ଜାତୀୟ

ପିଲା ପାଠ ପଢ଼ୁ ନାହିଁ କି ତା’ହେଲେ ଆପଣାନ୍ତୁ ଏହି ଉପାୟ

ସବୁ ଅଭିଭାବକ ମାନଙ୍କର ସ୍ବପ୍ନ ଥାଏ ଯେ ସେମାନଙ୍କର ପିଲା ପାଠ ପଢ଼ି ଭଲ ମଣିଷ ହେବ। ହେଲେ ଆଜିକାଲି ଅଧିକରୁ ଅଧିକ ପିଲା ପାଠପଢ଼ାରେ କମ ଡିଜିଟାଲ ଦୁନିଆରେ ଅଧିକ ମନ ଲଗାଉଛନ୍ତି। ତେଣୁ ଅଭିଭାବକ ମାନଙ୍କର ଚିନ୍ତା...

କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ: ଆଗରେ ମୁକୁଲ

ନୂଆଦିଲ୍ଲୀ,୯।୮: ଆଉ ଗୋଟିଏ ଦିନ ପରେ କଂଗ୍ରେସ ଦଳକୁ ଅଧ୍ୟକ୍ଷ ମିଳିଯିବ ବୋଲି କୁହାଯାଉଛି। ଶୁକ୍ରବାର ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ ହୋଇଥିବା ଏକେ ବୈଠକରୁ ଯାହା ଅନୁମାନ କରାଯାଉଛି ଶନିବାର ସୁଦ୍ଧା କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ...

ଶ୍ରୀନଗରରେ ରାଜ୍ୟପାଳଙ୍କୁ ଭେଟିଲେ ଡୋଭାଲ

ଶ୍ରୀନଗର,୯।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଶୁକ୍ରବାର ଶ୍ରୀନଗର ସ୍ଥିତ ରାଜଭବନରେ ଜମ୍ମୁ-କଶ୍ମୀରର ରାଜ୍ୟପାଳ ସତ୍ୟପାଲ ମଲିିକଙ୍କୁ ଭେଟିଛନ୍ତି। ଏହି ବୈଠକରେ ଜମ୍ମୁ-କଶ୍ମୀରରେ ଥିବା ବର୍ତ୍ତମାନ ସ୍ଥିତିକୁ ନେଇ ଅଜିତ ଡୋଭାଲ ରାଜ୍ୟପାଳଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ...

ପାକିସ୍ତାନକୁ ଭାରତର ଜବାବ

ନୂଆଦିଲ୍ଲୀ,୯।୮: ମୋଦି ସରକାର ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ଭାରତ ପାକିସ୍ତାନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ପାକିସ୍ତାନ ଭାରତ ସହ ବ୍ୟବସାୟୀକ ସମ୍ପର୍କ ସହ ରେଳ ସେବା, ଆକାଶ ପଥ ମଧ୍ୟ ବନ୍ଦ କରି ଦେଇଛି। ପାକିସ୍ତାନର...

ବନ୍ୟାଞ୍ଚଳରେ ସେଲ୍‌ଫି ନେଇ ବିବାଦରେ ମନ୍ତ୍ରୀ

ମୁମ୍ବାଇ,୯।୮: ମହାରାଷ୍ଟ୍ରରେ ଏବେ ବନ୍ୟା ପରିସ୍ଥିତି ସାଧାରଣ ଜୀବନ ଉପରେ ଖୁବ୍‌ ପ୍ରଭାବ ପକାଇଛି। ସାଂଗଲି ଓ କୋଲ୍ଲାପୁର ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଠାରୁ ପ୍ରାୟ ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।...

ସମଝୌତା ପରେ ଏବେ ଥର୍‌ ଏକ୍ସପ୍ରେସ୍‌କୁ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍‌ ବନ୍ଦ କରିଥିବା ବେଳେ ଶୁକ୍ରବାର ଥର୍‌ ଏକ୍ସପ୍ରେସକୁ ବନ୍ଦ କରି ଦେଇଛି। ଯୋଧପୁରରୁ...

ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍‌କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର ଏକ ସ୍ପେଶାଲ ଏପିସୋଡରେ ମୋଦିଙ୍କୁ ଦେଖିବାକୁ ମିଳିବ। ଆସନ୍ତା ୧୨ ତାରିଖରେ ଏହା...

ଦାରିଦ୍ର୍ୟ ଯୋଗୁ ନିଜ ପିଲାଙ୍କୁ ବନ୍ଧା ରଖି ଋଣ ଆଣୁଛନ୍ତି ଲୋକେ

ଶିବପୁରୀ,୯।୮: ଉତ୍ତର ପ୍ରଦେଶ ଶିବପୁରୀ ଜିଲାର ମୁଧେନି ଗାଁରେ ଦାରିଦ୍ର୍ୟତାର ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି। ଏହି ଗାଁର ଲୋକେ ମେଷପାଳକଙ୍କ ପାଖରେ ନିଜ ପିଲାଙ୍କୁ ବନ୍ଧକ ରଖି ଋଣ ଆଣୁଥିବା ପ୍ରକାଶ କରିଛନ୍ତି। ଏହା ସେମାନଙ୍କର ଏକ...

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ ଅଟକ

ଶ୍ରୀନଗର, ୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସେଠାକୁ ଦଳୀୟ ଗସ୍ତରେ ଯାଇଥିବା ସିପିଆଇ(ଏମ୍‌) ମହାସଚିବ ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖାଯାଇଛି। ଦଳର ନେତାଙ୍କ...

୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା

ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ଦଳ ପକ୍ଷରୁ ଏହି ୪ଟି ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। ଭାଜପା...

ହରିୟାଣା ବିଧାନସଭା ନିର୍ବାଚନ: ଭାଜପା ପ୍ରଭାରୀ ନିଯୁକ୍ତ ହେଲେ କେନ୍ଦ୍ରମନ୍ତ୍ରୀ ତୋମାର

ଚଣ୍ଡିଗଡ଼,୯।୮: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋର୍‌ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଭାଜପାର ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରକାଶ ଜାଭଡେକର ଭାଜପା ନିର୍ବାଚନ ପ୍ରଭାରୀ ନିଯୁକ୍ତ

ନୂଆଦିଲ୍ଲୀ,୯।୮: ଆସନ୍ତା ବର୍ଷ ଆରମ୍ଭରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଭାଜପା ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହେଲାଣି। ଏନେଇ ଭାରତୀୟ ଜନତା ପାର୍ଟି (ଭାଜପା) ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦିଲ୍ଲୀ ବିଧାନସଭା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri