ନୂଆଦିଲ୍ଲୀ,୨୪।୮(ପି.ଟି.): ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମନିଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଗିରଫରୁ ସୁରକ୍ଷା ଦେଇଛନ୍ତି। ୨୬ ତାରିଖରେ ମାମଲାର ଶୁଣାଣି ଥିବାରୁ ସେ ପର୍ଯ୍ୟନ୍ତ ତାଙ୍କୁ ଇଡି ଗିରଫ କରିପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ...
ନୂଆଦିଲ୍ଲୀ,୨୪।୮(ପି.ଟି.): ଏୟାରସେଲ୍-ମାକ୍ସିସ୍ ମାମଲାରେ ଦିଲ୍ଲୀର ଏକ ଅଦାଲତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କୁ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ଗିରଫଦାରିରୁ ସୁରକ୍ଷା ଦେଇଛନ୍ତି। ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏହି ମାମଲା ଦାଏର...
ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍ ଓ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍ ମାଲିକାନାରେ ଥିବା ବିଭିନ୍ନ ସେଲ୍ କମ୍ପାନୀ ଓ ବ୍ୟାଙ୍କ ଆକାଉଣ୍ଟ ସମ୍ପର୍କିତ ବିବରଣୀ ଦେବାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)...
Page 4,548 of 4,848« First«...102030...4,5464,5474,5484,5494,550...4,5604,5704,580...»Last »
Archives
Model This Week
ପିଲାଙ୍କ ଧରିତ୍ରୀ