ଜାତୀୟ

‘ପ୍ରାର୍ଥନା କରୁଥିଲି, ସେହି ମୃତଦେହ ସିଦ୍ଧାର୍ଥଙ୍କର ହୋଇ ନ ଥାଉ’

ବେଙ୍ଗାଲୁରୁ, ୩୧।୭: ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ କନର୍ର୍ାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ଉଦ୍ଧାର କରାଯାଇଛି। ସୋମବାର ସନ୍ଧ୍ୟାରୁ ନେତ୍ରବତୀ ନଦୀ ପୋଲରୁ ହିଁ କେଉଁଆଡେ ନିଖୋଜ ଥିଲେ...

ଉନ୍ନାଓ ଘଟଣା: ହସିି ଫଶିଗଲେ ଜୟା

ନୂଆଦିଲ୍ଲୀ, ୩୧।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ କାର୍‌ ଦୁର୍ଘଟଣାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ବୁଧବାର ଏହି ଘଟଣାକୁ ବିରୋଧ କରି ସମାଜବାଦୀ ପାର୍ଟ ଏବଂ ତୃଣମୂଳ କଂଗ୍ରେସର ଏମ୍‌ପିମାନେ ଦିଲ୍ଲୀରେ ବିରୋଧ ପ୍ରଦର୍ଶନ କରିଥିଲେ।...

ଭାଜପାରେ ଯୋଗଦେଲେ କଂଗ୍ରେସ-ଏନସିପି ବିଧାୟକ ଓ ବହୁ ସମର୍ଥକ

ମୁମ୍ବାଇ,୩୧।୭: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ କଂଗ୍ରେସ-ଏନ୍‌ସିପିର ୪ ବିଧାୟକ ବୁଧବାର ସେମାନଙ୍କ ସମର୍ଥକଙ୍କ ସହିତ ଭାଜପାରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌, ଭାଜପା ରାଜ୍ୟ ସଭାପତି ଚନ୍ଦ୍ରକାନ୍ତ ପାଟିଲ୍‌ ଏବଂ ମୁମ୍ବାଇ ଭାଜପା ମୁଖ୍ୟ ମଙ୍ଗଳ...

ଟିକ୍‌ଟକ୍‌ ନିଶାରେ ମହିଳା କନଷ୍ଟେବଳ

ନୂଆଦିଲ୍ଲୀ, ୩୧।୭: ଟିକ୍‌ଟକ୍‌ ଭିଡିଓ କରିବା ନିଶା ଏବେ ସମସ୍ତଙ୍କୁ ଘାରିଛି। କାର୍ଯ୍ୟକ୍ଷେତ୍ରରେ ଥାଇ ବି ଟିକ୍‌ଟକ୍‌ରେ ମାତୁଛନ୍ତି କର୍ମଚାରୀ। ଦିଲ୍ଲୀର ଦୁଇ ମହିଳା କନଷ୍ଟେବଳଙ୍କ ଟିକ୍‌ଟକ୍‌ ଭିଡିଓ ଏବେ ଭାଇରାଲ ହେଉଛି। କାର୍ଯ୍ୟରତ ଦୁଇ କର୍ମଚାରୀ ପୋଲିସ୍‌ ବର୍ଦ୍ଦିରେ...

ଶେଷ ଚିଠିରେ କ’ଣ ଲେଖିଥିଲେ ସିଦ୍ଧାର୍ଥ

ବେଙ୍ଗାଲୁରୁ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଖୋଜ ହେବାର ଦୁଇ ଦିନ ପରେ ବୁଧବାର କର୍ଣ୍ଣାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ...

ଶ୍ରାବଣ ମାସରେ ମୁସଲମାନ୍‌ ଡେଲିଭରୀ ବୟଠାରୁ ଖାଦ୍ୟ ଗ୍ରହଣ କଲେ ନି ଗ୍ରାହକ: ଖାଦ୍ୟର ନାହିଁ ଧର୍ମ, ଖାଦ୍ୟ ହିଁ ଧର୍ମ ଜବାବ ଦେଲା ଜୋମାଟୋ

ନୂଆଦିଲ୍ଲୀ,୩୧।୭: ଜୋମାଟୋ ଅନ୍‌ଲାଇନ୍‌ ଫୁଡ୍‌ ସର୍ଭିସ୍‌ ଦ୍ୱାରା ପଠାଯାଇଥିବା ଖାଦ୍ୟକୁ ଅମିତ୍‌ ଶୁକ୍ଳା ନାମକ ଜଣେ ବ୍ୟକ୍ତି ଫେରାଇ ଦେଇଛନ୍ତି। ଡେଲିଭରୀ ବୟ ମୁସଲମାନ୍‌ ଥିବାରୁ ଅମିତ୍‌ ଶ୍ରାବଣ ମାସରେ ଏହା ଗ୍ରହଣ କରିବାକୁ ମନା କରିଥିଲେ। ଏନେଇ ଅମିତ୍‌...

ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ

ହାଇଦ୍ରାବାଦ୍‌,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି। ଫଳରେ ୨୬ଟି ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ ହୋଇପଡ଼ିଥିବା ସ୍ଥାନୀୟ ପ୍ରଶାସନ...

ଦୁର୍ଘଟଣା ପୂର୍ବରୁ ପୀଡ଼ିତାଙ୍କ ପତ୍ର ନ ମିଳିବା ଘଟଣା: ସିଜେଆଇଙ୍କ କାରଣ ଦର୍ଶାଅ ନୋଟିସ୍‌

ନୂଆଦିଲ୍ଲୀ, ୩୦ା୭: ଉନ୍ନାଓ ପୀଡ଼ିତା ଓ ତାଙ୍କ ପରିବାର ଯାଉଥିବା କାର୍‌ ଦୁର୍ଘଟଣାଗ୍ରସ୍ତ ହେବାର କିଛିଦିନ ପୂର୍ବରୁ ପୀଡ଼ିତା ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ନିକଟକୁ ଏକ ପତ୍ର ଲେଖିଥିବା ଘଟଣା ସାମ୍ନାକୁ ଆସିଛି। କିନ୍ତୁ ପତ୍ରଟି ମୋତେ ନ...

ଭୁଶୁଡ଼ି ପଡ଼ିଛି ସ୍ବାସ୍ଥ୍ୟ ସେବା: କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ଖାଇଗଲେ ମୂଷା

ଧାନବାଦ୍‌,୩୧।୭: ଛତିଶଗଡ଼ରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସ୍ଥାନୀୟ ପାଟଳିପୁତ୍ର ମେଡିକାଲରେ ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ମୂଷା ଖାଇଦେଇଛନ୍ତି। କକର୍ଟରେ ପୀଡ଼ିତ ହୋଇଥିବା ୭୩ ବର୍ଷ ବୟସ୍କ ଶମିମ୍‌ ମଲ୍ଲିକ୍‌...

ତିନି ତଲାକ୍‌ ବିଲ୍‌କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରିବ ମୁସଲିମ୍‌ ପର୍ସନାଲ୍‌ ଲ’ ବୋର୍ଡ

ନୂଆଦିଲ୍ଲୀ, ୩୧।୭: ବହୁ ଚର୍ଚ୍ଚିତ ଟ୍ରିପଲ ତଲାକ ବିଲ ବା ମହିଳା ସୁରକ୍ଷା (ବିବାହ ଅଧିକାର ଆଇନ) ୨୦୧୯ ଶେଷରେ ରାଜ୍ୟସଭାରେ ପାରିତ ହୋଇଯାଇଛି। ତତ୍କାଳ ଟ୍ରିପଲ ତଲାକକୁ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରିବାର ବ୍ୟବସ୍ଥା ଥିବା ଏହି...

ହରତାଳରେ ବସିଲେ ୩ ଲକ୍ଷ ଡାକ୍ତର

ନୂଆଦିଲ୍ଲୀ, ୩୧।୭: ନ୍ୟାଶ୍‌ନାଲ ମେଡିକାଲ କାଉଂସିଲ୍‌ ବିଲ୍‌ ୨୦୧୯କୁ ବିରୋଧ କରି ବୁଧବାର ଇଣ୍ଡିଆନ୍‌ ମେଡିକାଲ ଆସୋସିଏସନ୍‌(ଆଇଏମଏ) ପକ୍ଷରୁ ଦେଶବ୍ୟାପୀ ହଡତାଳ ଘୋଷଣା କରାଯାଇଛି। ଏଥିରେ ୩ଲକ୍ଷରୁ ଅଧିକ ଡାକ୍ତର ଯୋଗଦେଇଛନ୍ତି। ଫଳରେ ଡାକ୍ତରଖାନାରେ ଓପିଡି ସେବା ବନ୍ଦ ରହିଛି।...

ରାଜ୍ୟ ସଭାରେ ତିନି ତଲାକ୍‌ ବିଲ୍‌ ପାସ୍‌ ହେବାର ଗୋଟିଏ ଦିନ ପରେ ସ୍ତ୍ରୀଙ୍କୁ ସ୍ବାମୀ ଦେଲେ ତଲାକ୍‌

ଅହମ୍ମଦାବାଦ୍‌,୩୧।୭: ରାଜ୍ୟ ସଭାରେ ତିନି ତଲାକ୍‌ ବିଲ୍‌ ମଙ୍ଗଳବାର ପାସ୍‌ ହୋଇଛି। ତେବେ ବୁଧବାର ଗୁଜରାଟ ଅହମ୍ମଦାବାଦ୍‌ରେ ସ୍ତ୍ରୀଙ୍କୁ ସ୍ବାମୀ ତିନି ତଲାକ୍‌ ଦେଇଛନ୍ତି। ଏହାପରେ ସ୍ତ୍ରୀ ଆତ୍ମହତ୍ୟା କରିବାର ଉଦ୍ୟମ କରିଥିବା କୁହାଯାଉଛି। ତାଙ୍କ ଅବସ୍ଥା ଗୁରୁତର ରହିଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri