ଜାତୀୟ

ସିବିଆଇକୁ ତଦନ୍ତ ଦାୟିତ୍ୱ

ନୂଆଦିଲ୍ଲୀ/ ଲକ୍ଷ୍ନୌ, ୩୧ା୭(ପି.ଟି.): ବହୁଚର୍ଚ୍ଚିତ ଉନ୍ନାଓ ପୀଡ଼ିତା ଦୁର୍ଘଟଣା ମାମଲାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଦିଆଯାଇଛି। ଉତ୍ତରପ୍ରଦେଶ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାର ଏହି ସମ୍ବେଦନଶୀଳ ମାମଲାର ତଦନ୍ତଭାର ସିବିଆଇକୁ ହସ୍ତାନ୍ତର କରିଛନ୍ତି। ବଳାକତ୍ାର ପୀଡ଼ିତା...

ନିତି ଏହି ଜୁସ୍‌ରୁ ଅଧାକପ୍‌ ରଖେ ହାର୍ଟ ଆଟାକ୍‌ରୁ ଦୂରେଇ…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ଏହି ଜୁସ୍‌କୁ ନିୟମିତ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଗୁଜରାଟ ଆୟୁର୍ବେଦ ବିଶ୍ୱବିଦ୍ୟାଳୟରେ ନିକଟରେ ହୋଇଥିବା...

ରାଜ୍ୟ ସଭାରେ ‘ଟ୍ରିପଲ୍‌ ତଲାକ୍‌’ ବିଲ ପାସ୍‌

ନୂଆଦିଲ୍ଲୀ,୩୦।୭: ଲୋକ ସଭା ପରେ ଏବେ ରାଜ୍ୟ ସଭାରେ ପାରିତ ହେଲା ‘ଟ୍ରିପଲ୍‌ ତଲାକ୍‌ ବିଲ୍‌’। ଭୋଟିଂ ଡିଭିଜନ ଜରିଆରେ ମୁସଲମାନ ମହିଳାଙ୍କ ବିବାହ ସମ୍ପର୍କିତ ଏହି ବିଲ୍‌ ମଙ୍ଗଳବାର ପାସ୍‌ ହୋଇଛି। ବିଲ୍‌ ସପକ୍ଷରେ ଗୃହରେ ୯୯ ସଦସ୍ୟ...

ଖଣ୍ଡେ ପାନର ଦାମ୍‌ ୫ ହଜାର…

ପାନ ଭାରତୀୟ ସଂସ୍କୃତି ସହିତ ଅତି ନିବିଡ଼ ଭାବେ ଜଡିତ। ତେବେ ପାନର ଦାମ ୫ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ନିଶ୍ଚିତ। ମହାରାଷ୍ଟ୍ର ଔରଙ୍ଗାବାଦ୍‌ରେ ରହିଛି ଏଭଳି ଏକ ପାନ ଦୋକାନ। ଏହାର ନାମ...

ଜଗଦୀପ ଧନଖଡ ହେଲେ ପଶ୍ଚିମବଙ୍ଗ ରାଜ୍ୟପାଳ

କୋଲକାତା,୩୦।୭: ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ ଭାବେ ଜଗଦୀପ ଧନଖଡ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। କୋଲକାତା ହାଇକୋର୍ଟର ମୁଖ୍ୟ ବିଚାରପତି ଟି.ବି.ଏନ୍‌. ରାଧାକ୍ରିଷ୍ଣନ୍‌ ରାଜଭବନରେ ଜଗଦୀପଙ୍କୁ ରାଜ୍ୟପାଳ ଭାବେ ଶପଥପାଠ କରାଇଥିଲେ। ଜଗଦୀପ ରାଜ୍ୟର ୨୮ତମ ରାଜ୍ୟପାଳ ଭାବେ ନିଯୁକ୍ତ...

ଭୁଲ୍‌ରେ ଫ୍ରିଜ୍‌ରେ ରଖନ୍ତୁ ନାହିଁ ଏହି ୬ଟି ଜିନିଷ

ସାଧାରଣତଃ ବ୍ୟସ୍ତବହୁଳତା ଜୀବନ ଯୋଗୁ ଲୋକମାନେ ସପ୍ତାହର ପନିପରିବା ଆଣି ଫ୍ରିଜ୍‌ରେ ରଖିଦେଇଥାନ୍ତି। ପ୍ରାୟ ସମୟରେ ଏହି ପନିପରିବା ବହୁଦିନ ପର୍ଯ୍ୟନ୍ତ ଫ୍ରିଜ୍‌ରେ ରହିଯାଇଥାଏ। ହେଲେ ଆପଣ ଅଜାଣତରେ କେତେ ବଡ଼ ଭୁଲ କରୁଛନ୍ତି ଜାଣିଛନ୍ତି କି? କିଛି ଜିନିଷ...

ପୋଷ୍ଟ ଅଫିସରେ ମିଳୁଛି ଗଙ୍ଗାଜଳ

ରୋହତକ,୩୦।୭: ହରିୟାଣାର ରୋତକରେ ଥିବା ଏକ ପୋଷ୍ଟ ଅଫିସରେ ଗଙ୍ଗୋତ୍ରୀରୁ ଆସିଥିବା ଗଙ୍ଗାଜଳ ବିକ୍ରି କରାଯାଉଥିବା ଦେଖାଯାଇଛି। ଏନେଇ ସେଠାକାର ଲୋକ ସମ୍ପର୍କ ଅଧିକାରୀଙ୍କୁ ପଚାରିବାରୁ ସେ କହିଛନ୍ତି, ଯେଉଁମାନେ କାଉଡି ଯାତ୍ରାରେ ଯାଇ ପାରୁ ନାହାଁନ୍ତ ସେମାନଙ୍କୁ ଆମେ...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ବୈଠକରେ ଯୋଗ ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୩୦।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବା ପରେ ବିଏସ୍‌ ୟେଦୁରପ୍ପା ମଙ୍ଗଳବାର ପ୍ରଥମ କରି ଏକ ବୈଠକରେ ଯୋଗ ଦେଇଛନ୍ତି। କୋଡାଗୁ ବିଧାୟକଙ୍କ ସହ ଏହି ବୈଠକରେ ଯୋଗ ଦେଇ ୟେଦୁରପ୍ପା ସେଠାରେ ଚାଲିଥିବା ରିଲିଫ୍‌ କାମକୁ ନେଇ ଆଲୋଚନା...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ପାକିସ୍ତାନୀ ସେନା ନିହତ

ସୁନ୍ଦରବନି,୩୦।୭: ଜମ୍ମୁ-କଶ୍ମୀରର ସୁନ୍ଦରବନି ସେକ୍ଟରରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏହାସହ ପାକିସ୍ତାନ ତାଙ୍ଗଧାର-କେରନ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସମୟରେ ଭାରତୀୟ ସେନା...

ଧର୍ମନିରପେକ୍ଷ ନୁହେଁ ଭାଜପା: ସିଦ୍ଧରମେୟା

ବେଙ୍ଗାଲୁରୁ,୩୦।୭: ଚଳିତବର୍ଷ କର୍ନାଟକର ଭାଜପା ସରକାର ଟିପୁ ସୁଲତାନଙ୍କ ଜୟନ୍ତୀ ପାଳନ ନ କରିବାକୁ ଯୋଜନା କରୁଥିବା ଜଣାପଡିଛି। ବୁଧବାର କ୍ୟାବିନେଟ ବୈଠକ ପରେ ଏହା ସ୍ଥିର କରାଯିବ ବୋଲି କହିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ବିଏ ସ୍‌ ୟେଦୁରପ୍ପା। ତେବେ...

ବିଚାରପତି ଦଣ୍ଡାଦେଶ ଶୁଣାଇବା ବେଳେ କୋର୍ଟରେ ବିଷ ପିଇ ଆତ୍ମହତ୍ୟା କଲେ ଅଭିଯୁକ୍ତ

ଜୟପୁର,୩୦।୭:ରାଜସ୍ଥାନର କୋଟାରେ ଜଣେ ଯୁବକ କୋର୍ଟଙ୍କ ଦଣ୍ଡାଦେଶ ଶୁଣିବା ମାତ୍ରେ ହିଁ ବିଷ ପିଇ ଦେଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ଉକ୍ତ ସହରର...

କର୍ନାଟକ ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଭାଜପା ବିଧାୟକ

ବେଙ୍ଗାଲୁରୁ,୩୦।୭: କର୍ନାଟକର ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗଡେ କାଗେରି ମଙ୍ଗଳବାର ବିଧାନସଭା ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସିରସି ଆସନର ବିଧାୟକ ହେଗଡେଙ୍କ ସହ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଓ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri