ଜାତୀୟ

ଭାରତ ରତ୍ନ ପାଇବେ ପ୍ରଣବ

ନୂଆଦିଲ୍ଲୀ,୮।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭାରତର ଶ୍ରେଷ୍ଠ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବେ। ପାଞ୍ଚ ଦଶକ ଧରି ରାଜନୀତିରେ ସକ୍ରିୟ ଥିବା ପ୍ରଣବ କଂଗ୍ରେସ ଶାସନ କାଳରେ ଇନ୍ଦିରା...

ଡାନିଶ୍‌ ଅଲି ଲୋକ ସଭାରେ ବିଏସ୍‌ପି ନେତା ପଦରୁ ବିଦା

ନୂଆଦିଲ୍ଲୀ,୮ା୮(ପି.ଟି.): ବିଏସ୍‌ପି ଡାନିଶ୍‌ ଅଲିଙ୍କୁ ଲୋକ ସଭାରେ ଦଳର ନେତା ନିଯୁକ୍ତ କରିବାର ଦିନ କେଇଟା ନ ଯାଉଣୁ ତାଙ୍କୁ ଉକ୍ତ ପଦରୁ ବିଦା କରିଦେଇଛି। ତାଙ୍କ ସ୍ଥାନରେ ଜଉନପୁର ଏମ୍‌ପି ଶ୍ୟାମ ସିଂ ଯାଦବଙ୍କୁ ଲୋକ ସଭାରେ ଦଳର...

ରାଜ୍ୟ ସଭା ସାଇନ-ଏ-ଡାଏ

ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍‌ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ ହେବାର ଥିଲା। ତେବେ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହୀତ ହେବାକୁ ଥିବାରୁ ସରକାର...

ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ

ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ ‘ରାମଲାଲା ବିରାଜମାନ’ର ଓକିଲ ବୁଧବାର ଯୁକ୍ତି ବାଢ଼ିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ...

ଆକାଶମାର୍ଗରେ ବି କଟକଣା ଜାରି କଲା ପାକ୍‌

ନୂଆଦିଲ୍ଲୀ,୮ା୮: ଜମ୍ମୁ-କଶ୍ମୀର ସମ୍ପର୍କିତ ନୂଆଦିଲ୍ଲୀର ପଦକ୍ଷେପକୁ ନେଇ କ୍ଷୁବ୍ଧ ପାକିସ୍ତାନ ନିଜ ଆକାଶମାର୍ଗରେ ଭାରତ ପାଇଁ ଆଂଶିକ କଟକଣା ଜାରି କରିଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା ୧୧ ରୁଟ୍‌ ମଧ୍ୟରୁ ୩ଟିକୁ ପଡ଼ୋଶୀ ଦେଶ ବନ୍ଦ କରିଦେଇଛି। ଫଳରେ ଏହି...

୫୬୦ ନେତା, କର୍ମୀ ଗିରଫ

ଜମ୍ମୁ,୮ା୮(ପି.ଟି.): ଜମ୍ମୁ-କଶ୍ମୀରରେ ସୁରକ୍ଷା ସଂସ୍ଥାଗୁଡ଼ିକ ବିଭିନ୍ନ ରାଜନୈତିକ ଦଳର ୫୬୦ ନେତା ଓ କର୍ମୀଙ୍କୁ ଗିରଫ କରିଛନ୍ତି। ଉପତ୍ୟକାରେ ଶାନ୍ତିଭଙ୍ଗ କରିବା ଆଶଙ୍କା ଥିବାରୁ ସେମାନଙ୍କୁ ଗିରଫ କରାଯାଇଥିବା ଜଣେ ବରିଷ୍ଠ ଅଧିକାରୀ ବୁଧବାର ସୂଚନା ଦେଇଛନ୍ତି। ଗିରଫ ନେତାଙ୍କ...

ଜେଇଏମ୍‌ ଟାର୍ଗେଟରେ ମୁମ୍ବାଇ

ନୂଆଦିଲ୍ଲୀ,୮ା୮: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ମୁମ୍ବାଇକୁ ଟାର୍ଗେଟ କରିପାରେ ବୋଲି ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକ ସରକାରଙ୍କୁ ଜଣାଇଛନ୍ତି। ଏହା ବ୍ୟତୀତ ଜମ୍ମୁ-କଶ୍ମୀରର ସୁରକ୍ଷା ବଳ ଉପରେ ଆକ୍ରମଣ ବଢ଼ାଇବା ପାଇଁ ଜେଇଏମ୍‌ ଯୋଜନା କରିଛି। ଅନୁଚ୍ଛେଦ ୩୭୦...

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର ବଳର କଡ଼ା ପ୍ରହରା। ଏଥିସହ ସହ ଟିକିନିଖି ଯାଞ୍ଚ ଚାଲିଥିବାରୁ ଅଧିକାଂଶ...

ବର୍ଜ୍ୟବସ୍ତୁ ଦେଲେ ମାଗଣାରେ ଖାଇବେ

ଭୋପାଳ: ବର୍ଜ୍ୟବସ୍ତୁ ଆଣ ଓ ମାଗଣାରେ ଖାଅ- ଏମିତି ଏକ ଯୋଜନା ଆରମ୍ଭ କରାଯାଇଛି ମଧ୍ୟପ୍ରଦେଶର ଛିଣ୍ଡଓ୍ବାଡା ନଗର ନିଗମରେ । ଏହି ଯୋଜନା ସହରରେ ସ୍ବଚ୍ଛ ଭାରତ ଅଭିଯାନକୁ ଅହୁରି ସକ୍ରିୟ କରିପାରିବ ବୋଲି କହିଛନ୍ତି ନଗର ନିଗମର...

ଅପରେଶନ୍‌ ୩୭୦ ପରେ ସୋଫିଆନ ଗସ୍ତରେ ଡୋଭାଲ: କଶ୍ମୀରୀଙ୍କ ସହ କଲେ ଭୋଜନ

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରରେ ଧାରା ୩୭୦ ହଟାଇ ଦିଆଯିବା ପରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ସୋଫିଆନ୍‌ ଗସ୍ତରେ ଅଛନ୍ତି। ସେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା ସହ ସେଠାକାର ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ଏଥିସହ ଅଜିତ୍‌ ସ୍ଥାନୀୟ...

ଚାଲିଛି ଭୂତ ଓ ସାପ ନାଁରେ ସ୍କୁଲ

କୋଲକାତା: ଭୂତ ଓ ସାପ ଭଳି ଅଜବ ନାମରେ ଚାଲୁଥିବା ସ୍କୁଲକୁ ପିଲା ଯାଉଛନ୍ତି। ଅଭିଭାବକମାନେ ବି ପିଲା ପଠାଉଛନ୍ତି। ପଶ୍ଚିମବଙ୍ଗର ନଦିୟା ଜିଲାରେ ଚାଲିଛି ଏମିତିକା ସ୍କୁଲ। ଏବେ କିନ୍ତୁ ଅଭିଭାବକମାନେ ସଫା କହିଦେଇଛନ୍ତି ଯେ,ସ୍କୁଲର ନାମ ନ...

ହିମାଚଳପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି

ଶିମ୍‌ଲା,୭।୮: ହିମାଚଳପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ବୀରଭଦ୍ର ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ବୁଧବାର ତାଙ୍କୁ ଆଇଜେଏମ୍‌ସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୀରଭଦ୍ର କିଛି ଦିନ ହେବ ରାମପୁରରେ ଥିବା ବେଳେ ବୁଧବାର ହଠାତ୍‌ ତାଙ୍କର ସ୍ବାସ୍ଥ୍ୟାବସ୍ଥା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri