ଜାତୀୟ

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା ଏହି ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କ୍ୟାବିନେଟ୍‌ ସଦସ୍ୟ ଯୋଗଦେଇଥିଲେ।...

ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ପ୍ରସ୍ତୁତ ହେଲାଣି ଭାଜପା

ନୂଆଦିଲ୍ଲୀ,୫।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରତିଷ୍ଠାତା, ବରିଷ୍ଠ ନେତା ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଇଁ ଏବେଠାରୁ ଭାଜପା ପ୍ରସ୍ତୁତି ଆରମ୍ଭ କରି ସାରିଛି। ଆସନ୍ତା ୧୬ ତାରିଖରେ ଏହା ପାଳନ ହେବାକୁ...

ଟ୍ରକ୍‌-ଅଟୋ ଧକ୍କାରେ ୧୨ ମୃତ

ହାଇଦ୍ରାବାଦ,୫ା୮(ଆଇଏଏନ୍‌ଏସ୍‌): ତେଲେଙ୍ଗାନାର ମହାବୁବ୍‌ନଗର ଜିଲାରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣ ଶ୍ରମିକ ପ୍ରାଣ ହରାଇଥିବାବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଶ୍ରମିକମାନେ କାମ ସାରି ଅଟୋରିକ୍ସାରେ ଫେରୁଥିବାବେଳେ କୋଠାପାଲେ ଗ୍ରାମ ନିକଟରେ ବିପରୀତ ପାର୍ଶ୍ୱରୁ ଆସୁଥିବା...

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ ରହିଯାଇଥିବା ୪୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାୟୁସେନା ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି। ଉଦ୍ଧାର...

ଷ୍ଟ୍ରକ୍ଚରାଲ ଆଓ୍ବାର୍ଡ ତାଲିକାରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟି

ଅହମ୍ମଦାବାଦ,୫ା୮: ସର୍ଦ୍ଦାର ପଟେଲ୍‌ଙ୍କ ସ୍ମୃତିରେ ଗୁଜରାଟର କେଭାଡିଆ ଟାଉନ୍‌ରେ ନିର୍ମିତ ଷ୍ଟାଚ୍ୟୁ ଅଫ୍‌ ୟୁନିଟି ‘ଦି ଷ୍ଟ୍ରକ୍ଚରାଲ ଆଓ୍ବାର୍ଡସ-୨୦୧୯’ର ମନୋନୟନ ତାଲିକାରେ ରହିଛି। ଷ୍ଟ୍ରକ୍ଚରାଲ ଇଞ୍ଜିନିୟରଙ୍କୁ ନେଇ ଗଠିତ ବ୍ରିଟେନ୍‌ର ଏକ ଅନୁଷ୍ଠାନ ଦ୍ୱାରା ଏହି ପୁରସ୍କାର ପ୍ରଦାନ କରାଯାଏ।...

ସୋନଭଦ୍ର ଜିଲାପାଳ, ଏସ୍‌ପି ବିଦା

ଲକ୍ଷ୍ନୌ,୫ା୮(ପି.ଟି.): ସୋନଭଦ୍ର ଗଣହତ୍ୟା ମାମଲାରେ ଉତ୍ତରପ୍ରଦେଶ ସରକାର ଜିଲାପାଳ ଏବଂ ସୋନଭଦ୍ର ଏସ୍‌ପିଙ୍କୁ ବିଦା କରିବା ସହ ଅନ୍ୟ ୧୩ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗତମାସରେ ଏକ ଜମି ବିବାଦକୁ ନେଇ ଗୋଣ୍ଡ ସମ୍ପ୍ରଦାୟର ୧୦...

ଜେଲ ଗଲେ ଆଇଏଏସ୍‌ ଅଫିସର

ଥିରୁଭାନନ୍ଥପୁରମ୍‌,୫ା୮(ପି.ଟି.) :ଆଇଏଏସ୍‌ ଅଫିସର ଶ୍ରୀରାମ ଭେଙ୍କିଟରମନ୍‌ଙ୍କ କାର୍‌ ଧକ୍କାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣାରେ ତାଙ୍କୁ ଜେଲ୍‌ ପଠାଇଦିଆଯାଇଛି। ଗିରଫ ଆଇଏଏସ୍‌ ଅଫିସରଙ୍କୁ ଏକ ଘରୋଇ ହସ୍ପିଟାଲରେ ପଞ୍ଚତାରକା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିବା ଅଭିଯୋଗ ହୋଇଥିଲା। ତେବେ ରିମାଣ୍ଡରେ ଥିବା...

ଏଏପି ଛାଡ଼ିବେ ଅଲ୍‌କା ଲାମ୍ବା

ନୂଆଦିଲ୍ଲୀ, ୫ା୮(ପି.ଟି.): ଏଏପି ଉପରେ ଅସନ୍ତୁଷ୍ଟ ଥିବା ଚାନ୍ଦ୍‌ନିଚୌକ୍‌ ବିଧାୟକ ଅଲ୍‌କା ଲାମ୍ବା ଦଳ ଛାଡ଼ିବାକୁ ରବିବାର ଆଗ୍ରହ ପ୍ରକାଶ କରିଛନ୍ତି। ଜନସଭାରେ ସମର୍ଥକଙ୍କ ମତାମତ ନେଇ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା...

ଚାଲିଛି ରାହୁଲଙ୍କ ଉତ୍ତରାଧିକାରୀ ଖୋଜା: ଚର୍ଚ୍ଚାରେ ପାଇଲଟ୍‌, ସିନ୍ଧିଆଙ୍କ ନାମ

ନୂଆଦିଲ୍ଲୀ, ୫ା୮(ପି.ଟି.): କଂଗ୍ରେସ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି) ବୈଠକ ଅଗଷ୍ଟ ୧୦ରେ ବସିବାକୁ ଯାଉଛି। ଏହି ବୈଠକରେ ଦଳର ନେତା କିଏ ହେବ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଗତ...

୩୦ ଓଡ଼ିଆ ଶ୍ରମିକ ଉଦ୍ଧାର

ସୁରଟ,୫ା୮: ପ୍ରବଳ ବର୍ଷା ଯୋଗୁ ତିନିଦିନ ହେଲା ଗୁଜରାଟର ନଭସାରୀ ଅଞ୍ଚଳରେ ଫସି ରହିଥିବା ୩୦ ଓଡ଼ିଆ ଶ୍ରମିକଙ୍କ ସମେତ ୩୨ ଜଣଙ୍କୁ ସ୍ଥାନୀୟ ପ୍ରଶାସନ ରବିବାର ଉଦ୍ଧାର କରିଛି। ଏହି ଲୋକମାନେ ଜଳବନ୍ଦୀ ମେନ୍ଧର ଗ୍ରାମରେ ଅଟକି ରହିଥିବା...

ଭାଜପା ଏମ୍‌ପିଙ୍କୁ ମୋଦି ମନ୍ତ୍ର: ଭୋଟ ଦେଇ ନ ଥିବା ଲୋକଙ୍କ ହୃଦୟ ଜିତ

ନୂଆଦିଲ୍ଲୀ,୫ା୮(ପି.ଟି.): କୌଣସି ନକାରାତ୍ମକ ମନୋଭାବ ତ୍ୟାଗ କରି ସକାରାତ୍ମକ ମନୋବୃତ୍ତି ନେଇ କାମ କରି ଲୋକଙ୍କୁ ଆପଣାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍‌ପିମାନଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ଯେଉଁମାନେ ଦଳକୁ ଭୋଟ ଦେଇ ନାହାନ୍ତି ସେମାନଙ୍କୁ ହୃଦୟ ଜିତିବାକୁ...

‘୫୦ ବର୍ଷ ହେବ ଗଡୁଛି ୧୦୦୦ ମାମଲା’

ଗୁଆହାଟୀ, ୫ା୮(ପି.ଟି.): ଭାରତରେ ୫୦ ବର୍ଷ ହେବ ଏକ ହଜାରରୁ ଅଧିକ ମାମଲା ପଡ଼ିରହିଛି। ଦୁଇ ଲକ୍ଷରୁ ଅଧିକ ମାମଲା ୨୫ ବର୍ଷ ହେବ ପଡ଼ିରହିଛି। ଏଭଳି ମାମଲାଗୁଡ଼ିକର ତୁରନ୍ତ ସମାଧାନ କରାଯିବା ଦରକାର ବୋଲି ଭାରତର ପ୍ରଧାନ ବିଚାରପତି(ସିଜେଆଇ)...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri