ଜାତୀୟ

ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ସେନା ଯବାନ ଶହୀଦ୍‌

ଶ୍ରୀନଗର,୨୭।୭: ଉତ୍ତର କଶ୍ମୀର କୁପଓ୍ବାରା ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଆର୍‌ଆର୍‌-୫୭ର ଲାନ୍ସ ନାୟକ୍‌ ରାଜେନ୍ଦ୍ର ସିଂ। ରାଜେନ୍ଦ୍ରଙ୍କ ଦେହରେ ଗୁଳି ଲାଗିବାରୁ ତାଙ୍କୁ...

ପୁଣି ବୁଡିଲା ମୁମ୍ବାଇ: ବିମାନ ସେବା ବାଧାପ୍ରାପ୍ତ

ମୁମ୍ବାଇ,୨୭।୭: ମାୟାନଗରୀ ପୁଣି ବୁଡି ଯାଇଛି। ଗୁରୁବାର ରାତିରେ ହୋଇଥିବା ପ୍ରବଲ ବର୍ଷାରେ ଅଧିକାଂଶ ସ୍ଥାନରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହେବା ସହ ଟ୍ରେନ୍‌ ଓ ବିମାନ ସେବା ବାଧାପ୍ରାପ୍ତ ହୋଇଛି। ଏଥିରେ ସାଧାରଣ ଜୀବନଯାତ୍ରା ମଧ୍ୟ ବହୁ...

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର ମୁନା ଲୋହାରି ଅଛନ୍ତି। ଦକ୍ଷିଣ କଶ୍ମୀରର ବୋନା ବଜାରଠାରେ କିଛି ଆତଙ୍କବାଦୀ ଏକ...

ଅକ୍ଷରଧାମ୍‌ ଆକ୍ରମଣର ମାଷ୍ଟର ମାଇଣ୍ଡ ଗିରଫ

ଗାନ୍ଧୀନଗର,୨୭ା୭(ପି.ଟି.): ଅକ୍ଷରଧାମ୍‌ ମନ୍ଦିର ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ମହମ୍ମଦ ୟାସିନ୍‌ ଭଟ୍ଟଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଶୁକ୍ରବାର ଜମ୍ମୁ-କଶ୍ମୀରର ଅନନ୍ତନାଗରୁ ଗିରଫ କରିଛି। ୨୦୦୨ ସେପ୍ଟେମ୍ବର ୨୪ରେ ଅକ୍ଷରଧାମ୍‌ ମନ୍ଦିର କମ୍ପ୍ଲେକ୍ସ ଉପରେ ଦୁଇଜଣ ଆତଙ୍କବାଦୀ...

ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ରାଜ୍ୟ ସଭାରେ ଦାବି

ନୂଆଦିଲ୍ଲୀ,୨୭ା୭(ପି.ଟି.): ଓଡିଶାର ଆଦିବାସୀ ଓ ସେମାନଙ୍କ ଜମିର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଶୁକ୍ରବାର ବିଜେଡି ଏମ୍‌ପି ସସ୍ମିତ ପାତ୍ର ରାଜ୍ୟ ସଭାରେ ଦାବି ଉପସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଯୋଗୁ ଓଡ଼ିଶାର...

ବାଚସ୍ପତିଙ୍କ ଆଗରେ ହାଜର ହେବେ ଆଜମ୍‌

ନୂଆଦିଲ୍ଲୀ,୨୭ା୭(ପି.ଟି.): ଭାଜପା ସଦସ୍ୟ ରମା ଦେବୀଙ୍କ ପ୍ରତି ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାନ୍‌ଙ୍କ ଅଶାଳୀନ ମନ୍ତବ୍ୟକୁ ଶୁକ୍ରବାର ଲୋକ ସଭାରେ ଦଳମତ ନିର୍ବିଶେଷରେ ସବୁ ସଦସ୍ୟ ବିରୋଧ କରିଛନ୍ତି। ତାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି...

ଚୟନାତ୍ମକ ଆକ୍ରୋଶ ଓ ମିଥ୍ୟା ବର୍ଣ୍ଣନାକୁ ବିରୋଧ: ମୁହଁ ଖୋଲିଲେ ୬୨ ସେଲିବ୍ରିଟି

ମୁମ୍ବାଇ,୨୭ା୭(ପି.ଟି.): ସଂଖ୍ୟାଲଘୁ ଓ ଦଳିତଙ୍କ ବିରୋଧରେ ଭିଡ଼ହିଂସାକୁ ନେଇ ୪୯ ସେଲିବ୍ରିଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କଠୋର କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଥିଲେ। ଶୁକ୍ରବାର ଏହା ବିରୋଧରେ ୬୨ ସେଲିବ୍ରିଟି ମୁହଁ ଖୋଲିବା ସହ ଏଭଳି ଚୟନାତ୍ମକ...

ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି : ଡେରେକ୍‌ଙ୍କୁ ସିବିଆଇ ସମନ

ନୂଆଦିଲ୍ଲୀ,୨୭ା୭(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସାମିଲ ହେବା ଲାଗି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ଡେରେକ୍‌ ଓ’ବ୍ରିଏନ୍‌ଙ୍କୁ ସିବିଆଇ ସମନ ଜାରି କରିଛି। ଅଗଷ୍ଟ ପ୍ରଥମ ସପ୍ତାହରେ ତାଙ୍କୁ ସିବିଆଇ ଟିମ୍‌ ଆଗରେ ହାଜର ହେବାକୁ କୁହାଯାଇଛି।...

ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ୧୭ ବିରୋଧୀ ଦଳର ଚିଠି : ବିନା ଯାଞ୍ଚରେ ଗୃହୀତ ହେଉଛି ବିଲ୍‌

ନୂଆଦିଲ୍ଲୀ,୨୭ା୭(ପି.ଟି.): ପାର୍ଲାମେଣ୍ଟରେ ସରକାର ତରବରିଆ ଭାବେ ବିଲ୍‌ ଗୃହୀତ କରାଇ ନେଉଥିବାରୁ ଏହା ଉପରେ ଚିନ୍ତା ପ୍ରକଟ କରି ୧୭ଟି ବିରୋଧୀ ଦଳ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କୁ ପତ୍ର ଲେଖିଛନ୍ତି। ଗୃହର ପ୍ରତିଷ୍ଠିତ ପରମ୍ପରାରୁ ଦୂରେଇଯାଇ...

ଭିଡ଼ହିଂସା: କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୨୭ା୭(ପି.ଟି.): ଭିଡ଼ହିଂସା ଏବଂ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ହେଉଥିବା ହିଂସାକାଣ୍ଡ ରୋକିବା ଲାଗି ଗତବର୍ଷ ସୁପ୍ରିମକୋର୍ଟ ଏକାଧିକ ନିର୍ଦ୍ଦେଶ ଦେବା ସତ୍ତ୍ୱେ ତାହା କାର୍ଯ୍ୟକାରୀ ହେଉ ନ ଥିବା ଅଭିଯୋଗ ହୋଇଛି। ଫଳରେ ସର୍ବୋଚ୍ଚ ଅଦାଲତ ଏନେଇ ଶୁକ୍ରବାର କେନ୍ଦ୍ର...

ସପ୍ତାହେ ମଧ୍ୟରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବେ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ଜେଡିଏସ୍‌ ମେଣ୍ଟ ସରକାର ଭାଙ୍ଗିବାର ମାତ୍ର ୩ ଦିନ ମଧ୍ୟରେ କର୍ନାଟକରେ ଭାଜପା ସରକାର ଗଠନ କରିଛି। ତେବେ ଆସନ୍ତା ୩୧ ତାରିଖ...

କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭାଜପା ନେତା ବିଏସ୍‌ ୟେଦୁରପ୍ପା। ଶୁକ୍ରବାର ସନ୍ଧ୍ୟାରେ ରାଜଭବନ ପରିସରରେ ରାଜ୍ୟପାଳ ବାଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଦେଇଛନ୍ତି। ନିର୍ଦ୍ଧାରିତ ସମୟଠାରୁ ପ୍ରାୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri