ଜାତୀୟ

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ବ୍ୟବସାୟୀ ଆଶିଫ୍‌ ଲୋନ୍‌, ତନବୀର୍‌ ଅହମ୍ମଦ୍‌, ତାରିକ୍‌ ଅହମ୍ମଦ୍‌...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ,୨୮।୭: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କର ରବିବାର ପରଲୋକ ହୋଇଛି। ହାଇଦ୍ରାବାଦରେ ୭୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ନିମୋନିଆରେ ପୀଡିତ ଥିବା ରେଡ୍ଡୀଙ୍କୁ ଶନିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।...

‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ରେ ଶ୍ରଦ୍ଧା କପୁର

ମୁମ୍ବାଇ: ଅପ୍‌କମିଂ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଅଭିନୟ କରୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର। ସେ ଶୁଟିଂସେଟ୍‌ର ଏକ ଅବିସ୍ମରଣୀୟ ମୁହୂର୍ତ୍ତରେ ବେଶ୍‌ ଖୁସି ପ୍ରକାଶ କରି ପୂରା ଟିମ୍‌କୁ ଲମ୍ବା ଥ୍ୟାଙ୍କ-ୟୁ ଜଣାଇ ସୋସିଆଲ ମିଡିଆରେ ପୋଷ୍ଟ...

ବାଚସ୍ପତିଙ୍କ ବିରୋଧରେ ଆସିପାରେ ଅନାସ୍ଥା ପ୍ରସ୍ତାବ

ବେଙ୍ଗାଲୁରୁ,୨୮ା୭(ପି.ଟି.): କର୍ନାଟକରେ ଭାଜପା ଗାଦିନସୀନ ହେବା ପରେ ଏବେ ବାଚସ୍ପତି କେ.ଆର୍‌. ରମେଶଙ୍କୁ ହଟାଇବା ଲାଗି ଅଭିଯାନକୁ ଜୋର୍‌ଦାର କରିଛି। ବାଚସ୍ପତି ଯଦି ଇସ୍ତଫା ନ ଦିଅନ୍ତି, ତେବେ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଭାଜପା ବିଚାର କରୁଛି।...

‘କାର୍‌ଗିଲ ବିଜୟ ଭାରତର ଶକ୍ତିର ପ୍ରତୀକ’

ନୂଆଦିଲ୍ଲୀ,୨୮ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟ ଭାରତର ଶକ୍ତି, ପ୍ରତିବଦ୍ଧତା ଓ ସାମର୍ଥ୍ୟର ପ୍ରତୀକ ଥିଲା। ଏହାର ସଶସ୍ତ୍ର ବାହିନୀର ତ୍ୟାଗ ଏହାକୁ ଦୁର୍ଜେୟ କରି ରଖିଛି ବୋଲି କାର୍‌ଗିଲ ବିଜୟର ୨୦ ବର୍ଷ ପୂର୍ତ୍ତି ଉତ୍ସବରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ...

ଭାରତକୁ ମିଳିଲା ୪ ଆପାଚେ ଆଟାକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୨୮ା୭(ପି.ଟି.): ଆମେରିକାର ଏରୋସ୍ପେସ୍‌ ମେଜର୍‌ ବୋଇଂ ଶନିବାର ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪ଟି ୨୨ଆପାଚେ ଆଟାକ୍‌ ହେଲିକପ୍ଟର ପ୍ରଦାନ କରିଛି। ଏହା ଭାରତୀୟ ବାୟୁସେନାର ଶକ୍ତିବୃଦ୍ଧି କ୍ଷେତ୍ରରେ ବିଶେଷ ସହାକ ହେବ। ଆଗାମୀ ସପ୍ତାହରେ ପୁଣି ୪ଟି ଏଭଳି ହେଲିକପ୍ଟର...

ଜଳ ଓ ବିଜୁଳି ଅଭାବ ଦୂର କରିବ ଉଦୟପୁର ଆଇଆଇଏମ୍‌ କ୍ୟାମ୍ପସରେ ଥିବା କୃତ୍ରିମ ହ୍ରଦ

ଆରାବଳୀ ଅବବାହିକାରେ ୩୭୩ ଏକର ପରିମିତ ଜାଗାରେ ଦେଶର ସବୁଠୁ ବଡ଼ ଆଇଆଇଏମ୍‌ କ୍ୟାମ୍ପସ ରାଜସ୍ଥାନର ଉଦୟପୁରରେ ରହିଛି। ଏହି କ୍ୟାମ୍ପସ ମଧ୍ୟରେ ୫ଟି କୃତ୍ରିମ ହ୍ରଦ ରହିଛି। ଏହି ହ୍ରଦରେ ୨୦ କୋଟି ଲିଟର ବର୍ଷାଜଳ ସଂରକ୍ଷଣ କରି...

କାଉଡିଆଙ୍କ ଉପରେ ଫୁଲ ବର୍ଷା କଲେ ପୋଲିସ କର୍ମୀ

ମୁଜାଫରପୁର,୨୭।୭: ଶ୍ରାବଣ ମାସରେ ଶିବଭକ୍ତମାନେ ଶିବଙ୍କୁ ଜଳଲାଗି କରିବାକୁ କାଉଡି ଯାତ୍ରାରେ ବାହାରିଥାଆନ୍ତି। ଚଳିତ ବର୍ଷ ମଧ୍ୟ ଗତବର୍ଷ ପରି ଏହି କାଉଡିଆଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ଉତ୍ତର ପ୍ରଦେଶ ସରକାର। ସେମାନଙ୍କ ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା...

ମହାଲକ୍ଷ୍ମୀ ଏକ୍ସପ୍ରେସରେ ଜଳବନ୍ଦୀ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର

ମୁମ୍ବାଇ,୨୭।୭: ମହାରାଷ୍ଟ୍ର ଶନିବାର ହୋଇଥିବା ପ୍ରବଳ ବର୍ଷା ଫଳରେ ବନ୍ୟା ପରିସ୍ଥିତି ଉପୁଜିଥିଲା। ଏହି ସମୟରେ ମୁମ୍ବାଇ-କୋହ୍ଲାପୁର ମହାଲକ୍ଷ୍ମୀ ଏକ୍ସପ୍ରେସ୍‌ ବଦଲାପୁରଠାରୁ ବାନଗନି ଯାଉଥିବା ଟ୍ରାକରେ ପାଣି ଜମା ହୋଇ ଯିବାରୁ ଅଧାବାଟରେ ଅଟକି ଯାଇଥିଲା। ଏଥିରେ ୯ ଜଣ...

ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରୁ କମଲନାଥଙ୍କ ଭଣଜା ଫେରାର

ନୂଆଦିଲ୍ଲୀ,୨୭।୭: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ହାଜତରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲାରେ ରତୁଲ ପୁରୀଙ୍କୁ ଇଡି ସମନ ପଠାଇ ଶନିବାର କାର୍ଯ୍ୟାଳୟକୁ ଡକାଇଥିଲା। ସକାଳେ ରତୁଲ ପହଞ୍ଚିଥିବା ବେଳେ ତାଙ୍କୁ...

କର୍ନାଟକ ବିଧାନସଭା ନିକଟରେ ଜାରି ହେବ ୧୪୪ ଧାରା

ବେଙ୍ଗାଲୁରୁ,୨୭।୭: କର୍ନାଟକ ବିଧାନସଭାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଏବେ ଏଠାରେ ରାଜନୈତିକ ପରିବେଶ ବେଶ୍‌ ସରଗରମ। ତେଣୁ ବିଧାନସଭା ପରିସରରେ ୧୪୪ ଧାରା ଜାରି କରାଯିବ ବୋଲି ଶନିବାର ଘୋଷଣା କରାଯାଇଛି। ବିଧାନସଭାର ୨ କିଲୋମିଟର ମଧ୍ୟରେ ଆସନ୍ତା ୨୯...

କୁଲୁ-ମନାଲିରେ ଭୂସ୍ଖଳନ: ଜାତୀୟ ରାଜପଥ ଜାମ୍‌

ଶିମଲା,୨୭।୭: ହିମାଚଳ ପ୍ରଦେଶର ମଣ୍ଡି ଜିଲାରେ ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ହୋଇଛି। ଫଳରେ ମଣ୍ଡି, କୁଲୁ ଓ ମନାଲି ଜାତୀୟ ରାଜପଥ ଅବରୋଧ ହେବା ସହ ହାଇଓ୍ବେର ଦୁଇ ପାର୍ଶ୍ୱରେ ୫-୫ କିଲୋମିଟର ପର୍ଯ୍ୟନ୍ତ ଯାନବାହନ ଅଟକି ରହିଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri