ଜାତୀୟ

ସିବିଏସ୍‌ଇ ବଢାଇଲା ପରୀକ୍ଷା ଫି’

ନୂଆଦିଲ୍ଲୀ,୧୧।୮: ସିବିଏସଇ ବଢାଇଲା ପରୀକ୍ଷା ଫି’। ସିବିିଏସ୍‌ଇ ଅଧିନରେ ପଢୁଥିବା ଅନୁସୂଚିତ ଜାତି ଏବଂ ଜନଜାତି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’କୁ ୨୪ ଗୁଣା ବଢାଇ ଦିଆଯାଇଛି। ଫଳରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ପାଇଁ ସେମାନଙ୍କୁ ୫୦ ଟଙ୍କା...

କର୍ନାଟକ ବନ୍ୟା ପରିସ୍ଥିତିକୁ ଅଣଦେଖା କରୁଛି କେନ୍ଦ୍ର: ସିଦ୍ଧରମେୟା

ବେଙ୍ଗାଲୁରୁ,୧୧।୮: କର୍ନାଟକରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା। ସେ ହକିଛନ୍ତି କର୍ନାଟକର ବନ୍ୟା ପରିସ୍ଥିତିକୁ କେନ୍ଦ୍ର ଅଣଦେଖା କରିଛି। କର୍ନାଟକ ବନ୍ୟାକୁ ଜାତୀୟ ବିପତ୍ତି...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭଉଣୀ-ଭାଇଙ୍କ ରକ୍ଷା ବନ୍ଧନ

ନୂଆଦିଲ୍ଲୀ,୧୧।୮: ଆସୁଛି ରାକ୍ଷୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସୁରକ୍ଷାର ଡୋର। ଜୀବନ ଥିବା ପର୍ଯ୍ୟନ୍ତ ଭାଇ ଭଉଣୀକୁ ସୁରକ୍ଷା ଦେବାକୁ କଥା ଦେବ। ଏବେ ଏହି ରାକ୍ଷୀକୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

କଶ୍ମୀରକୁ ନେଇ ପୁଣି ଥରେ ସମସ୍ତଙ୍କୁ ଚମକାଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଥର କିଛି ନା କିଛି ବଡ ପଦକ୍ଷେପ ନେଇ ସମସ୍ତଙ୍କୁ ଚମକାଇ ଦେଇଥାଆନ୍ତି। ବିମୁଦ୍ରିକରଣ ହେଉ ଅବା ତିନ୍‌ ତଲାକ ଏହାପରେ ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ହଟାଇବା ପ୍ରସଙ୍ଗ ହେଉ ଏସବୁ ସାଧାରଣ ଜନତାଙ୍କୁ...

ହରିୟାଣା ବିଧାନସଭା ନିର୍ବାଚନ: ବିଏସ୍‌ପି-ଜେଜେପି ମଧ୍ୟରେ ହୋଇପାରେ ମେଣ୍ଟ

ନୂଆଦିଲ୍ଲୀ,୧୧।୮: ଆସନ୍ତା ନଭେମ୍ବରରେ ହରିୟାଣାରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ ସବୁଦଳ ପ୍ରସ୍‌ୁତିରେ ଲାଗି ପଡିଲେଣି। ଏଥିରେ ଜନ ନାୟକ ଜନତା ପାର୍ଟି(ଜେଜେପି) ଓ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମିଳିତ ଭାବେ ବିଧାନସଭା ନିର୍ବାଚନ ଲଢିବେ ବୋଲି...

କଂଗ୍ରେସରେ ଚାଲିଛି ମ୍ୟୁଜିକାଲ ଚେୟାର ଖେଳ: ସୋନିଆଙ୍କ ପରେ ରାହୁଲ ଏବେ ପୁଣି ସୋନିଆ; କହିଲେ ସମ୍ବିତ୍‌ ପାତ୍ର

ନୂଆଦିଲ୍ଲୀ,୧୧।୮: କଂଗ୍ରେସ ଦିଗହରା ହୋଇ ଅଧ୍ୟକ୍ଷ ପଦ ପାଇଁ ଯୋଗ୍ୟ ପ୍ରାର୍ଥୀ ଖୋଜି ପାଇପାରୁନି ବୋଲି ଭାଜପା ମୁଖପାତ୍ର ସମ୍ବିତ ପାତ୍ର ରବିବାର କହିଛନ୍ତି। ଦଳରେ ଏବେ ମ୍ୟୁଜିକାଲ ଚେୟାର ଖେଳ ଚାଲିଛି। ପୂର୍ବରୁ ଏହି ପଦବୀରେ ସୋନିଆ ଗାନ୍ଧୀ...

ସୋମବାର ଇଦ୍‌: ଜମ୍ମୁ-କଶ୍ମୀରରେ ଲୋକଙ୍କ ଘର ପାଖରେ ସରକାର ପହଞ୍ଚାଉଛନ୍ତି ପନିପରିବା

ଶ୍ରୀନଗର,୧୧।୮: ସୋମବାର ଇଦ୍‌ ଥିବାରୁ ଜମ୍ମୁ-କଶ୍ମୀରରେ ଲୋକଙ୍କ ସୁବିଧା ପାଇଁ ସରକାର ଲୋକମାନଙ୍କ ଘର ପାଖରେ ପନିପରିବା ପହଞ୍ଚାଉଛନ୍ତି। ଲୋକଙ୍କର ଯେଭଳି କୌଣସି ଅସୁବିଧା ନ ହେବ ସେଥିଲାଗି ସାଢ଼େ ୩ ହଜାର ଦୋକାନ ଖୋଲା ରହିବ ବୋଲି ସରକାରଙ୍କ...

ମୋଦି-ଶାହଙ୍କ ଯୋଡି ଆଜିର କୃଷ୍ଣ-ଅର୍ଜୁନ: ରଜନୀକାନ୍ତ

ଚେନ୍ନାଇ,୧୧।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ମୋଦି ସରକାରଙ୍କର ଖୁବ୍‌ ପ୍ରଶଂସା କରିଛନ୍ତି। ଏହାକୁ ନେଇ ରଜନୀକାନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଯୋଡିକୁ କୃଷ୍ଣ-ଅର୍ଜୁନଙ୍କ ଯୋଡି ସହ ତୁଳନା...

ସୌଦିକୁ ଡ୍ରାଇଭର୍‌ ହେବାକୁ ଯାଇଥିବା ଯୁବକ ପାଲଟିଲେ କୋଟିପତି

ଥିରୁଭାନନ୍ତପୁରମ୍‌, ୧୧।୮: କଥାରେ ଅଛି ଭାଗ୍ୟଦେବୀ ପ୍ରସନ୍ନ ହେଲେ ଯୋଗୀ ବି ରାଜା ପାଲଟେ। ଏହା ଜଣେ ଯୁବକଙ୍କ ପାଇଁ ସତ୍ୟରେ ପରିଣତ ହୋଇଛି। ସୌଦିକୁ ଡ୍ରାଇଭର ହେବାକୁ ଯାଇଥିବା କେରଳର ଜଣେ ଯୁବକ ଏବେ କୋଟିପତି ପାଲଟି ଯାଇଛନ୍ତି।...

୫ ମୁଖ୍ୟମନ୍ତ୍ରୀଙ୍କ ସହ ରୁଷ ପହଞ୍ଚିଲେ ଯୋଗୀ

ନୂଆଦିଲ୍ଲୀ,୧୧।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୪ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଶନିବାର ସନ୍ଧ୍ୟାରେ ସେ ଯାତ୍ରା ଆରମ୍ଭ କରିଥିବା ବେଳେ ତାଙ୍କ ସହ ମହାରାଷ୍ଟ୍ର, ଗୁଜରାଟ, ହରିୟାଣା, ଗୋଆ ଓ ଆସାମର ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି।...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଥିଲା ଭୟ: ଅମିତ ଶାହ

ଚେନ୍ନାଇ,୧୧।୮: ରାଜ୍ୟ ସଭାରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଭୟ ଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ତାମିଲନାଡୁର ଚେନ୍ନାଇରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ଜୀବନୀ ଉପରେ ପ୍ରକାଶିତ ପୁସ୍ତକ ‘ ଲିଶିନିଂ,...

କନଷ୍ଟେବଳଙ୍କ ସାହସିକତା: ଅଣ୍ଟାଏ ବନ୍ୟା ପାଣିରେ ୨ବାଳିକାଙ୍କୁ ଦେଢ କିଲୋମିଟର କାନ୍ଧରେ ବୋହିଲେ

ଗାନ୍ଧିନଗର,୧୧।୮: ଗୁଜରାଟରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ବେଳେ ପ୍ରତିଦିନ ଏଠାକାର ଉଦ୍ଧାରକାରୀ ଦଳଙ୍କର କିଛି ନା କିଛି ହୃଦୟସ୍ପର୍ଶୀ ଫଟୋ ଓ ଭିଡିଓ ଦେଖିବାକୁ ମିଳୁଛି। ଏବେ ମୋରବି ଜିଲା ଟଙ୍କରା ସହରର ଏମିତି ଏକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri