ଜାତୀୟ

ଜୟାଙ୍କୁ ଟାର୍ଗେଟ କଲେ ଅମର

ନୂଆଦିଲ୍ଲୀ,୨୬।୭: ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ରାଜ୍ୟସଭା ଏମ୍‌ପି ଅମର ସିଂ ଏଥର ପୁଣି ଆସିଛନ୍ତି ଚର୍ଚ୍ଚାକୁ। ଏଥିର ସେ ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ଜୟା ବଚ୍ଚନକୁ ଟାର୍ଗେଟ କରିଛନ୍ତି। ଟୁଇଟରରେ ସେ ଏକ...

ଆଜମ୍‌ ଖାନ୍‌ଙ୍କ ମନ୍ତବ୍ୟ ଦେଶ ପାଇଁ ଲଜ୍ଜାଜନକ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି। ଶୁକ୍ରବାର ଗୃହ ଆରମ୍ଭ ହେବା କ୍ଷଣି ମହିଳା ଏମ୍‌ମାନେ ଆଜମ୍‌ଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ...

ମଣିଷ ଖିଆ ବାଘୁଣୀକୁ ପିଟି ପିଟି ମାରିଦେଲେ ଗାଁ ଲୋକେ

ପିଲିଭିଟ,୨୬।୭: ଉତ୍ତର ପ୍ରଦେଶର ପିଲିଭିଟର ମାଟାନିଆ ଗାଁରେ ଗୋଟିଏ ବାଘୁଣୀକୁ ଲୋକଙ୍କ ଆକ୍ରୋସର ଶିକାର ହେବାକୁ ପଡିଛି। ବାଘୁଣୀଟି ଗାଁରେ ପଶି ପାଖାପାଖି ୯ ଜଣ ଲୋକଙ୍କୁ ଆହତ କରିବା ପରେ ଗାଁ ଲୋକେ ତାକୁ ପିଟି ପିଟି ମାରି...

କାର୍‌ଗିଲ ବିଜୟ ଦିବସରେ ପାକିସ୍ତାନକୁ ଚେତାବନୀ ଦେଲେ ସେନାମୁଖ୍ୟ, ପୁଣି ଏମିତି କଲେ ଭୋଗିବ ପରିଣାମ

ନୂଆଦିଲ୍ଲୀ, ୨୬।୭:କାର୍‌ଗିଲ ବିଜୟ ଦିବସ ଉପଲକ୍ଷେ ସାରା ଦେଶ ବୀର ଶହୀଦ୍‌ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛି। ଏହି ଅବସରରେ ସେନା ପ୍ରମୁଖ ବିପିନ ରାଓ୍ବତ୍‌ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଯଦି ପାକିସ୍ତାନ ଦ୍ୱିତୀୟଥର ଏପରି କରେ, ତେବେ ପରିଣାମ ଭୋଗିବାକୁ...

କାର୍‌ଗିଲ ଯୁଦ୍ଧରେ ଶହୀଦ୍‌ ହୋଇଥିଲେ ପିତା, ସେହିଦିନ ଜନ୍ମ ନେଲେ ଝିଅ କିନ୍ତୁ ପାଳନ୍ତି ନାହିଁ ଜନ୍ମଦିନ

ପୁଣେ, ୨୬।୭: ସାରା ଦେଶ ଶୁକ୍ରବାର କାର୍‌ଗିଲ ବିଜୟ ଦିବସ ପାଳନ କରୁଥିଲାବେଳେ କିଛି ଘରେ ଆଜି ବି ସମ୍ପର୍କୀୟଙ୍କୁ ହରାଇବାର ଦୁଃଖ ଲିଭିନାହିଁ। ମହାରାଷ୍ଟ୍ରର ସତାରାରେ ରହୁଥିବା ମହାଦେବ ଯଶଓ୍ବନ୍ତ ନିକମ କାର୍‌ଗିଲ ଯୁଦ୍ଧରେ ଯୋଗ ଦେଇ ୧୯୯୯,...

ଗାଈ ଯୋଗୁ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ: ତ୍ରିବେନ୍ଦ୍ର ସିଂ ରାଓ୍ବତ

ଡେରାଡୁନ୍‌, ୨୬।୭: ବିଶ୍ୱରେ ଗାଈ ଏକମାତ୍ର ଜୀବ, ଯେ କି ଅମ୍ଳଜାନ ନେଇ ଅମ୍ଳଜାନ ଛାଡେ। ଗାଈକୁ କିଛି ସମୟ ଆଉଁସିଲେ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ ବୋଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ମତ...

ପୁଣି ଥରେ କର୍ନାଟକରେ ୟେଦୁରପ୍ପା ସରକାର: ଆଜି ସନ୍ଧ୍ୟା ୬ଟାରେ ନେବେ ଶପଥ

କର୍ନାଟକ, ୨୬।୭: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ କର୍ନାଟକରେ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱରେ ପୁଣି ସରକାର ଗଠନ ହେବାକୁ ଯାଉଛି। ଶୁକ୍ରବାର ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ ଭେଟିବା ପରେ ୟେଦୁରପ୍ପା ଆଗାମୀ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଯାଇଛି। ଫଳରେ ଶୁକ୍ରବାର...

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ଶ୍ରୀନଗର, ୨୬।୭: ଜମ୍ମୁ-କଶ୍ମୀରର ଦ୍ରାସ୍‌ରେ ଶୁକ୍ରବାର କାରଗିଲ ବିଜୟ ଦିବସର ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସାଧାରଣ ଲୋକଙ୍କଠାରୁ ଯବାନଙ୍କ ପର୍ଯ୍ୟନ୍ତ ବୀର ଶହୀଦଙ୍କୁ ସଲାମ କରୁଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦ୍ରାସରେ ଥିବା...

ଆଜମ ଖାନ୍‌ଙ୍କୁ ଲୋକ ସଭାରେ ରହିବାର ଅଧିକାର ନାହିଁ:ରମା ଦେବୀ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି। ବାଚସ୍ପତି ଓମ ବିର୍ଲାଙ୍କ ଅନୁପସ୍ଥିତିରେ ଭାଜପା ଏମ୍‌ପି ରମା ଦେବୀ ଗୃହକାର୍ଯ୍ୟ ପରିଚାଳନା କରୁଥିଲାବେଳେ ଟ୍ରିପଲ ତଲାକ ବିଲ୍‌କୁ ନେଇ...

ରାଜ୍ୟପାଳଙ୍କୁ ଭେଟିବାକୁ ଗଲେ ୟେଦୁରପ୍ପା, ଆଜି ନେଇପାରନ୍ତି ଶପଥ

ବେଙ୍ଗାଲୁରୁ, ୨୬।୭: କର୍ନାଟକରେ ଏଚଡି କୁମାରସ୍ବାମୀ ସରକାର ଭାଙ୍ଗିବା ପରେ ଏବେ ନୂଆ ସରକାର ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାଜପା ନେତା ବିଏସ୍‌ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇପାରନ୍ତି। ଶୁକ୍ରବାର ସକାଳ ୧୦ରେ ସେ...

୧୯୯୯ରେ କାରଗିଲ୍‌ ଯାଇଥିଲେ ମୋଦି, ଶେୟାର୍‌ କଲେ ଯୁଦ୍ଧ ବେଳର ଫଟୋ

ନୂଆଦିଲ୍ଲୀ, ୨୬।୭: ଆଜି ଦେଶ ପାଇଁ ଗୌରବର ଦିନଟିଏ। ଆଜକୁ ଠିକ୍‌ ୨୦ବର୍ଷ ପୂର୍ବେ କାରଗିଲରେ ଭାରତୀୟ ସୈନ୍ୟମାନେ ପାକିସ୍ତାନକୁ ଧୂଳି ଚଟେଇ ଦେଇଥିଲେ। ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଭାରତ ବିଜୟ ହାସଲ କରିଥିଲା। ତେଣୁ ଯୋଦ୍ଧାଙ୍କ ବୀରତାକୁ...

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ:ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୬।୭(ପି.ଟି.):ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri