ଜାତୀୟ

ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼

ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବାପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।...

ଭାଜପା ଏମ୍‌ପିଙ୍କ ପାଇଁ ପାଠଶାଳା: ଅଭ୍ୟାସ ବର୍ଗ ତାଲିମ୍‌ କାର୍ଯ୍ୟକ୍ରମରେ ଯୋଗଦେଲେ ଲୋକ ସଭା ଓ ରାଜ୍ୟ ସଭା ସଦସ୍ୟ

ନୂଆଦିଲ୍ଲୀ,୩।୮: ଭାଜପା ଏମ୍‌ପିଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଶନିବାରଠାରୁ ଆରମ୍ଭ କରିଛନ୍ତି ୨ ଦିନିଆ ପାଠଶାଳା। ଏହି ତାଲିମ୍‌ କାର୍ଯ୍ୟକ୍ରମର ନାମ ଅଭ୍ୟାସ ବର୍ଗ ରଖାଯାଇଛି। ଏହାର ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନ ପରିସରରେ...

ମାଳଦ୍ୱୀପ ପୂର୍ବତନ ଉପରାଷ୍ଟ୍ରପତିଙ୍କ ରାଜନୈତିକ ଶରଣ ଆବେଦନକୁ ଅଗ୍ରାହ୍ୟ କଲେ ଭାରତ ସରକାର

ଚେନ୍ନାଇ,୩।୮: ମାଳଦ୍ୱୀପର ପୂର୍ବତନ ଉପରାଷ୍ଟ୍ରପତି ଅହମ୍ମଦ ଆଦେବ୍‌ ଅବଦୁଲ୍‌ ଗଫୁରଙ୍କ ରାଜନୈତିକ ଶରଣ ଆବେଦନକୁ ଭାରତ ସରକାର ଅଗ୍ରାହ୍ୟ କରିଛନ୍ତି। ଫଳରେ ସେ ତାମିଲ୍‌ନାଡୁର ଥୁଥୁକୁଡ଼ିଠାରୁ ନିଜ ଦେଶକୁ ଫେରି ଯାଇଛନ୍ତି। ତାଙ୍କ ପାଖରେ ଆବଶ୍ୟକ ବୈଧ କାଗଜପତ୍ର ନ...

ପୋଲିସ ଭୟରେ ଆତ୍ମସମର୍ପଣ କଲେ ଅପରାଧି

ବୁଲନ୍ଦସହର,୩।୮: ଉତ୍ତର ପ୍ରଦେଶ ବୁଲନ୍ଦସହରର ଜଣେ ଅପରାଧି ପୋଲିସ ଭୟରେ ଆତ୍ମ ସମର୍ପଣ କରିଥିବା କହିଛନ୍ତି। ଅନିଲ ନାମକ ଏହି ଅପରାଧିଙ୍କ ଉପରେ ପୋଲିସ ୧୦ ହଜାର ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ସେ ନିଜ ହାତରେ...

ଜମ୍ମୁ-କଶ୍ମୀର ବାଦଲ ଫଟା ବର୍ଷା: ବିଦ୍ୟୁତ ଓ ପାଣି ସେବା ପ୍ରଭାବିତ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ତ୍ରାଲରେ ଶନିବାର ବାଦଲ ଫଟା ବର୍ଷା ହୋଇଛି। ଫଳରେ ଉକ୍ତ ଅଞ୍ଚଳର ଘର ଓ ସ୍କୁଲଗୁଡ଼ିକରେ ପାଣି ପଶିଯାଇଥିବାରୁ ବିଦ୍ୟୁତ୍‌ ସରବରାହ ଓ ପାଣି ସେବା ପ୍ରଭାବିତ ହୋଇଛି। ଏଥିଯୋଗୁ ସାଧରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବାଦଲ...

ପରିବାରର ୫ ସଦସ୍ୟଙ୍କୁ ହତ୍ୟା କରି ଯୁବକ କଲେ ଆତ୍ମହତ୍ୟା: ୧୯ ପୃଷ୍ଠାର ସୁଇସାଇଟ୍‌ ନୋଟ୍‌ ଜବତ

ମୋଗା,୩।୮: ପଞ୍ଜାବର ମୋଗାରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ହତ୍ୟା କରିବା ପରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ସମସ୍ତ ମୃତଦେହକୁ ଜବତ କରିବା ସହ ଉକ୍ତ ଘରୁ ୧୯...

ଚାଷୀଙ୍କ ପୁଅଙ୍କୁ ଆମେରିକା ପ୍ରଦାନ କରିବ ଗ୍ରେନେଲ୍‌ ପୁରସ୍କାର: ମିଳିବ ୭୦ ଲକ୍ଷ ଟଙ୍କା

ପାଟନା, ୩।୮: ବିହାରରେ ଜଣେ ଚାଷୀଙ୍କ ପୁଅଙ୍କୁ ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ପାଇଁ ସମ୍ମାନ ଜନକ ଗ୍ରେନେଲ୍‌ ପୁରସ୍କାର ପ୍ରଦାନ କରାଯିବ। ଗୟା ଜିଲାର ହମ୍‌ଜାପୁର ଗାଁର ଶଫିକୁର ରହେମାନ୍‌ଙ୍କୁ ଏଥିପାଇଁ ୭୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଭାରତୀୟ...

୧୪ ଦିନ ପୂର୍ବରୁ ସରିଲା ଅମରନାଥ ଯାତ୍ରା: ନିରାଶ ହୋଇ ଫେରିଲେ ଶ୍ରଦ୍ଧାଳୁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହରେ ଅମରନାଥ ଯାତ୍ରାକୁ ବନ୍ଦ କରିଦିଆଯାଇଛି। ଅଗଷ୍ଟ ୧୫ ଏହି ଯାତ୍ରା ଶେଷ ହେବାକୁ ଥିବା ବେଳେ ଏହାକୁ ୧୩ ଦିନ ପୂର୍ବରୁ ବନ୍ଦ କରିଦିଆଯାଇଛି। ଫଳରେ ଯାତ୍ରା ପୂରା କରି ପାରି ନ...

ମୋଦିଙ୍କ ହାତ ଛାଡିଲେ ହେବ ସତ୍ୟାନାଶ: ଫଡ଼ନବିଶ

ନାଗପୁର,୩।୮: ପାଖେଇ ଆସୁଛି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଏବେ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଜନାଦେଶ ଯାତ୍ରାରେ ବାହାରିଛନ୍ତି। ଶୁକ୍ରବାର ସେ ନାଗପୁରରେ ଏମିତି ଏକ ଯାତ୍ରାରେ ଯୋଗ ଦେବା ଅବସରରେ କହିଛନ୍ତି, ଯେଉଁମାନେ ମୋଦିଙ୍କ...

୨୦୨୦ରେ ହେବ ଜନଗଣନା: ୧ ଅପ୍ରେଲ୍‌ରୁ ସେପ୍ଟେମ୍ବର ୩୦ ମଧ୍ୟରେ ହେବ ତଥ୍ୟ ସଂଗ୍ରହ

ନୂଆଦିଲ୍ଲୀ,୩।୮: ଆସନ୍ତା ୨୦୨୦ରେ ଦେଶରେ ଜନଗଣନା କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ୧ ଏପ୍ରିଲ୍‌ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏହା କରାଯିବ ବୋଲି କୁହାଯାଉଛି। ଘର ଘର ବୁଲି ନିୟୋଜିତ କର୍ମଚାରୀ ଆବଶ୍ୟକ ତଥ୍ୟ...

ଛତିଶଗଡ଼ ଏନକାଉଣ୍ଟର: ୭ ମାଓବାଦୀ ମୃତ

ରାୟପୁର,୩।୮: ଛତିଶଗଡ଼ର ରାଜନନ୍ଦଗାଓଁରେ ଶନିବାର ହୋଇଥିବା ଏନ୍‌କାଉଣ୍ଟରରେ ୭ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଗନାଡି ପୋଲିସ ଷ୍ଟେଶନ ଅଧିନରେ ଥିବା ସିତାଗୋଟା ଜଙ୍ଗଲରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି)ଙ୍କ ଦ୍ୱାରା କରାଯାଇଥିବା ଏନ୍‌କାଉଣ୍ଟରରେ ଉକ୍ତ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା...

୩ ଗୁପ୍ତଚର ଧରାପଡ଼ିଲେ: ପାକିସ୍ତାନକୁ ଦେଉଥିଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ହିସାର,୩।୮: ହରିୟାଣାର ହିସାରରୁ ୩ ଗୁପ୍ତଚର ଧରାପଡ଼ିଛନ୍ତି। ସେମାନେ ପାକିସ୍ତାନକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯୋଗାଉଥିବା ଅଭିଯୋଗ ହୋଇଛି। ସେନାର ସୂଚନା ଆଧାରରେ ରାଗିବ୍‌, ମେହତାବ୍‌ ଏବଂ ଖାଲିଦଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ମୋବାଇଲ୍‌ ଫୋନ୍‌ ଓ କିଛି ଗୁରୁତ୍ୱପୂର୍ଣ୍ଣ ଫଟୋଗ୍ରାଫ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri