୍ଟାଯିବ। ଗୁରୁଦ୍ୱାରା କମିଟି ପକ୍ଷରୁ ସ୍କୁଲ ଏବଂ କଲେଜ୍‌ ଛାତ୍ରୀଛାତ୍ରଙ୍କୁ ଚାରା ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି। ଫଳରେ ସେମାନେ ଚାରା ଲଗାଇବା ସହ ତାହାର ଧ୍ୟାନ ବି...

ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ

ଜୟପୁର,୧୩।୮: ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ୍‌ ପାଇଲଟ୍‌ ଉପସ୍ଥିତ ଥିଲେ। ଭାଜପାର ମଦନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri