ଜାତୀୟ

ଗୁଲାମ୍‌ନବୀ ଆଜାଦ୍‌ଙ୍କ କଶ୍ମୀର ଗସ୍ତ ବିଫଳ: ଶ୍ରୀନଗର ବିମାନ ବନ୍ଦରରେ ଅଟକ

ନୂଆଦିଲ୍ଲୀ,୮।୮: କଂଗ୍ରେସ ବରିଷ୍ଠ ନେତା ଗୁଲାମ୍‌ନବୀ ଆଜାଦ୍‌ ଗୁରୁବାର କଶ୍ମୀର ଗସ୍ତରେ ଯାଇଛନ୍ତି। ତେବେ ଏହା ବିଫଳ ହୋଇଛି। ତାଙ୍କୁ ଶ୍ରୀନଗର ବିମାନ ବନ୍ଦରରେ ଅଟକ ରଖାଯାଇଛି। ତାଙ୍କ ସହିତ ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ ଗୁଲାମ୍‌ ଅହମ୍ମଦ୍‌ ମୀର୍‌ଙ୍କୁ ମଧ୍ୟ...

ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୁଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବେତାର କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସାମ୍ବୋଧିତ କରିବେ। ଏଥିରେ ମୋଦି ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ସରକାରଙ୍କ ପକ୍ଷ ରଖିବେ ବୋଲି ଅନୁମାନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ...

ମରୋଣତ୍ତର ଭାବେ ନାନାଜୀ ଦେଶମୁଖଙ୍କୁ ମିଳିବ ଭାରତ ରତ୍ନ

ନୂଆଦିଲ୍ଲୀ,୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବେ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ଆସାମ ଗାୟକ ଭୁପେନ ହଜାରିକା ଓ ସମାଜସେବୀ ନାନାଜୀ ଦେଶମୁଖଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ତେବେ...

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଧମକ ଦେବା ପରେ ଭାରତରେ ସୁରକ୍ଷା ବ୍ୟବସ୍ଥା କଡାକଡି...

୧୮ ବର୍ଷ ମଧ୍ୟରେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କଲେଣି ନବୀନ

ପାଟନା,୮।୮: ଅଚିହ୍ନା ମୃତଦେହର ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ। ଗତ ୧୮ ବର୍ଷ ମଧ୍ୟରେ ସେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର...

ଗଙ୍ଗାରେ ମା’ଙ୍କ ଅସ୍ଥି ବିସର୍ଜନ କଲେ ବାଂଶୁରୀ

ନୂଆଦିଲ୍ଲୀ,୮।୮: ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସ୍ବର୍ଗତା ସୁଷମା ସ୍ବରାଜଙ୍କ ଝିଅ ବାଂଶୁରୀ ସ୍ବରାଜ ଗୁରୁବାର ଗଙ୍ଗାରେ ମା’ଙ୍କ ଅସ୍ଥି ବିସର୍ଜନ କରିଛନ୍ତି। ତାଙ୍କ ସହ ପିତା ସ୍ବରାଜ କୌଶଲ ମଧ୍ୟ ଉପସ୍ଥିତ ଥିଲେ। ହାପୁରଠାରେ ଗଙ୍ଗା ନଦୀରେ ମା’ଙ୍କ ଅସ୍ଥି...

ତାପ୍ତି ନଦୀର ଜଳସ୍ତର ବୃଦ୍ଧି ଯୋଗୁ ଖୁସି ମନାଇଲେ ଲୋକେ

ବେତୁଲ,୮।୮: ମଧ୍ୟପ୍ରଦେଶର ବେତୁଲରେ ବହିଯାଇଛି ତାପ୍ତି ନଦୀ। ଚଳିତ ବର୍ଷାରେ ଏହାର ଜଳସ୍ତର ବୃଦ୍ଧି ପାଇଥିବାରୁ ଏଠାକାର ଲୋକେ ଖୁସି ମନାଇଛନ୍ତି। ତେବେ ଦୀର୍ଘ ୩ ବର୍ଷପରେ ଏହି ନଜୀର ଜଳସ୍ତର ବୃଦ୍ଧି ପାଇବା ସହ ଏହା ନିକଟରେ ଥିବା...

ସଙ୍କଟାପନ୍ନ ଅବସ୍ଥାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌର

ଭୋପାଳ,୮।୮: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ବାବୁଲାଲ ଗୌରଙ୍କର ସ୍ବାସ୍ଥ୍ୟାବସ୍ଥା ଭଲ ନାହିଁ ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁବାର ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସି...

ନୋଏଡ଼ାରେ ୨ ମାସ ପର୍ଯ୍ୟନ୍ତ ୧୪୪ ଧାରା ଜାରି

ନୂଆଦିଲ୍ଲୀ, ୮।୮: ଉତ୍ତରପ୍ରଦେଶ ନୋଏଡ଼ାରେ ଆସନ୍ତା ୨ ମାସ ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଏଭଳି କରାଯାଇଥିବା କୁହାଯାଉଛି। କୌଣସି ସ୍ଥାନରେ ୪-୫ ଜଣ ଲୋକ ଏକାଠି ହେବାକୁ...

ବାହୁବଳୀ ଅଭିନେତାଙ୍କ ନାଁରେ ମାମଲା

ହାଇଦ୍ରାବାଦ,୮।୮: ବାହୁବଳୀ ଫିଲ୍ମର ଅଭିନେତା ମଧୁ ପ୍ରକାଶଙ୍କ ନାଁରେ ବୁଧବାର ଏକ ମାମଲା ରୁଜୁ ହୋଇଛି। ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗରେ ପ୍ରକାଶଙ୍କ ନାଁରେ ମାମଲା ହୋଇଥିବା ଜଣାପଡିଛି। ବୁଧବାର ପ୍ରକାଶଙ୍କ ସ୍ତ୍ରୀ ଭାରତୀ ନିଜ ଘରେ ଫାଶି ଲଗାଇ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ଉପରେ ଶୀଘ୍ର ହୋଇ ପାରିବନି ଶୁଣାଣି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ ଉପରେ ଶୀଘ୍ର ଶୁଣାଣି ହୋଇ ପାରିବନି ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ଏସମ୍ପର୍କିତ ଏକ ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏଭଳି କହିଛନ୍ତି। ଏହାର ବିଚାର କେବେ ହେବ ତାହାର ନିଷ୍ପତ୍ତି...

ହାଇ ଆଲର୍ଟରେ ୧୯ ବିମାନ ବନ୍ଦର

ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି। ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ ସିକ୍ୟୁରିଟି(ବିସିଏଏସ୍‌) ପକ୍ଷରୁ ଏହି ଆଲର୍ଟ ଜାରି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri