ଜାତୀୟ

ଲୋପ ପାଇବାକୁ ବସିଛି ଭାରତର ୧୯୭ ଭାଷା

ନୂଆଦିଲ୍ଲୀ,୧୦।୮: ଭାରତର ୧୯୭ ଭାଷା ଲୋପ ପାଇବାକୁ ବସିଛି। ସେଥିମଧ୍ୟରୁ ୧୦ଟି ବିଭିନ୍ନ ଭାଷା ସମ୍ପର୍କରେ ମାତ୍ର ଶହେ ଜଣେ ସୂଚନା ପ୍ରଦାନକାରୀ ରହିଛନ୍ତି। ଏସବୁ ଭାଷା ଆଉ ବ୍ୟବହାର କରାଯାଉନି। ଏନେଇ ୟୁନେକ୍ସୋ ଭାଷା ଆଟଲାସ୍‌ ପକ୍ଷରୁ ପ୍ରକାଶିତ...

ତିରୁମାଲ ମନ୍ଦିରକୁ ୧୪ କୋଟି ଟଙ୍କା ଦାନ କଲେ ୨ ପ୍ରବାସୀ ଭାରତୀୟ

ତିରୁମାଲା,୧୦।୮: ଆନ୍ଧ୍ରପ୍ରଦେଶରେ ଥିବା ଭଗବାନ ବାଲାଜିଙ୍କ ତିରୁମାଲା ମନ୍ଦିରକୁ ୨ ଜଣ ପ୍ରବାସୀ ଭାରତୀୟ ବ୍ୟବସାୟୀ ଶୁକ୍ରବାର ୧୪ କୋଟି ଟଙ୍କା ଦାନ କରିଛନ୍ତି। ତେଲଗୁ କ୍ୟାଲେଣ୍ଡରର ଶ୍ରାବଣ ମାସରେ ଏଠାରେ ଆୟୋଜିତ ହେଉଥିବା ବରଲକ୍ଷ୍ମୀ ପୂଜା ଅବସରରେ ଏମାନେ...

କଂଗ୍ରେସର ନୂଆ ମୁଖ୍ୟ ନିଷ୍ପତ୍ତି ଆଜି

ନୂଆଦିଲ୍ଲୀ, ୧୦ା୮: କଂଗ୍ରେସର ନୂଆ ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ଶନିବାର ବସିବାକୁ ଥିବା କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ନିଷ୍ପତ୍ତି ନିଆଯିବ। ଗତ ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ମେ ମାସରେ ଅଧ୍ୟକ୍ଷ ପଦରୁ ରାହୁଲ...

୪ ରାଜ୍ୟରେ ଜଳ ତାଣ୍ଡବ

ଥିରୁଭାନନ୍ଥପୁରମ୍‌/ବେଙ୍ଗାଲୁରୁ/ ମୁମ୍ବାଇ/ଡେରାଡୁନ,୧୦ା୮(ପି.ଟି.): ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ର, କର୍ନାଟକ, ଗୁଜରାଟ ଓ କେରଳ ସମେତ ୭ଟି ରାଜ୍ୟରେ ବନ୍ୟାର କରାଳ ରୂପ ଦେଖିବାକୁ ମିଳିଛି। କେରଳରେ ବର୍ଷା ଓ ଭୂସ୍ଖଳନ ଜନିତ ମୃତ୍ୟୁସଂଖ୍ୟା ୩ ଦିନରେ ୩୦ରେ ପହଞ୍ଚତ୍ଥିବାବେଳେ ୨୨...

ସ୍ବାଭାବିକ ହେଉଛି କଶ୍ମୀର ସ୍ଥିତି

ଶ୍ରୀନଗର/ନୂଆଦିଲ୍ଲୀ,୧୦ା୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଉତ୍ତେଜନା ଓ ହିଂସା ଏଡ଼ାଇବା ପାଇଁ ଜାରି ହୋଇଥିବା କଟକଣାକୁ ପ୍ରଶାସନ ପକ୍ଷରୁ ଧୀରେ ଧୀରେ ଉଠାଇ ଦିଆଯାଉଛି। ଏଥିଯୋଗୁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଶୁକ୍ରବାର କଡ଼ା ସୁରକ୍ଷା...

ବିଜୟ କୁମାର ହୋଇପାରନ୍ତି ଉପରାଜ୍ୟପାଳ

ନୂଆଦିଲ୍ଲୀ,୧୦ା୮: କେନ୍ଦ୍ର ସରକାର ଅବସରପ୍ରାପ୍ତ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଧିକାରୀ ବିଜୟ କୁମାରଙ୍କୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ଉପରାଜ୍ୟପାଳ ଭାବେ ନିଯୁକ୍ତ କରିପାରନ୍ତି। ୧୯୭୫ ବ୍ୟାଚ୍‌ ତାମିଲନାଡୁ କ୍ୟାଡର ଆଇପିଏସ୍‌ ଅଫିସର ବିଜୟ କୁମାର ସମ୍ପ୍ରତି ରାଜ୍ୟପାଳ...

ଏପ୍ରିଲ ପରେ ହେବ ଜମ୍ମୁ-କଶ୍ମୀର ନିର୍ବାଚନ

ନୂଆଦିଲ୍ଲୀ,୧୦ା୮: ଆସନ୍ତା ବର୍ଷ ଏପ୍ରିଲ ପରେ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। କାରଣ ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ବିଧାନସଭା କ୍ଷେତ୍ରର ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଶେଷ ହେବାକୁ ସମୟ ଲାଗିବ। ଏହା ପରେ ଉପତ୍ୟକାରେ...

ସମୁଦ୍ର ପଥରେ ଆତଙ୍କବାଦୀ

ନୂଆଦିଲ୍ଲୀ/ମୁମ୍ବାଇ,୧୦ା୮: ଅନୁଚ୍ଛେଦ ୩୭୦କୁ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିବା ପରେ ଉପତ୍ୟକାରେ ଭାରତର ବଳ ବୃଦ୍ଧି ପାଇଛି। ଏହାସହ ବିଚ୍ଛିନ୍ନତାବାସୀଙ୍କୁ ମୋହରା କରି କଶ୍ମୀରରେ ଉତ୍ତେଜନା ସୃଷ୍ଟି ଏବଂ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇ ଆକ୍ରମଣ ଘଟାଉଥିବା ପାକିସ୍ତାନ ଏବେ ବିଚଳିତ...

ଶିମ୍‌ଲା ରାଜିନାମା କ’ଣ

ନୂଆଦିଲ୍ଲୀ,୧୦ା୮: ୧୯୭୧ରେ ଭାରତ ଓ ପାକିସ୍ତାନ ମଧ୍ୟରେ ବାଂଲାଦେଶ ମୁକ୍ତି ଯୁଦ୍ଧ ହୋଇଥିଲା। ଏହାର ପରିଣାମ ସ୍ବରୂପ ପୂର୍ବ ପାକିସ୍ତାନ ନାମରେ ପରିଚିତ ବାଂଲାଦେଶ ପାକିସ୍ତାନ ଭୂଖଣ୍ଡରୁ ଅଲଗା ହୋଇଥିଲା। ଭାରତ ସହାୟତାରେ ବାଂଲାଦେଶ ଏକ ନୂଆ ରାଷ୍ଟ୍ର ଭାବେ...

ଅରୁଣ ଜେଟଲୀ ଅସୁସ୍ଥ

ନୂଆଦିଲ୍ଲୀ,୯।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଦେଖିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏମ୍ସ ପହଞ୍ଚିଥିବା ଜଣାପଡିଛି।...

ଅର୍ଶ ସମସ୍ୟା ଦୂରକରେ ବାସି ଭାତ

ଭାତ ବଳିଗଲେ ବା ବାସି ହୋଇଗଲେ ଏହାକୁ ଅନେକ ଲୋକ ଫୋପାଡି ଦେଇଥାଆନ୍ତି। ହେଲେ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଗବେଷକମାନେ ମତ ଦେଇଛନ୍ତି। ବାସି ଭାତ ଖାଇବାର ପ୍ରଣାଳୀ ଜାଣି ରଖିଲେ ଏହା ଶରୀର ପାଇଁ...

ଜମ୍ମୁରୁ ହଟାଇ ଦିଆଗଲା ଧାରା ୧୪୪

ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ଏବେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri