ଜାତୀୟ

ସେପ୍ଟେମ୍ବରରେ ଏକାଠି ବୈଠକ କରିବେ ଆର୍‌ଏସ୍‌ଏସ୍‌-ଭାଜପା

ନୂଆଦିଲ୍ଲୀ,୨।୮: ରାଜସ୍ଥାନର ପୁଷ୍କରରେ ଆସନ୍ତା ସେପ୍ଟେମ୍ବର ୭-୯ ମଧ୍ୟରେ ଆର୍‌ଏସ୍‌ଏସ୍‌ ଓ ଭାଜପା ମଧ୍ୟରେ ଏକ ୩ ଦିନିଆ ବୈଠକ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି। ଏଥିରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ଓ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ...

ଜଗନ ମୋହନଙ୍କ ଜେରୁଜେଲମ ଗସ୍ତ: ସୁରକ୍ଷାରେ ଖର୍ଚ୍ଚ ହେବ ୨୨.୫ ଲକ୍ଷ ଟଙ୍କା

ହାଇଦ୍ରାବାଦ,୨।୮: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଗତ ଗୁରୁବାର ଜେରୁଜେଲମ ଗସ୍ତ କରିଛନ୍ତି। ସେଠାରେ ତାଙ୍କ ସୁରକ୍ଷା ପାଇଁ ସୁରକ୍ଷାକର୍ମୀଙ୍କୁ ୨୨,୫୨,୫୦୦ ଟଙ୍କା ଆନ୍ଧ୍ର ସରକାରଙ୍କ ପାଣ୍ଠିରୁ ଆସିଥିବା ସୂଚନା ମିଳିଛି। ଜଗନ ମୋହନଙ୍କ ଏହି ୪...

ପାକିସ୍ତାନର ଅମରନାଥ ଯାତ୍ରା ଆକ୍ରମଣ ଯୋଜନା ପଣ୍ଡ

ଶ୍ରୀନଗର:୨।୮: ଜମ୍ମୁ-କଶ୍ମୀର ଘାଟିରେ ପାକିସ୍ତାନ ସେନା ଓ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ନେଇ ଲାଗିରହିଥିବା ଅଶାନ୍ତ ପରିସ୍ଥିତିର ମୁକାବିଲା କରିବାକୁ ଯାଇ ଶୁକ୍ରବାର ଶ୍ରୀନଗରରେ ସେନା ଓ ପୋଲିସ ପକ୍ଷରୁ ଏକ ମିଳିତ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏଥିରେ ସେନା...

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଶୁକ୍ରବାର କହିଛନ୍ତି। ଏହି ମାମଲାର ଶୁଣାଣି ପ୍ରତିଦିନ...

ନଏଡାରେ ଆରମ୍ଭ ହେଲା ଫିଙ୍କ୍‌ ଟଏଲେଟ

ନଏଡା,୨।୮: ମହିଳାଙ୍କ ସୁବିଧା ପାଇଁ ଦିଲ୍ଲୀର ନଏଡାର ସେକ୍ଟର-୫୦ ସ୍ଥିତ ଏକ ମାର୍କେଟରେ ପିଙ୍କ ଟଏଲେଟ ଆରମ୍ଭ ହୋଇଛି। ଗୁରୁବାର ନଏଡା ପ୍ରଶାସନର ଅଧ୍ୟକ୍ଷ ଆଲୋକ ଟଣ୍ଡନ ଓ ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ରିତୁ ମହେଶ୍ୱରୀ ପ୍ରଥମ ପିଙ୍କ ଟଏଲେଟକୁ...

ଲାଞ୍ଚ ନ ଦେବାରୁ ଗରିବ ବିଧବାଙ୍କୁ କୋଟିପତି ଦର୍ଶାଗଲା

ଅଯୋଧ୍ୟା,୨।୮: ବିକାପୁର ତହସିଲର ତାରାଦେବୀ ଗରିବ ଓ ବିଧବା। ନିକଟରେ ସେ ତାଙ୍କ ପୁଅ ଅମିତର ପାଠପଢା ଓ ଛାତ୍ରବୃତ୍ତି ପାଇଁ ବାର୍ଷିକ ଆୟ ପ୍ରମାଣ ପତ୍ର ବାହାର କରିବାକୁ ତହସିଲ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ବହୁବାର ସେ ସେଠାକୁ ଦୌଡିବା...

କଂଗ୍ରେସ କାର୍ଯ୍ୟାଳୟରେ ମାଡ଼ପିଟ୍‌: ପୋଲିସ ସୁରକ୍ଷାରେ ବୈଠକ କରିଲେ ପ୍ରଦେଶ ଅଧ୍ୟକ୍ଷ

ରାଞ୍ଚି,୨।୮: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଦଳ ଏବେ ନେତୃତ୍ୱହୀନ ହୋଇପଡ଼ିଛି। ନିର୍ବାଚନର ଫଳାଫଳ ପାଇଁ ପରସ୍ପର ଉପରେ କାଦୁଅଫିଙ୍ଗା ଚାଲିଥିବା ବେଳେ ଝାଡ଼ଖଣ୍ଡ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାରଙ୍କୁ ଦାୟୀ କରି ପ୍ରଦେଶ...

ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୨।୮: ସଂସଦରେ ଗୃହୀତ ନ୍ୟାସନାଲ ମେଡିକାଲ କମିଶନ (ଏନଏମସି) ବିଧେୟକକୁ ବିରୋଧ କରି ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ପକ୍ଷରୁ ଅନିଶ୍ଚିତ କାଳ ପାଇଁ ବନ୍ଦ ଡାକରା ଦିଆଯାଇଛି। ଦିଲ୍ଲୀରେ ଡାକ୍ତରଙ୍କ ଏକ ପ୍ରତିନିଧିମଣ୍ଡଳ ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ...

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ କରାଯିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡିତାଙ୍କ ପରିବାର ଲକ୍ଷ୍ନୌରେ ଚିକିତ୍ସା ଚାହୁଁଛନ୍ତି...

ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ, ୨।୮: ପୁଣି ଥରେ ସରକାରକୁ ଫେରିବା ପରେ ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଭିତରେ ସମସତ୍କୁ ଘର ଯୋଗଦିଆଯିବ। ଏଥିପାଇଁ ବେଙ୍ଗାଲୁରୁରେ ୧୦୦୦ ଏକ ଜମି ଚିହ୍ନଟ କରାଯାଇଛି...

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ୨।୮: ଦିଲ୍ଲୀରେ ନ୍ୟାଶନାଲ ମେଡିକାଲ କମିଶନ ବିଲ୍‌(ଏନ୍‌ଏମ୍‌ସି) ବିରୋଧରେ ଡାକ୍ତରଙ୍କ ବିରୋଧ ଜାରି ରହିଛି। ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ଆନ୍ଦୋଳନ ଶୁକ୍ରବାରକୁ ତୃତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ ଯୋଗୁ ଡାକ୍ତରମାନେ କାର୍ଯ୍ୟରେ ଯୋଗଦେଉ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି।...

ସାମ୍ବାଦିକ ରବୀଶ କୁମାର ମାଗସେସେ ପୁରସ୍କାର ପାଇଁ ମନୋନୀତ

ନୂଆଦିଲ୍ଲୀ, ୨।୮: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମନ ମାଗସେସେ ପୁରସ୍କାର ୨୦୧୯ ପାଇଁ ଭାରତୀୟ ସାମ୍ବାଦିକ ରବୀଶ କୁମାରଙ୍କ ସମେତ ଏସିଆର ୫ଜଣ ମନୋନୀତ ହୋଇଛନ୍ତି। ଦୀର୍ଘ ୧୨ ବର୍ଷ ପରେ ଜଣେ ଭାରତୀୟ ଏହି ପୁରସ୍କାର ପାଇଁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri