ଜାତୀୟ

ମାନବ ଧର୍ମ ହିଁ ଶ୍ରେଷ୍ଠ ଧର୍ମ: ମୁସଲମାନ୍‌ ମହିଳା କରୁଛନ୍ତି ହନୁମାନଙ୍କ ପୂଜା

ମିରଟ୍‌,୨୪।୭: ଦେଶରେ ସାମ୍ପ୍ରଦାୟିକ ବିଭେଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମିରଟ୍‌ରେ ବାସ କରୁଥିବା ଜଣେ ମୁସଲମାନ୍‌ ମହିଳା ସାମ୍ପ୍ରଦାୟିକ ସଦ୍‌ଭାବର ଉଦାହରଣ ପାଲଟିଛନ୍ତି। ୪୨ ବର୍ଷ ବୟସ୍କା ଶାହିନ୍‌ ପରଭେଜ୍‌ ପ୍ରତିଦିନ ହନୁମାନଙ୍କ ପୂଜା କରିବା ସହିତ ହନୁମାନ ଚାଳିସା...

ପାକିସ୍ତାନରେ ରହିବାକୁ ଅଜୀମ୍‌ ପ୍ରେମ୍‌ଜୀଙ୍କ ପିତା ଜିହ୍ନାଙ୍କୁ କରିଥିଲେ ମନା

ନୂଆଦିଲ୍ଲୀ,୨୪।୭: ଦେଶର ବିଶିଷ୍ଟ ଶିଳ୍ପପ୍ରତି ତଥା ଓ୍ବିପ୍ରୋର ପ୍ରତିଷ୍ଠାତା ଅଜୀମ୍‌ ପ୍ରେମ୍‌ଜୀ ବୁଧବାର ୭୪ ବର୍ଷରେ ପାଦ ଦେଇଛନ୍ତି। ୧୯୪୫ ଜୁଲାଇ ୨୪ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଭାରତ-ପାକିସ୍ତାନ ବିଭାଜନ ସମୟରେ ଅଜୀମ୍‌ଙ୍କ ପିତା ମହମ୍ମଦ୍‌ ହାଶିମ୍‌ଙ୍କୁ ମହମ୍ମଦ୍‌...

ଭାରତୀୟ ଅର୍ଥବ୍ୟବସ୍ଥାକୁ ସଙ୍କଟରେ ପକାଇବା ପାକିସ୍ତାନର ଲକ୍ଷ୍ୟ: ଛପା ହେଉଛି ନକଲି ୨ ହଜାର ଟଙ୍କା ନୋଟ୍‌

ନୂଆଦିଲ୍ଲୀ,୨୪।୭: ଭାରତୀୟ ଅର୍ଥବ୍ୟବସ୍ଥାକୁ ସଙ୍କଟରେ ପକାଇବା ପାଇଁ ପାକିସ୍ତାନ ଯୋଜନା କରିଛି। ଏନେଇ ପାକିସ୍ତାନରେ ଛପା ହେଉଥିବା ନକଲି ୨ ହଜାର ଟଙ୍କିଆ ନୋଟ୍‌ ଭାରତକୁ ପଠାଉଛି। ଲୋକ ସଭାରେ କେନ୍ଦ୍ର ସରକାର ଏହା ସ୍ବୀକାର ମଧ୍ୟ କରିଛନ୍ତି। ତେବେ...

ରମଣ ସିଂ ଡାକ୍ତରଖାନାରେ ଭର୍ତ୍ତି

ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ ଡାକ୍ତରଖାନାରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଏକ ଟିମ୍‌...

ଦେଶର ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ କଂଗ୍ରେସ ସୀମିତ

ନୂଆଦିଲ୍ଲୀ,୨୪।୭: କର୍ନାଟକରେ କଂଗ୍ରେସ ମେଣ୍ଟ ସରକାରର ପତନ ପରେ ଏବେ ଦାକ୍ଷିଣାତ୍ୟରେ କୌଣସି ରାଜ୍ୟରେ କଂଗ୍ରେସ ସରକାର ନାହିଁ। ଦେଶର ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ କଂଗ୍ରେସ ସରକାର ସୀମିତ ହୋଇ ରହିଯାଇଛି। ରାଜ୍ୟ ମଧ୍ୟରେ ପଞ୍ଜାବ,...

ଶୁକ୍ରବାର ଶପଥ ନେଇପାରନ୍ତି ୟେଦୁରପ୍ପା: ଆଜି ଶାହଙ୍କୁ ଭେଟିବେ

ବେଙ୍ଗାଲୁରୁ, ୨୪।୭: ଶେଷରେ କର୍ନାଟକରେ ଭାଜପା କ୍ଷମତା ଦଖଲ କରିବାକୁ ଯାଉଛିି। ୧୪ ମାସର ମେଣ୍ଟ ସରକାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରଦର୍ଶନ କରିବାକୁ ଅସମର୍ଥ ହେବାପରେ ପୂର୍ବରୁ ୩ ଥର ମୁଖ୍ୟମନ୍ତ୍ରୀ ହୋଇଥିବା ୭୫ ବର୍ଷ ବୟସ୍କ ବିଏସ...

କର୍ନାଟକରେ ଅପରେଶନ୍‌ ଲୋଟସ୍‌ ଶେଷ: ଏବେ ଲକ୍ଷ୍ୟ ମଧ୍ୟପ୍ରଦେଶ ଉପରେ !

ଭୋପାଳ,୨୪।୭: କର୍ନାଟକରେ ଭାଜପାର ଅପରେଶନ୍‌ ଲୋଟସ୍‌ ଶେଷ ହୋଇଛି। ଏଠାରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ଏହାପରେ ଏବେ ଭାଜପା ମଧ୍ୟପ୍ରଦେଶ କଂଗ୍ରେସ ମେଣ୍ଟ ସରକାର ଉପରେ ନଜର ପକାଇବାର ସମ୍ଭାବନା ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।...

ଏନ୍‌ଆର୍‌ସି ସମୟସୀମା ଅଗଷ୍ଟ ୩୧ ଯାଏ ବଢ଼ିଲା

ନୂଆଦିଲ୍ଲୀ,୨୪ା୭(ପି.ଟି.): ଆସାମରେ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)ର ଚୂଡ଼ାନ୍ତ ସମୟ ସୀମା ସୁପ୍ରିମକୋର୍ଟ ମଙ୍ଗଳବାର ଜୁଲାଇ ୩୧ରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିସହ ୨୦% ସାମ୍ପଲର ପୁନଃ ଯାଞ୍ଚ ଲାଗି ହୋଇଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି।...

ଦଳିତ ଯୁବକଙ୍କୁ ଚୋର ଭାବି ଜାଳିଦେଲେ

ଲକ୍ଷ୍ନୌ,୨୪ା୭(ପି.ଟି.): ଉତ୍ତରପ୍ରଦେଶର ବାରାବାଙ୍କି ଜିଲାରେ ଜଣେ ଦଳିତ ଯୁବକ ବୁଲା କୁକୁରଙ୍କ ପ୍ରାଦୁର୍ଭାବରୁ ବଞ୍ଚତ୍ବା ପାଇଁ ଏକ ଘରେ ପଶିଯାଇଥିବାବେଳେ ତାଙ୍କୁ ଚୋର ମନେକରି ଜାଳି ଦିଆଯାଇଥିଲା। ସୁଜିତ କୁମାର ନାମକ ଉକ୍ତ ୨୮ ବର୍ଷୀୟ ଯୁବକଙ୍କ ଶରୀରର ୪୦%...

୨୧ କେନ୍ଦ୍ରୀୟ ବିଦ୍ୟାଳୟ ଗୃହ ଅସୁରକ୍ଷିତ

ନୂଆଦିଲ୍ଲୀ,୨୪ା୭(ପି.ଟି.): ଦେଶରେ ଚାଲିଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୨୧ଟିର ଶ୍ରେଣୀଗୃହ ଅସୁରକ୍ଷିତ ରହିଛି। ଏଗୁଡ଼ିକ ସମ୍ପୂର୍ଣ୍ଣ କିମ୍ବା ଆଂଶିକଭାବେ ଅସୁରକ୍ଷିତ ଥିବାରୁ ଏଠାରେ ପାଠ ପଢ଼ାଯାଇ ପାରିବ ନାହିଁ ବୋଲି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି...

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ଅଭିଯୁକ୍ତ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ବିଜୟ କୁମାର ସନସେଠ୍‌ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତର ବିଚାରପତି ଏ.ଏମ୍‌. ଖନ୍‌ଓ୍ବିଲ୍‌କର ଓ ବିଚାରପତି ଦୀନେଶ ମାହେଶ୍ୱରୀଙ୍କୁ...

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହ ସୋମବାର ଆଲୋଚନା ବେଳେ କହିବା ଘଟଣାକୁ ନେଇ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri