ଜାତୀୟ

ବିଫଳତା ଲୁଚାଇବାକୁ ୧୪୪ ଧାରା ଜାରି କରିଛନ୍ତି ଯୋଗୀ ସରକାର: ମାୟାବତୀ

ଲକ୍ଷ୍ନୌ,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ଜମି ବିବାଦକୁ ନେଇ ମୃତ୍ୟୁ ହୋଇଥିବା ଆଦିବାସୀଙ୍କ ଘଟଣାକୁ ନେଇ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମାୟାବତୀ କହିଛନ୍ତି ଏହି ଘଟଣାରୁ ସ୍ପଷ୍ଟ ହେଉଛି ଯେ...

ଚମ୍ବଲରୁ ୬ଟି ରାଜ୍ୟକୁ ସପ୍ଲାଏ ହେଉଥିଲା ସିନ୍ଥେଟିକ୍‌ କ୍ଷୀର: ୫୭ ଗିରଫ

ଭୋପାଳ,୨୦।୭: ମଧ୍ୟପ୍ରଦେଶ ଗ୍ବାଲିୟର-ଚମ୍ବଲ ଅଞ୍ଚଳରେ ଚାଲିଥିବା ୩ଟି ସିନ୍ଥେଟିକ୍‌ କ୍ଷୀର କାରଖାନା ଉପରେ ପୋଲିସ ଚଢ଼ାଉ କରିଛି। ଏନେଇ ୫୭ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ସମୟରେ ସିନ୍ଥେଟିକ୍‌ କ୍ଷୀର ପ୍ରସ୍ତୁତିରେ ବ୍ୟବହୃତ ହେଉଥିବା ବିଭିନ୍ନ ପଦାର୍ଥ ଜବତ ହୋଇଛି।...

ଭାରତକୁ ଆସିଛି ୧୫୦ କିଗ୍ରା ହେରୋଇନ୍‌: ତାଲିବାନ୍‌ ସଂଗଠନର ହାତ ସନ୍ଦେହ

ନୂଆଦିଲ୍ଲୀ,୨୦।୭: ଭାରତକୁ ଆଫଗାନିସ୍ତାନ ତଥା ପାକିସ୍ତାନରୁ ଆସିଥିବା ୧୫୦ କିଲୋଗ୍ରାମ୍‌ ହେରୋଇନ୍‌କୁ ଇତିମଧ୍ୟରେ ପୋଲିସ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୬ ହଜାର କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଗତ ୧୨୦ ଦିନ ଧରି ପୋଲିସ...

ସୋନଭଦ୍ରା ହତ୍ୟାକାଣ୍ଡ: ପୀଡିତ ପରିବାରର ସମ୍ପର୍କୀୟଙ୍କୁ ଭେଟିଲେ ପ୍ରିୟଙ୍କା

ମିର୍ଜାପୁର,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଶୁକ୍ରବାର ପୀଡିତ ପରିବାରଙ୍କୁ ଭେଟିବାକୁ ଯାଇଥିବା ବେଳେ ପୋଲିସ ତାଙ୍କୁ ଅଧା ରାସ୍ତାରେ ଅଟକ ରଖିଥିଲା। ପ୍ରାୟ ୨୪...

ଦଙ୍ଗା ଓ ଭିଡ଼ ହିଂସାରେ ମୁତୟନ ମହିଳା ସୁରକ୍ଷାକର୍ମୀଙ୍କୁ ମିଳିବ ବଡ଼ି ଗିୟର

ନୂଆଦିଲ୍ଲୀ,୨୦।୭: ଦଙ୍ଗା ଏବଂ ଭିଡ଼ ହିଂସା ଆଦି ପାଇଁ ନିୟୋଜିତ ହେଉଥିବା ମହିଳା ସୁରକ୍ଷାକର୍ମୀଙ୍କୁ ସୁରକ୍ଷା ଚିନ୍ତା ଏବେ ସରକାରଙ୍କୁ ଘାରିଛି। ସେମାନଙ୍କୁ ବଡ଼ି ଗିୟର ଯୋଗାଇ ଦିଆଯିବ। ଜମ୍ମୁ-କଶ୍ମୀରର ଶ୍ରୀନଗରରେ ମୁତୟନ ଥିବା ସିଆର୍‌ପିଏଫ୍‌ର ୩ଶହ ମହିଳା ସୁରକ୍ଷାକର୍ମୀଙ୍କୁ...

ସିଦ୍ଧୁଙ୍କ ଇସ୍ତଫାକୁ ଗ୍ରହଣ କଲେ ଅମରିନ୍ଦର

ଚଣ୍ଡିଗଡ଼,୨୦।୭: ପଞ୍ଜାବ କ୍ୟାବିନେଟରେ ମନ୍ତ୍ରୀଥିବା ଭାରତର ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁଙ୍କ ଇସ୍ତଫାକୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଥିବା ପ୍ରବକ୍ତା ଶନିବାର ଏହି ସୂଚନା ଦେଇଛନ୍ତି। ଗତ ପ୍ରାୟ ୨ଦିନ ହେବ...

ଇନ୍ଦିରାଙ୍କ ପଦାନୁସରଣ କରୁଛନ୍ତି ପ୍ରିୟଙ୍କା: ସୋସିଆଲ୍‌ ମିଡ଼ିଆରେ ଫଟୋ ଭାଇରାଲ

ଲକ୍ଷ୍ନୌ,୨୦।୭: ଜମି ବିବାଦରେ ଗୋଣ୍ଡ ଜନଜାତି ସମ୍ପ୍ରଦାୟର ୧୦ ଜଣ ମହିଳା-ପୁରୁଷଙ୍କ ମୃତ୍ୟୁ ଘଟିଛି। ଉତ୍ତରପ୍ରଦେଶ ସୋନଭଦ୍ର ଜିଲାରେ ଏଭଳି ଘଟଣା ଘଟିଛି। ୩୨ଟି ଟ୍ରାକ୍ଟରରେ ୩ଶହ ଲୋକ ଆସି ଏହି କାଣ୍ଡ ଭିଆଇଥିବା କୁହାଯାଉଛି। ପୀଡ଼ିତ ପରିବାର ସଦସ୍ୟଙ୍କୁ...

ହରିୟାଣାରେ ମୃଦୁ ଭୂକମ୍ପ

ସୋନିପତ,୨୦।୭: ହରିୟାଣାର ସୋନିପତରେ ଶନିବାର ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟା ୪୫ରେ ଭୂକମ୍ପ ହୋଇଥିବା ବେଳେ ସେଠାକାର ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୨...

କେରଳରେ ପ୍ରବଳ ବର୍ଷା: ଖୋଲିଲା କାଲାରକୁଟି ଡ୍ୟାମ, ୭ ମତ୍ସଜୀବି ନିଖୋଜ

ଥିରୁଭାନନ୍ତପୁରମ,୨୦।୭: କେରଳରେ ଶନିବାର ପ୍ରବଳ ବର୍ଷା ହେବାର ଚେତାବନୀ ଦେଇଛି ପାଣିପାଗ ବିଭାଗ। ଏମିତିକି କିଛି ଜିଲାରେ ରେଡ ଆଲର୍ଟ ମଧ୍ୟ ଜାରି କରାଯାଇଛି। ପ୍ରବଳ ବର୍ଷା ଯୋଗୁ ଇଡୁକ୍କି ଜିଲାରେ ଥିବା କାଲାରକୁଟି ଡ୍ୟାମକୁ ଖୋଲି ଦିଆଯାଇଛି। ପୂର୍ବରୁ...

ଛୋଟ ପିଲାଙ୍କୁ ଢ଼ାଲ କରି ସୁରକ୍ଷାକର୍ମୀଙ୍କ ସହ ଲଢ଼ିବାକୁ ଯୋଜନା କରୁଛନ୍ତି ମାଓବାଦୀ

ରାୟପୁର,୨୦।୭: ଲଗାତାର ଆତ୍ମସମର୍ପଣ, ଗିରଫ ତଥା ଏନ୍‌କାଉଣ୍ଟର ଆଦିରେ ମାଓବାଦୀ ସଦସ୍ୟଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ମାଓବାଦୀ। ଏନେଇ ଗୋଇନ୍ଦା ସୂଚନା ମିଳିଥିବା...

ଯୁବକ ଦେଖୁଛନ୍ତି ପରିଣତ ବୟସର ମୁହଁ

ନୂଆଦିଲ୍ଲୀ, ୨୦ା୭: ବର୍ତ୍ତମାନ ଫେସ୍‌ଆପ୍‌ ଭଳି ଏକ ସବୁଠୁ ଲୋକପ୍ରିୟ ଅପ୍ସନ୍‌ ବ୍ୟବହାର କରି ଲୋକେ ଖୁସି ମନାଉଛନ୍ତି। ରୁଷିଆରେ ବିକଶିତ ଏହି ଆପ୍ଲିକେଶନ ଚଳିତ ସପ୍ତାହରେ ପ୍ରତ୍ୟେକ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଖେଳର ଖୋରାକ ହୋଇଛି। ତେବେ...

ସ୍ତ୍ରୀଙ୍କୁ ଭରଣପୋଷଣ ଆଦେଶ ଦେଲେ ଅଦାଲତ: ୫ ବସ୍ତା କଏନ୍‌ ନେଇ କୋର୍ଟରେ ପହଞ୍ଚିଲେ ସ୍ବାମୀ

ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ଏକ ପରିବାର ଅଦାଲତଙ୍କ ରାୟ ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଛନ୍ତି। ଏଭଳି ଏକ ରୋଚକ ଘଟଣା ଛତିଶଗଡ଼ରେ ଘଟିଛି। ସ୍ଥାନୀୟ ପାମ୍‌ଗଢ଼ ଥାନା ଅଞ୍ଚଳରେ ବାସକରୁଥିବା ପୁନିରାମ ସାହୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri